Browsing Tag

nuapada news

ଓଡ଼ିଶା–ଛତିଶଗଡ଼ ସୀମାନ୍ତରେ ଯବାନ ଓ ମାଓବାଦୀ ମଧ୍ୟରେ ଗୁଳିବିନିମୟ : ଛତ୍ରଭଙ୍ଗ ଦେଲେ ମାଓବାଦୀ

ନୂଆପଡ଼ା, (ନିରାକାର ମେହେର) : ନୂଆପଡ଼ା ଜିଲ୍ଲା ଛତିଶଗଡ଼ ସୀମାନ୍ତରେ ପୁଣି ମାଓବାଦୀ ସକ୍ରିୟ ରହିଥିବା ସୂଚନା ମିଳିଛି । ସୀମାନ୍ତରେ ଯବାନମାନେ କୁମ୍ବିଂ କରୁଥିବା ବେଳେ ମାଓବାଦୀ ଓ ଯବାନଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିବା ଜଣାପଡିଛି । ଯବାନଙ୍କ ପାଲଟା ଗୁଳି ଚାଳନାରେ ମାଓବାଦୀମାନେ
Read More...

ନୂଆପଡାରେ ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ

ନୂଆପଡା, (ନିରାକାର ମେହେର) : କେନ୍ଦ୍ର ସରକାର ଚଳିତ ଅଧିବେଶନରେ ବ୍ୟାଙ୍କିଙ୍ଗ ଆଇନ ସଂଶୋଧନ ବିଲ୍ – ୨୦୨୧ ସଂସଦରେ ଆଣିବାକୁ ଯାଉଛନ୍ତି । ଏହି ଆଇନ ଦ୍ୱାରା ୨ଟି ସରକାରୀ ବ୍ୟାଙ୍କକୁ ଘରୋଇକରଣ କରିବା ସହଜ ହେବ । ତେଣୁ ବ୍ୟାଙ୍କିଙ୍ଗ ଆଇନ ସଂଶୋଧନ ବିଲ୍‌ ୨୦୧୧କୁ ସର୍ବ ଭାରତରେ ବ୍ୟାଙ୍କ
Read More...

ସାନମହେଶ୍ଵର ମଣ୍ଡିରେ ବେଆଇନ ଧାନ : ୧୨୦ ବସ୍ତା ଧାନ ଜବତ

ନୂଆପଡା, (ନିରାକାର ମେହେର) : ନୂଆପଡା ଜିଲ୍ଲା ଖଡ଼ିଆଳ ବ୍ଲକ ଅନ୍ତର୍ଗତ ସାନମହେଶ୍ଵର ମଣ୍ଡିରେ ବେଆଇନ ଧାନ ବିକ୍ରି ପାଇଁ ଆସିଥିବା ବେଳେ ଖଡ଼ିଆଳ ଅତିରିକ୍ତ ତହସିଲଦାର ଭୁପେନ୍ଦ୍ର ସିଂ ଏବଂ ଖଡ଼ିଆଳ ବ୍ଲକ ଯୋଗାଣ ଅଧିକାରୀ ଦିବ୍ୟ ରାଜ ଭୋଇ ତଦନ୍ତ କରି ଧାନକୁ ଜବତ କରିଥିବା ଜଣାପଡିଛି ।
Read More...

ମା’ ଭଣ୍ଡାର ମାଉଲି କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ : କୁଲିଆଡ଼ଙ୍ଗରିକୁ ହରାଇ ବିଜେପୁର ବିଜୟ

ନୂଆପଡ଼ା, (ନିରାକାର ମେହେର) : ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ଚଚରାଭଟା ସ୍ଥିତ ମହାବନ୍ଦ ଖେଳ ପଡ଼ିଆଠାରେ ମା' ଭଣ୍ଡାର ମାଉଲି କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି । ଏହି ଅବସରରେ ସ୍ଥାନୀୟ ସରପଞ୍ଚ କବିତା ତାଣ୍ଡି ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିବା ବେଳେ
Read More...

ସହିଦ ଦେବେନ୍ଦ୍ର ଧରୁଆଙ୍କ ସ୍ମୃତିରେ ପ୍ରତିମୂର୍ତ୍ତି ସ୍ଥାପନ ଓ ରକ୍ତଦାନ ଶିବିର ଅନୁଷ୍ଠିତ

ନୂଆପଡ଼ା, (ନିରାକାର ମେହେର) : ନୂଆପଡ଼ା ଜିଲ୍ଲା ବୋଡେନ ଥାନା ଅନ୍ତର୍ଗତ ରାଜପୁର ଗ୍ରାମର ସହିଦ ଦେବେନ୍ଦ୍ର ଧରୁଆଙ୍କ ସ୍ମୃତିରେ ତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ହୋଇଯାଇଛି । ନୂଆପଡ଼ା ଜିଲ୍ଲା ଆରକ୍ଷୀ ଅଧିକ୍ଷକ ପ୍ରତ୍ୟୁଷ ଦିବାକର ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଉକ୍ତ
Read More...

ନୂଆପଡା ଜିଲ୍ଲାରେ ଧାନମଣ୍ଡି ଉଦ୍‌ଘାଟନ କଲେ ଜିଲ୍ଲାପାଳ

ନୂଆପଡା, (ନିରାକାର ମେହେର) : ନୂଆପଡା ଜିଲ୍ଲା ଖରିଆର ରୋଡ଼ ନିୟମିତ ବଜାର କମିଟି ଖରିଆର ରୋଡ଼ଠାରେ ଆଜି ନୂଆପଡା ଜିଲ୍ଲାପାଳ ସ୍ୱଧାଦେବ ସିଂଙ୍କ କର କମଳରେ ଧାନମଣ୍ଡି ଶୁଭ ଉଦ୍‌ଘାଟନ ହୋଇଯାଇଛି । ଅର୍ଣ୍ଣଦାତା ଚାଷୀ ନିଜ ଉପାର୍ଜିତ ଧାନ ଶଷ୍ୟକୁ ସରକାରଙ୍କ ଏମଏସପି ଧାର୍ଯ୍ୟ ମୂଲ୍ୟରେ
Read More...

ଲକ୍ଷ୍ମୀ ମେହେର ଆତ୍ମହତ୍ୟା ଘଟଣା, ଉଚିତ ତଦନ୍ତ ଓ ଦୋଷୀ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଦାବୀ କଲା ସିନାପାଲି…

ନୂଆପଡ଼ା, (ନିରାକାର ମେହେର) : ନୂଆପଡ଼ା ଜିଲ୍ଲା ସିନାପାଲି ମେହେର ଯୁବାମଞ୍ଚ ତରଫରୁ ଲକ୍ଷ୍ମୀ ମେହେର ଆତ୍ମହତ୍ୟା ଘଟଣାକୁ ନେଇ ଉଚିତ୍ ତଦନ୍ତ ଓ ଦୋଷୀ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଦାବୀ ନେଇ ସିନାପାଲି ଥାନାଧିକାରୀ ଡମ୍ୱରୁଧର ପ୍ରଧାନଙ୍କୁ ନିବେଦନ କରିଛନ୍ତି । ନିବେଦନ ପତ୍ରଟିକୁ
Read More...

ସିନାପାଲି ଅଙ୍ଗନବାଡି କର୍ମୀ ସଂଘ ତରଫରୁ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବୀପତ୍ର

ନୂଆପଡ଼ା, (ନିରାକାର ମେହେର) : ଅଲ୍‌ ଓଡିଶା ଅଙ୍ଗନବାଡି ଲେଡିଜ୍ ୱାର୍କସ ଆସୋସିଏସନ୍‌ର ନିର୍ଦ୍ଦେଶ କ୍ରମେ ଗତକାଲି ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ଅଙ୍ଗନବାଡି କର୍ମୀ ସଂଘ ତରଫରୁ ବିଭିନ୍ନ ସମସ୍ୟା ନେଇ ସିନାପାଲି ବିଡିଓ ସଦାଶିବ ନାୟକଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ
Read More...

ବାଲ୍ୟ ବିବାହ ରୋକିଲେ ପ୍ରଶାସନ

ନୂଆପଡ଼ା, (ନିରାକାର ମେହେର) : ନୂଆପଡା ଜିଲ୍ଲା ସଦର ବ୍ଲକ ଅନ୍ତର୍ଗତ ଚୁଲାଭଟ ଗ୍ରାମ ପଞ୍ଚାୟତରେ ଏକ ୧୬ ବର୍ଷର ଝିଅର ବାଲ୍ୟ ବିବାହକୁ ଅଟକାଇଲା ଚାଇଲ୍ଡ ଲାଇନ ଓ ଜିଲ୍ଲା ପ୍ରଶାସନ । ସୂଚନା ଅନୁସାରେ ଚୁଲାଭଟ ଅଞ୍ଚଳର ଏକ ଗ୍ରାମରେ ଏହି ବିବାହ ସ୍ଥିର କରାଯାଇଥିଲା । ଠିକ୍ ସମୟରେ
Read More...

ଗଛରେ ଭାଲୁ : ଆତଙ୍କିତ ଲୋକେ, ଭାଲୁ ଉଦ୍ଧାର ପାଇଁ ବନ ବିଭାଗ ସଜାଗ

ନୂଆପଡ଼ା, (ନିରାକାର ମେହେର) : ନୂଆପଡ଼ା ଜିଲ୍ଲା ସିନାପାଲି ବନ ବିଭାଗ ରେଞ୍ଜ ଅନ୍ତର୍ଗତ ଖଇର ପଦର ଗାଁରେ ଭାଲୁ ଆତଙ୍କ ଖେଳାଇଥିବା ସୂଚନା ମିଳିଛି । ସୂଚନା ଅନୁସାରେ ଆଜି ଖଇର ପଦର ଗାଁ ନିକଟସ୍ଥ ଏକ ସାହାଜ ଗଛ ଉପରେ ଭାଲୁ ଚଢ଼ିଯାଇଥିବା ଦେଖିବାକୁ ମିଳିଛି । ଭାଲୁକୁ ଦେଖିବା ପରେ
Read More...