କୁଲିଙ୍ଗାମାଲ ସେବାଶ୍ରମରେ ବନମହୋତ୍ସବ ପାଳିତ
ନୂଆପଡା, (ନିରାକାର ମେହେର) : ନୂଆପଡା ଜିଲ୍ଲା ବୋଡ଼େନ ବ୍ଲକ କୁଲିଙ୍ଗାମାଲ ସେବାଶ୍ରମ ବିଦ୍ୟାଳୟରେ ୟୁଥ୍ ଓ ଇକୋ କ୍ଲବ ଆନୁକୂଲ୍ୟରେ ବନମହୋତ୍ସବ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ନେତୃତ୍ୱରେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ନାରାୟଣ ମାଝୀ ତଥା ସମାଜସେବୀ!-->…
Read More...
Read More...