Browsing Tag

nuapada news

କୋମନା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

ନୂଆପଡା, (ସନ୍ତୋଷ ପଟ୍ଟନାୟକ) : ନୂଆପଡା ଜିଲ୍ଲା କୋମନା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶିବିରରେ ଜିଲ୍ଲାପାଳ ମଧୁସୂଦନ ଦାଶ, ବନଖଣ୍ଡ ଅଧିକାରୀ ଖଡିଆଳ, ଅଜିଜ ଖାନ, ବନଖଣ୍ଡ ଅଧିକାରୀ (କେନ୍ଦୁପତ୍ର) କେ. ମାଧବିଲତା, ଜିଲ୍ଲା ମୁଖ୍ୟ
Read More...

ନୂଆପଡାରେ ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ କବିତା ପାଠୋତ୍ସବ ଆୟୋଜିତ

ନୂଆପଡା, (ସନ୍ତୋଷ ପଟ୍ଟନାୟକ) : ନୂଆପଡ଼ା ଜିଲ୍ଲାରେ ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଜିଲ୍ଲା ସଂସ୍କୃତି ପରିଷଦ ଆନୁକୂଲ୍ୟରେ ଏକ କବିତା ପାଠୋତ୍ସବ ସ୍ଥାନୀୟ ସଦଭାବନା ସଭାଗୃହରେ ଆୟୋଜିତ ହୋଇଯାଇଛି । ସମାରୋହରେ ନୂଆପଡା ଜିଲ୍ଲାପାଳ ମଧୁସୂଦନ ଦାଶ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିବା
Read More...

ନୂଆପଡ଼ାରେ ଅନ୍ତର୍ଜାତୀୟ ମହିଳା ଦିବସ ଉଦଯାପନୀ ଦିବସରେ ବିଶାଳ ସ୍ଲୋ ମାରାଥନ ଅନୁଷ୍ଠିତ

ନୂଆପଡ଼ା, (ସନ୍ତୋଷ ପଟ୍ଟନାୟକ) : ନୂଆପଡ଼ା ଜିଲ୍ଲାରେ ଅନ୍ତର୍ଜାତୀୟ ମହିଳା ଦିବସ–୨୦୨୬ର ତୃତୀୟ ତଥା ଉଦଯାପନୀ ଦିବସରେ ସଦର ମହକୁମାରେ କ୍ରୀଡ଼ା ବିଭାଗ ପକ୍ଷରୁ ଏକ ସ୍ଲୋ ମାରାଥନର ଆୟୋଜନ କରଯାଇଥିଲା । ଜିଲ୍ଲାପାଳ ମଧୁସୂଦନ ଦାଶ ଏହି ମାରାଥନକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଏଥିରେ
Read More...

ନୂଆପଡ଼ାରୁ ୭୪ ଜଣ ବରିଷ୍ଠ ତୀର୍ଥଯାତ୍ରୀଙ୍କ “ପୁରୀ ଶ୍ରୀଜଗନ୍ନାଥ ଦର୍ଶନ ଯୋଜନା”ରେ ଯାତ୍ରାରମ୍ଭ

ନୂଆପଡ଼ା, (ସନ୍ତୋଷ ପଟ୍ଟନାୟକ) : ନୂଆପଡ଼ା ଜିଲ୍ଲାରୁ ୭୪ ଜଣ ବରିଷ୍ଠ ନାଗରିକ ତୀର୍ଥଯାତ୍ରୀ "ଶ୍ରୀଜଗନ୍ନାଥ ଦର୍ଶନ ଯୋଜନା" ୨୦୨୬ ମାଧ୍ୟମରେ ଆଜି ପୁରୀ ଶ୍ରୀମନ୍ଦିର ଦର୍ଶନ ପାଇଁ ଯାତ୍ରା ଆରମ୍ଭ କରିଛନ୍ତି । ଏଥିପାଇଁ ନୂଆପଡ଼ା ଆମ ବସ୍‌ଷ୍ଟାଣ୍ଡ ପରିସରରେ ଆୟୋଜିତ ଏକ ଭବ୍ୟ
Read More...

ନୂଆପଡ଼ାରେ ଅନ୍ତର୍ଜାତୀୟ ମହିଳା ଦିବସ–୨୦୨୬ର ଦ୍ୱିତୀୟ ଦିବସରେ ଯୋଗ, ଆତ୍ମରକ୍ଷା ପ୍ରଶିକ୍ଷଣ ଓ ବ୍ୟାଡମିଣ୍ଟନ…

ନୂଆପଡ଼ା, (ସନ୍ତୋଷ ପଟ୍ଟନାୟକ) : ନୂଆପଡା ଜିଲ୍ଲାରେ ଅନ୍ତର୍ଜାତୀୟ ମହିଳା ଦିବସ–୨୦୨୬ ପାଳନ ଉପଲକ୍ଷେ ସମାରୋହର ଦ୍ୱିତୀୟ ଦିବସରେ ଆତ୍ମରକ୍ଷା, ଯୋଗ ଓ ଶାରୀରିକ ବ୍ୟାୟାମ ଉପରେ ପ୍ରଶିକ୍ଷଣ ଓ ଅଭ୍ୟାସ ଶିବିର ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ବିଜୁ ପଟ୍ଟନାୟକ ଇଣ୍ଡୋର୍ ଷ୍ଟାଡିୟମ୍‌ରେ
Read More...

ନୂଆପଡାରେ ଏକ ନୂତନ ସାଇବର ଓ ଅର୍ଥନୈତିକ ଅପରାଧ ଥାନା ଉଦ୍‌ଘାଟିତ

ନୂଆପଡା, (ସନ୍ତୋଷ ପଟ୍ଟନାୟକ) : କେନ୍ଦ୍ର ଗୃହ ଓ ସମବାୟ ବିଭାଗ ମନ୍ତ୍ରୀ ଅମିତ ଶାହ ଆଭାସୀ ମାଧ୍ୟମରେ ନୂଆପଡାରେ ଏକ ନୂତନ ସାଇବର ଓ ଅର୍ଥନୈତିକ ଅପରାଧ ଥାନା ଉଦ୍‌ଘାଟନ କରିଛନ୍ତି । ଏହି ଅବସରରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଅନେକ ଗୁଡ଼ିଏ ସାଇବର ଓ ଅର୍ଥନୈତିକ ଅପରାଧ ପୋଲିସ୍ ଥାନାକୁ
Read More...

ନୂଆପଡ଼ାରେ ପ୍ରବାଦ ପୁରୁଷ ବିଜୁବାବୁଙ୍କ ୧୧୦ତମ ଜୟନ୍ତୀ ପାଳିତ : “ଆଧୁନିକ ଓଡ଼ିଶାର ନିର୍ମାତାଙ୍କୁ…

ନୂଆପଡ଼ା, (ସନ୍ତୋଷ କୁମାର ପଟ୍ଟନାୟକ) : ନୂଆପଡ଼ା ଜିଲ୍ଲା ଖରିଆରରୋଡ୍ ସହରଠାରେ ପ୍ରବାଦ ପୁରୁଷ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜନ୍ମ ଜୟନ୍ତୀ ଜିଲ୍ଲା ସ୍ତରରେ ଅତ୍ୟନ୍ତ ଉତ୍ସାହ ଓ ଉଦ୍ଦୀପନା ସହ ପାଳିତ ହୋଇଯାଇଛି । ବିଜେଡ଼ି ଜିଲ୍ଲା ସଭାପତି ଅବନୀ
Read More...

ନୂଆପଡ଼ାରେ ଅଘଟଣ : ଟ୍ରକ୍ ଧକ୍କାରେ ଭାଙ୍ଗିଲା ନୂଆପଡ଼ା ନିର୍ମାତା ଘାସିରାମ ମାଝୀଙ୍କ ପ୍ରତିମୂର୍ତ୍ତି

ତୀବ୍ର ହେଲା ବାଇପାସ୍ ଦାବି ନୂଆପଡ଼ା, (ସନ୍ତୋଷ ପଟ୍ଟନାୟକ) : ନୂଆପଡ଼ା ସହରରେ ଏକ ବଡ଼ ଅଘଟଣ ଘଟିଯାଇଛି । ନୂଆପଡ଼ା ଜିଲ୍ଲାର ଗର୍ବ ତଥା ଜିଲ୍ଲା ଗଠନର ମୁଖ୍ୟ ବିନ୍ଧାଣି ସ୍ୱର୍ଗତ ଘାସିରାମ ମାଝୀଙ୍କ ପ୍ରତିମୂର୍ତ୍ତିକୁ ଏକ ଟ୍ରକ୍ ଧକ୍କା ଦେଇଛି । ଫଳରେ ମୂର୍ତ୍ତିଟି ସମ୍ପୂର୍ଣ୍ଣ ନଷ୍ଟ
Read More...

ନୂଆପଡା ଜିଲ୍ଲାରେ ଦିଶା ବୈଠକ ଅନୁଷ୍ଠିତ

ନୂଆପଡ଼ା, (ସନ୍ତୋଷ ପଟ୍ଟନାୟକ) : ନୂଆପଡା ଜିଲ୍ଲା ସଦ୍ଭାବନା ସଭା ଗୃହରେ କଳାହାଣ୍ଡି ଲୋକସଭା ସାଂସଦ ମାଳବିକା ଦେବୀଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ଉନ୍ନୟନ ସମନ୍ଵୟ ଏବଂ ପର୍ଯ୍ୟାଲୋଚନା କମିଟି ସଭା, ଦିଶା ବୈଠକ ଅନୁଷ୍ଠିତ ହୋଇଯାଇଛି । ସଭାରେ ସମସ୍ତଙ୍କୁ ସ୍ଵାଗତ କରି ଜିଲ୍ଲାପାଳ ମଧୁସୂଦନ
Read More...

ନୂଆପଡ଼ାରେ ବିଜେଡିକୁ ଶକ୍ତ ଧକ୍କା : ବିଜେପିରେ ସାମିଲ ହେଲେ ଏନଏସି ଅଧ୍ୟକ୍ଷ ଓ ୮ କାଉନସିଲର

ନୂଆପଡ଼ା, (ସନ୍ତୋଷ ପଟ୍ଟନାୟକ) : ନୂଆପଡ଼ା ଜିଲ୍ଲା ରାଜନୀତିରେ ଏକ ବଡ଼ ଧରଣର ବିପର୍ଯ୍ୟୟ ଦେଖିବାକୁ ମିଳିଛି । ବିଜେଡିକୁ ଏକ ଶକ୍ତ ଧକ୍କା ଦେଇ ନୂଆପଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ଅଧ୍ୟକ୍ଷ ମହମ୍ମଦ ଆଦମଙ୍କ ନେତୃତ୍ୱରେ ୮ ଜଣ କାଉନସିଲର ଓ ସମର୍ଥକ ଆଜି ବିଧିବଦ୍ଧ ଭାବେ ଶାସକ
Read More...