Browsing Tag

nuapada news

ଜୁଆ ଆଡ୍ଡା ଉପରେ ଚଢ଼ାଉ : ୧୫ ଗିରଫ

ନୂଆପଡ଼ା : ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ । ଖବର ପାଇ ଚଢାଉ କଲା ଲଖନା ପୋଲିସ । ଏହି ଚଢାଉରେ ୧୫ ଜଣଙ୍କୁ ଗିରଫ କରିବା ସହ ୨୭ ହଜାର ୭୯୦ ଟଙ୍କା ଜବତ କରିଛି ପୋଲିସ । ନୂଆପଡ଼ା ଜିଲ୍ଲା କୁରୁମପୁରୀ ନିକଟ ଏକ ଜଙ୍ଗଲରେ ଏହି ରେଡ୍‌ କରାଯାଇଛି । ସୂଚନା ମୁତାବକ, ଶୁକ୍ରବାର ରାତିରେ କୁରୁମପୁରୀ
Read More...

ନୂଆପଡ଼ାରେ ଜିଲ୍ଲା ସମବାୟ ବିକାଶ ଓ ରବି ଧାନ ସଂଗ୍ରହ କମିଟି ବୈଠକ

ମେ ୨୦ରୁ ଧାନ କ୍ରୟ ଆରମ୍ଭ ହେବ ନୂଆପଡ଼ା, (କେପିଏନ୍‌ଏସ୍‌) : ନୂଆପଡ଼ା ଜିଲ୍ଲାରେ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ସମବାୟ ବିକାଶ ଓ ରବି ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ଅତିରିକ୍ତ
Read More...

କାଳ ବୈଶାଖୀ ପ୍ରଭାବରେ ଘର ଉପରେ ପଡିଲା ଗଛ : ଅଳ୍ପକେ ବର୍ତିଲେ ପରିବାର

ନୂଆପଡ଼ା, (କେପିଏନ୍‌ଏସ୍‌) : ଅଦିନିଆ ବର୍ଷା ଯୋଗୁ ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ସଦର ଗ୍ରାମର କୁମୁଦ ସାଙ୍କ ଘର ଉପରେ ଗଛ ପଡି ଥିବାବେଳେ ଅଳ୍ପକେ ପରିବାର ଲୋକେ ବର୍ତ୍ତି ଯାଇଛନ୍ତି । ପ୍ରକାଶ ଯେ ଆଜି ମଧ୍ୟାହ୍ନ ୧ ଘଣ୍ଟା ସମୟ ବେଲେ ଅଦିନିଆ ବର୍ଷା ପବନର କାଳ ବୈଶାଖୀ ତାଣ୍ତବ
Read More...

ନୂଆପଡା ଜିଲ୍ଲାରେ ବିଶ୍ଵ ରେଡକ୍ରସ ଦିବସ ପାଳିତ

ରକ୍ତଦାନ ଭଳି ପୁଣ୍ୟ କାମରେ ସମସ୍ତେ ସହଯୋଗ କରନ୍ତୁ : ଜିଲ୍ଲାପାଳ ନୂଆପଡା, (କେପିଏନ୍‌ଏସ୍‌) : ନୂଆପଡା ଜିଲ୍ଲାରେ ବିଶ୍ଵ ରେଡକ୍ରସ ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ଆରମ୍ଭ ହୋଇଥିବା ଏକ ଜନ ସଚେତନତା ରାଲିକୁ ଜିଲ୍ଲାପାଳ ମଧୁସୂଦନ ଦାଶ ପତାକା
Read More...

ନୂଆପଡା ଜିଲ୍ଲାର ଟପ୍ପର୍ ଛାତ୍ରୀ ଦ୍ୱୟଙ୍କୁ ସମ୍ବର୍ଦ୍ଧିତ କଲେ ଜିଲ୍ଲାପାଳ

ନୂଆପଡା, (କେପିଏନ୍‌ଏସ୍‌) : ନୂଆପଡା ଜିଲ୍ଲାର ଟପ୍ପର୍ ଛାତ୍ରୀ ଦ୍ୱୟଙ୍କୁ ସମ୍ବର୍ଦ୍ଧିତ କଲେ ଜିଲ୍ଲାପାଳ । ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଆନୁକୂଲ୍ୟରେ ପରିଚାଳିତ ମାଟ୍ରିକ ପରୀକ୍ଷାରେ ନୂଆପଡା ଜିଲ୍ଲାରେ ଟପ୍ପର୍ ହୋଇଥିବା ଦୁଇଜଣ ଛାତ୍ରୀଙ୍କୁ ଜିଲ୍ଲାପାଳ ମଧୁସୂଦନ ଦାଶ ସମ୍ବର୍ଦ୍ଧିତ
Read More...

ଭତ୍ତା ଟଙ୍କା ପାଇଁ ବୃଦ୍ଧାଙ୍କ ଜୀବନ ନେଇଗଲା ସମ୍ପର୍କୀୟ

ନୂଆପଡ଼ା, (କେପିଏନ୍‌ଏସ୍‌) : ଭତ୍ତା ଟଙ୍କା ପାଇଁ ବୃଦ୍ଧାଙ୍କ ଜୀବନ ନେଇଗଲା ସମ୍ପର୍କୀୟ । ତଦନ୍ତ ପରେ ଦୁଇ ଜଣକୁ ଗିରଫ କରି କୋର୍ଟ ଚାଲାଣ କଲା କୋମନା ପୋଲିସ । ଏନେଇ ନୂଆପଡା ଏସପି ଗୁନ୍ଦାଲା ରାଘବେନ୍ଦ୍ର ରେଡ୍ଡୀ ସୂଚନା ଦେଇଛନ୍ତି । ନୂଆପଡା ଜିଲ୍ଲା କୋମନା ଥାନା ଟିକ୍ରାପଡା ଗାଁରେ
Read More...

ସିନାପାଲିରେ ଚବିଶ ପ୍ରହରୀ ନାମଯଜ୍ଞ ଆରମ୍ଭ

ନୂଆପଡା, (କେପିଏନ୍‌ଏସ୍‌) : ନୂଆପଡା ଜିଲ୍ଲା ସିନାପାଲି ରାବଣ ଛକ ଠାରେ ଚବିଶ ପ୍ରହରୀ ନାମଯଜ୍ଞ ଅନୁଷ୍ଠିତ ହୋଇଯାଇଛି । ବିଶ୍ୱର ଶାନ୍ତି ଓ କଲ୍ୟାଣ ନିମନ୍ତେ କରାଯାଇଥିବା ଏହି ନାମଯଜ୍ଞ ଗତ ୧୭ ତାରିଖ ଦିନ ଏହାର କଳସ ଯାତ୍ରା ଓ ଅଧିବାସ କର୍ମ ଅନୁଷ୍ଠିତ ହୋଇଥିଲା । ଏହି ଭବ୍ୟ କଳସ
Read More...

ମହୁଲପଡା ସେବାଶ୍ରମ ବିଦ୍ୟାଳୟରେ ଦ୍ୱିତୀୟ ଅଭିଭାବକ ଶିକ୍ଷକ ସହଭାଗିତା କାର୍ଯ୍ୟକ୍ରମ

ନୂଆପଡା, (କେପିଏନ୍‌ଏସ୍‌) : ନୂଆପଡା ଜିଲ୍ଲା ବୋଡ଼େନ ବ୍ଲକ ଅନ୍ତର୍ଗତ ଅନୁସୂଚୀତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଦ୍ଵାରା ପରିଚାଳିତ ମହୁଲପଡା ସେବାଶ୍ରମ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ କମଳ ସିଂ ମାଝୀଙ୍କ ସଭାପତିତ୍ୱରେ ଦ୍ୱିତୀୟ ଅଭିଭାବକ ଶିକ୍ଷକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ
Read More...

ଆନ୍ତଃରାଜ୍ୟ ବାଇକ ଚୋରି ରାକେଟ ଠାବ :୧୭ ବାଇକ ଜବତ, ୩ ଅଭିଯୁକ୍ତ ଗିରଫ

ନୂଆପଡ଼ା, (କେପିଏନ୍‌ଏସ୍‌) : ନୂଆପଡ଼ା ଜିଲ୍ଲା ପୁଲିସ ଏକ ଆନ୍ତଃରାଜ୍ୟ ବାଇକ ଚୋରି ରାକେଟ ଠାବ କରିଛି । ଏଥିରେ ୧୭ଟି ବାଇକ ଜବତ ହେବା ସହ ସିନାପାଲି ଥାନା ହଳଦୀମୁଣ୍ଡା ଗାଁର ବନମାଳି କୋଲଥ୍ଆ (୩୮) ଓ ପର୍ଶୁରାମ ମାଝି ଓରଫ ପରଶୁ (୩୨), ତାଲାକୋଟ ଗାଁର ବାସୁଦେବ ମାଝି ଓରଫ ବାସୁ (୨୪)
Read More...

ନୂଆପଡ଼ା ଜିଲ୍ଲାପାଳ ବୋହିଲେ ମାଟିର ଭାର : ଶ୍ରମିକଙ୍କୁ କଲେ ଉତ୍ସାହିତ

ନୂଆପଡ଼ା, (କେପିଏନ୍‌ଏସ୍‌) : ମନରେଗା ଯୋଜନାରେ ଦୈନିକ ୬୦ ହଜାରରୁ ଅଧିକ ଶ୍ରମିକ ନିୟୋଜିତ କରି କ୍ରମାଗତ ଭାବରେ ନୂଆପଡ଼ା ଜିଲ୍ଲା ରାଜ୍ୟରେ ପ୍ରଥମ ସ୍ଥାନରେ ରହିଛି । ଜିଲ୍ଲାକୁ ପ୍ରବାସୀ ଶ୍ରମିକ ମୁକ୍ତ କରିବା ପାଇଁ ଜିଲ୍ଲାପାଳ ମଧୁସୂଦନ ଦାଶ ସମଗ୍ର ଜିଲ୍ଲା ପ୍ରଶାସନକୁ ସଙ୍ଗରେ ନେଇ
Read More...