ଦାବୀ ପୂରଣ ନେଇ ଗର୍ଜିଲା ପ୍ରାଥମିକ ଶିକ୍ଷକ ସଂଘ
ନୂଆପଡା, (ନିରାକାର ମେହେର) : ଓଡିଶା ମିଳିତ ପ୍ରାଥମିକ ଶିକ୍ଷକ ସଂଘ ଆହ୍ୱାନକ୍ରମେ ନୂଆପଡା ଜିଲ୍ଲା ଖଡ଼ିଆଳ ବ୍ଲକ ମିଳିତ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ବିଶାଳ ରାଲି ଓ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଶିକ୍ଷକ ସଂଘ ସଭାପତି ଗଣେଶ!-->…
Read More...
Read More...