ଲଗାଣ ବର୍ଷାରେ ବେହାଲ ନୂଆପଡ଼ା ଜିଲ୍ଲା
ନୂଆପଡ଼ା, (ନିରାକାର ମେହେର) : ଲଗାଣ ବର୍ଷାରେ ବେହାଲ ନୂଆପଡ଼ା ଜିଲ୍ଲା । ପ୍ରବଳ ବର୍ଷା ଯୋଗୁଁ ନୂଆପଡ଼ା ଜିଲ୍ଲାର ସାରାବଙ୍ଗ ନିକଟ ପାୱାରତଲା ଠାରେ ବ୍ରିଜ୍ ଭୁଶୁଡି ପଡିଛି । ଫଳରେ ୩ଟି ପଞ୍ଚାୟତର ପାଖାପାଖି ୩୦ଟି ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି । ଏହା ସହ ପଡୋଶୀ ରାଜ୍ୟ ଛତିଶଗଡ଼କୁ!-->…
Read More...
Read More...