Browsing Tag

nuapada news

କୁଲିଙ୍ଗାମାଲ ସେବାଶ୍ରମର ବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ

ନୂଆପଡା, (ନିରାକାର ମେହେର) : ନୂଆପଡା ଜିଲ୍ଲା ବୋଡ଼େନ ବ୍ଲକ ଅନ୍ତର୍ଗତ କୁଲିଙ୍ଗାମାଲ ସେବାଶ୍ରମ ବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଜ୍ୟୋତିଚରଣ ନାଗଙ୍କ ସଭାପତିତ୍ୱରେ ‌ଅନୁଷ୍ଠିତ ସଭାରେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ନାରାୟଣ ମାଝୀ, ସମାଜସେବୀ…
Read More...

ଖାଦ୍ୟ ଅନ୍ଵେଷଣରେ ଆସି ଗାଁ ଦାଣ୍ଡରେ ବୁଲୁଛି ଭାଲୁ : ସ୍ଥାନୀୟ ଲୋକେ ଭୟଭୀତ

ନୂଆପଡ଼ା, (ନିରାକାର ମେହେର) : ନୂଆପଡ଼ା ସଦର ବ୍ଲକ ଗୋଡଫୁଲା ଗାଁ ଦାଣ୍ଡରେ ବୁଲୁଛି ଭାଲୁ । ଶୁକ୍ରବାର ସକାଳୁ ଏକ ଭାଲୁ ଖାଦ୍ୟ ଅନ୍ଵେଷଣରେ ଆସି ଗାଁରେ ରହିଯାଇଛି । ଭାଲୁଟିକୁ ଦେଖି ଲୋକମାନେ ଭୟଭୀତ ହୋଇପଡ଼ିଛନ୍ତି । ଭାଲୁକୁ ଦେଖିବା ପାଇଁ ଗାଁ ଲୋକମାନେ ରୁଣ୍ଡ ହୋଇଛନ୍ତି ।…
Read More...

୮ ଦଫା ଦାବୀରେ ଅଙ୍ଗନୱାଡ଼ି ଲେଡିଜ୍ ୱାର୍କର ସଂଘର ଆନ୍ଦୋଳନ

ନୂଆପଡା, (ନିରାକାର ମେହେର) : ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ସମନ୍ୱିତ ଶିଶୁ ବିକାଶ କାର୍ଯ୍ୟାଳୟ ସାମ୍ନାରେ ୮ ଦଫା ଦାବୀ ନେଇ ଧାରଣାରେ ବସିଛନ୍ତି ଅଙ୍ଗନୱାଡ଼ି କର୍ମୀ । ଶତାଧିକ ଅଙ୍ଗନୱାଡ଼ି କର୍ମୀ ଏକାଠି ହୋଇ ଆଜି ଶିଶୁବିକାଶ କାର୍ଯ୍ୟାଳୟ ସାମ୍ନାରେ ଧାରଣା ଦେଇ ଦାବୀ ଗୁଡ଼ିକ ପାଇଁ…
Read More...

ସିନାପାଲି ମହାବିଦ୍ୟାଳୟକୁ ରାଜ୍ୟ ସରକାର ଅଣଦେଖା କରୁଥିବା ଅଭିଯୋଗ

ନୂଆପଡ଼ା, (ନିରାକାର ମେହେର) : ନୂଆପଡ଼ା ଜିଲ୍ଲା ସୀମାନ୍ତ ଅଞ୍ଚଳର ସର୍ବପୁରାତନ ମହାବିଦ୍ୟାଳୟ ହେଉଛି ସିନାପାଲି ମହାବିଦ୍ୟାଳୟ । ଏଠାରେ ପ୍ରାୟ ଛଅ ଶହରୁ ଅଧିକ ଛାତ୍ରଛାତ୍ରୀ ଅଧ୍ୟୟନ କରୁଛନ୍ତି । ହେଲେ ଏହି ମହାବିଦ୍ୟାଳୟରେ ୧୩ ଜଣ ସରକାରୀ ଅନୁଦାନପ୍ରାପ୍ତ ଅଧ୍ୟାପକ ଅଧ୍ୟାପିକା ଥିବା…
Read More...

ଗଣ୍ଡାବାହାଲି ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ମାତୃ ପିତୃ ସମ୍ମିଳନୀ ଅନୁଷ୍ଠିତ

ନୂଆପଡ଼ା, (ନିରାକାର ମେହେର) : ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ଗଣ୍ଡାବାହାଲି ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ମାତୃ ପିତୃ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ରବିବାର ଅପରାହ୍ଣ ୩ ଘଟିକାରେ ଚଳିତ ଶିକ୍ଷା ବର୍ଷ ୨୨-୨୩ର ମାତୃ ପିତୃ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା । ଉକ୍ତ…
Read More...

ଭିଜିଲାନ୍ସ ଜାଲରେ ଫରେଷ୍ଟର ଓ ଫରେଷ୍ଟ ଗାର୍ଡ

ନୂଆପଡ଼ା, (ନିରାକାର ମେହେର) : ନୂଆପଡ଼ା ଜିଲ୍ଲା ସିନାପାଲି ରେଞ୍ଜ ଅଧିନ ଲିଆଡ ସେକ୍ସନରେ ଜବତ ପଲଙ୍କ ଖଟକୁ ରିଲିଜ କରିବା ପାଇଁ ୨୮ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ସିନାପାଲି ରେଞ୍ଜ ଅନ୍ତର୍ଗତ ଲିଆଡ଼ ସେକ୍ସନର ଫରେଷ୍ଟର ପୂର୍ଣ୍ଣଚନ୍ଦ୍ର ନାଏକ ଏବଂ…
Read More...

ଦାବୀ ପୂରଣ ନେଇ ଗର୍ଜିଲା ପ୍ରାଥମିକ ଶିକ୍ଷକ ସଂଘ

ନୂଆପଡା, (ନିରାକାର ମେହେର) : ଓଡିଶା ମିଳିତ ପ୍ରାଥମିକ ଶିକ୍ଷକ ସଂଘ ଆହ୍ୱାନକ୍ରମେ ନୂଆପଡା ଜିଲ୍ଲା ଖଡ଼ିଆଳ ବ୍ଲକ ମିଳିତ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ବିଶାଳ ରାଲି ଓ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଶିକ୍ଷକ ସଂଘ ସଭାପତି ଗଣେଶ…
Read More...

ସିନାପାଲି ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆରେ କର୍ମଚାରୀ ମାନେ ମନମୁଖୀ କାର୍ଯ୍ୟ କରୁଥିବା ଅଭିଯୋଗ

ନୂଆପଡା, (ନିରାକାର ମେହେର) : ସିନାପାଲି ଠାରେ ଥିବା ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆରେ କର୍ମଚାରୀମାନେ ମନମୁଖୀ କାର୍ଯ୍ୟ କରୁଥିବା ଅଭିଯୋଗ ହେଉଛି । ଜନସାଧାରଣଙ୍କ ଅଭିଯୋଗ ଅନୁସାରେ ଏହି ବ୍ୟାଙ୍କରେ ୨୭ଟି ଗ୍ରାମ ପଞ୍ଚାୟତର ଲୋକେ ଖାତା ଖୋଲିଛନ୍ତି ଓ ହଜାର ହଜାର ଲୋକେ ବ୍ୟାଙ୍କ କାମ ସମାଧାନ…
Read More...

ଗାଁ ବସ୍ତିରେ ଥିବା ମଦଭାଟିକୁ ଗ୍ରାମବାସୀଙ୍କ ବିରୋଧ : ଅନ୍ୟତ୍ର ସ୍ଥାନାନ୍ତର ଦାବୀ ନେଇ ଜିଲାପାଳଙ୍କୁ ଦାବୀପତ୍ର…

ନୂଆପଡା, (ନିରାକାର ମେହେର) : ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ କେନ୍ଦୁମୁଣ୍ତା ଗ୍ରାମ ପଞ୍ଚାୟତ ଧିଙ୍ଗିଆମୁଣ୍ତା ଗ୍ରାମ ବସ୍ତିରେ ଥିବା ମଦଭାଟିକୁ ଅନ୍ୟତ୍ର ସ୍ଥାନାନ୍ତର କରିବାକୁ ଗ୍ରାମବାସୀ ନୂଆପଡା ଜିଲ୍ଲାପାଳଙ୍କୁ ଏକ ଦାବୀପତ୍ର ପ୍ରଦାନ କରିଥିବା ଜଣାପଡିଛି । ଏହି ମଦଭାଟି…
Read More...

ମର୍ମନ୍ତୁଦ ସଡକ ଦୁର୍ଘଟଣା : ୧ ମୃତ, ୧ ଗୁରୁତର

ନୂଆପଡା, (ନିରାକାର ମେହେର) : ନୂଆପଡା ଜିଲ୍ଲା ସିନାପାଲି ଥାନା ଅନ୍ତର୍ଗତ ଚଟିଆଗୁଡାର ନିର୍ମାଣାଧିନ ବିଜୁଏକ୍ସପ୍ରେସ ରାସ୍ତାରେ ଟ୍ରକ ଧକ୍କାରେ ଜଣେ କଲେଜ ଛାତ୍ରୀ ମୃତ୍ୟୁବରଣ କରିଥିବା ବେଳେ ଅନ୍ୟଜଣେ ଛାତ୍ରୀ ଗୁରୁତର ହୋଇଥିବା ଜଣାପଡିଛି । ମୃତ ଛାତ୍ରୀ ଜଣକ ହେଉଛନ୍ତି ଗୋର୍ଲା ଗ୍ରାମ…
Read More...