ମୁଖାବନ୍ଧା ଯୁବକଙ୍କ ଦୌରାତ୍ମ୍ୟ : ଛୁରା ମାଡରେ ଯୁବତୀ ଗୁରୁତର
ନୂଆପଡ଼ା, (ନିରାକାର ମେହେର) : ନୂଆପଡ଼ା ସହରରେ ଦୁଇ ଜଣ ମୁଖାପିନ୍ଧା ଯୁବକଙ୍କ ଛୁରା ମାଡରେ ଜଣେ ଯୁବତୀ ଗୁରୁତର ହୋଇଥିବା ଅଭିଯୋଗ ହୋଇଛି । ଗୁରୁତର ଯୁବତୀ ଜଣକ ସ୍ଥାନୀୟ ଇନ୍ଦିରା କଲୋନୀର ପୁଷ୍ପାଞ୍ଜଳି ଅଦା(୨୭) ବୋଲି ଜଣାପଡିଛି । ତାଙ୍କୁ ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ!-->…
Read More...
Read More...