ସରକାରୀ ସୁବିଧା ଦାବୀରେ ସ୍କୁଲ ଗେଟରେ ତାଲା ପକାଇ ଧାରଣା ଦେଲେ ଛାତ୍ରଛାତ୍ରୀ
ନୂଆପଡା, (ନିରାକାର ମେହେର) : ନୂଆପଡା ଜିଲ୍ଲା ଖଡ଼ିଆଳ ସ୍ଥିତ ମିଶନ ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି । ସରକାରୀ ସୁବିଧା ସୁଯୋଗରୁ ବଞ୍ଚିତ ହୋଇଥିବା ଅଭିଯୋଗ କରି ସ୍କୁଲ ଛାତ୍ରଛାତ୍ରୀମାନେ ହାତରେ ପ୍ଲା କାର୍ଡ ଧରି ବିଦ୍ୟାଳୟ ମୁଖ୍ୟ ଗେଟରେ ତାଲା ପକାଇ!-->…
Read More...
Read More...