Browsing Tag

nuapada news

ନୂଆପଡାରେ ଓଡ଼ିଆ ପକ୍ଷ –୨୦୨୬ ପାଳନ ଅବସରରେ ଓଡ଼ିଆ ନାମଫଳକ ଅଭିଯାନ ସଚେତନତା ପଦଯାତ୍ରା ଅନୁଷ୍ଠିତ

ନୂଆପଡ଼ା, (ସନ୍ତୋଷ ପଟ୍ଟନାୟକ) : “ଓଡ଼ିଆ ପକ୍ଷ–୨୦୨୬” ପାଳନ ଅବସରରେ ନୂଆପଡ଼ାରେ “ଓଡ଼ିଆ ନାମଫଳକ ଅଭିଯାନ” ସଚେତନତା ପଦଯାତ୍ରା ଆୟୋଜିତ ହୋଇଯାଇଛି । ଜିଲ୍ଲା ଶ୍ରମ ଅଧିକାରୀ ଯସ୍ମିନ ସାହୁ ଜିଲ୍ଲାପାଳ କାର୍ଯ୍ୟାଳୟରୁ ପତାକା ଦେଖାଇ ପଦଯାତ୍ରାର ଶୁଭାରମ୍ଭ କରିଥିଲେ । ଏହି ପଦଯାତ୍ରା ଏକତା…
Read More...

ନୂଆପଡ଼ାରେ ଜିଲ୍ଲା ସ୍ତରୀୟ ‘ପ୍ରବେଶ ଉତ୍ସବ’ ଓ ‘ଖଡ଼ିଛୁଆଁ’ ଉତ୍ସାହର ସହ ପାଳିତ

ନୂଆପଡ଼ା, (ସନ୍ତୋଷ ପଟ୍ଟନାୟକ) : ନୂଆପଡ଼ା ସଦର ମହକୁମା ସ୍ଥିତ ପି.ଏମ୍ ଶ୍ରୀ ନେସନାଲ ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ‘ପ୍ରବେଶ ଉତ୍ସବ’ ଓ ‘ଖଡ଼ିଛୁଆଁ’ କାର୍ଯ୍ୟକ୍ରମ ଉତ୍ସାହ ଓ ଆନନ୍ଦମୟ ପରିବେଶରେ ପାଳିତ ହୋଇଯାଇଛି । କାର୍ଯ୍ୟକ୍ରମ ପ୍ରାରମ୍ଭରେ ବିଦ୍ୟାଦାତା ଶ୍ରୀ ଗଣେଶ…
Read More...

ନୂଆପଡ଼ାରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍‌ର ସମୀକ୍ଷା ବୈଠକ ଅନୁଷ୍ଠିତ

ନୂଆପଡ଼ା, (ସନ୍ତୋଷ ପଟ୍ଟନାୟକ) : ନୂଆପଡ଼ାରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍‌ର ସମୀକ୍ଷା ବୈଠକ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ମୁଖ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଜିଲ୍ଲାପାଳ ଅନାଥ ଶିଶୁମାନଙ୍କୁ ଶିଶୁ ମଙ୍ଗଳ ସମିତି ସମ୍ମୁଖରେ ପ୍ରସ୍ତୁତର ସ୍ଥିତି…
Read More...

ନୂଆପଡାରେ ଓଡ଼ିଆ ନାମଫଳକ ଅଭିଯାନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ନୂଆପଡ଼ା, (ସନ୍ତୋଷ ପଟ୍ଟନାୟକ) : “ଓଡ଼ିଆ ପକ୍ଷ–୨୦୨୬” ପାଳନ ଉପଲକ୍ଷେ ଆସନ୍ତା ତା. ୦୪ ଏପ୍ରିଲ ରିଖରେ ଆୟୋଜିତ ହେବାକୁଥିବା “ଓଡ଼ିଆ ନାମଫଳକ ଅଭିଯାନ” ସଚେତନତା ପଦଯାତ୍ରା ପାଇଁ ଆଜି ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।ବୈଠକରେ…
Read More...

ନୂଆପଡାରେ ଏଲ୍‌ପିଜି ଗ୍ୟାସ ସୁଚାରୁ ଯୋଗାଣ ପାଇଁ ସମନ୍ୱୟ ବୈଠକ : କଳା ବଜାରୀ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ…

ନୂଆପଡ଼ା, (ସନ୍ତୋଷ ପଟ୍ଟନାୟକ) : ନୂଆପଡ଼ା ଜିଲ୍ଲାରେ ଏଲ୍‌ପିଜି ଗ୍ୟାସ ଓ ପେଟ୍ରୋଲିୟମ ପଦାର୍ଥର ସୁଚାରୁ ଯୋଗାଣ ଓ ବଣ୍ଟନ ପାଇଁ ଆଜି ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ମୁଖ୍ୟାଳୟ ସଭା କକ୍ଷରେ ଏକ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକ ଆରମ୍ଭରେ ଜିଲ୍ଲା ଯୋଗାଣ ଅଧିକାରୀ…
Read More...

କବୟିତ୍ରୀ ଦୀପିକା ହୋତାଙ୍କ ଶିଶୁ କବିତା ସଙ୍କଳନ “ଅର୍ପଣ” ଲୋକାର୍ପିତ

ନୂଆପଡା, (କେପିଏନ୍‌ଏସ୍‌) : ନୂଆପଡା ଜିଲ୍ଲାର ଐତିହ୍ୟ, ପରମ୍ପରା, କଳା ସଂସ୍କୃତିକୁ ଉଜ୍ଜିପିତ କରୁଥିବା ମାରାଗୁଡା ଲୋକ ମହୋତ୍ସବ ଉଦଘାଟିତ ହୋଇଯାଇଛି । ଏହି ଅବସରରେ ଜିଲ୍ଲା ସଦରମହକୁମା ସ୍ଥିତ ନେସନାଲ ମହାବିଦ୍ୟାଳୟ ପରିସରରେ ରାଜ୍ୟ ସ୍ତରୀୟ କବିତା ପାଠୋତ୍ସବ ଜିଲ୍ଲାପାଳ ମଧୁସୂଦନ…
Read More...

ନୂଆପଡ଼ାରେ ଶୋକର ଛାୟା : ବିଜେଡି ଯୁବ ନେତା ହରିଶ୍ଚନ୍ଦ୍ର ପଣ୍ଡାଙ୍କ ପତ୍ନୀଙ୍କ ପରଲୋକ

ନୂଆପଡ଼ା, (ସନ୍ତୋଷ ପଟ୍ଟନାୟକ) : ନୂଆପଡ଼ା ଜିଲ୍ଲାର ଜଣାଶୁଣା ଯୁବ ସମାଜସେବୀ ତଥା ବିଜେଡି ଯୁବନେତା ହରିଶ୍ଚନ୍ଦ୍ର ପଣ୍ଡା (ଟିଟୁ)ଙ୍କ ପତ୍ନୀ ପୂଜା ପଣ୍ଡାଙ୍କ ଅକାଳ ବିୟୋଗରେ ସମଗ୍ର ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି । ତାଙ୍କର ଏଭଳି ଆକସ୍ମିକ ମୃତ୍ୟୁ ଖବର ସ୍ଥାନୀୟ ଅଞ୍ଚଳରେ…
Read More...

ପ୍ରତିଭା ଅନ୍ୱେଷଣର ମହୋତ୍ସବ ମହୁଲପଡା ସେବାଶ୍ରମର ବାର୍ଷିକ ଉତ୍ସବ

ନୂଆପଡା, (କେପିଏନ୍‌ଏସ୍‌) : ନୂଆପଡା ଜିଲ୍ଲା ବୋଡ଼େନ ବ୍ଲକ ଅନ୍ତର୍ଗତ ଅନୁସୂଚୀତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଦ୍ଵାରା ପରିଚାଳିତ ମହୁଲପଡା ସେବାଶ୍ରମ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ କମଳ ସିଂ ମାଝୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ…
Read More...

ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ନୂଆପଡ଼ା ଜିଲ୍ଲାକୁ ଦିନିକିଆ ଗସ୍ତ

ନୂଆପଡ଼ା, (କେପିଏନ୍‌ଏସ୍‌) : ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେବ ସାଏ ନିଜ ପତ୍ନୀଙ୍କ ସହ ଓଡ଼ିଶାର ନୂଆପଡ଼ା ଜିଲ୍ଲାକୁ ଦିନିକିଆ ଗସ୍ତରେ ଆସି କୋମନା ସ୍ଥିତ ବୈଷ୍ଣଦେବୀ ମନ୍ଦିରରେ ବାସନ୍ତୀ ଦୁର୍ଗା ପୂଜା କରିଛନ୍ତି । ଆଜି ସ୍ୱତନ୍ତ୍ର ହେଲିକପ୍ଟରରେ ରାୟପୁରରୁ ବାହାରି କୋମନା…
Read More...

ନୂଆପଡା ଜିଲ୍ଲାରେ ହୀରା ଖଣିର ସନ୍ଧାନ ନେଇ ବିଧାନସଭାରେ ଉତ୍ତର ରଖିଲେ ଖଣି ମନ୍ତ୍ରୀ

ଜିଲ୍ଲାର ବିକାଶ ନେଇ ଆଶା ବାନ୍ଧି ବସିଛନ୍ତି ଅଞ୍ଚଳବାସୀ ନୂଆପଡ଼ା, (କେପିଏନ୍‌ଏସ୍‌) : ନୂଆପଡ଼ା ଜିଲ୍ଲା ମୋଟାନୂଆପଡ଼ା ପଞ୍ଚାୟତ କଲମିଦାଦର ଗାଁରେ ହୀରାଖଣିର ସନ୍ଧାନ ମିଳିଛି । ଏବେ ନୂଆପଡ଼ାର ଭାଗ୍ୟ ବଦଳିଯିବ ଓ ଦାଦନ ଗଡ଼ ବିକଶିତ ହେବ ବୋଲି ଜିଲ୍ଲାବାସୀ ଆଶା କରୁଛନ୍ତି । ସୂଚନା…
Read More...