Browsing Tag

nuapada news

ମମିତା ହତ୍ୟା ଘଟଣା ଅଭିଯୁକ୍ତ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ, ମନ୍ତ୍ରୀଙ୍କ ଇସ୍ତଫା ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

ନୂଆପଡା, (ନିରାକାର ମେହେର) : କଳାହାଣ୍ଡି ଜିଲ୍ଲା ଅନ୍ତର୍ଗତ ମହାଲିଙ୍ଗ ସନସାଇନ୍ ପ୍ଲବିକ ସ୍କୁଲ ଅଧ୍ୟକ୍ଷା ମମିତା ମେହେରଙ୍କ ହତ୍ୟା ଘଟଣାରେ ରାଜ୍ୟ ସରକାର ସଂପୂର୍ଣ୍ଣ ଉଦାସୀନ । ଏହି ଘଟଣାରେ ସ୍କୁଲର ସଭାପତି ଗୋବିନ୍ଦ ସାହୁ ପୋଲିସ ହେପାଜତରୁ ଫେରାର ହେବା ଓ ପୁଣି ଗିରଫ ହେବା, ଗୃହ
Read More...

କେନାଲ କଡରୁ ଯୁବକଙ୍କ ମୃତ ଦେହ ଉଦ୍ଧାର

ନୂଆପଡା, (ନିରାକାର ମେହେର) : ନୂଆପଡା ଜିଲ୍ଲା ଖଡ଼ିଆଳ ଥାନା ୩୫୩ ନମ୍ଵର ଜାତୀୟ ରାଜପଥ ଲିକନ କମ୍ପାନୀ ପଛ ତିଖାଲି ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ମୁଖ୍ୟ କେନାଲ କଡ଼ରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଥିବା ସୂଚନା ମିଳିଛି । ମୃତ ଯୁବକ ଜଣକ ଖଡ଼ିଆଳ ଥାନା ବରପଦର ଗ୍ରାମର ଅଶ୍ୱନୀ
Read More...

ମମିତା ମେହେର ପ୍ରତି ଅମାନୁଷିକ ଘଟଣାରେ ମନ୍ତ୍ରୀଙ୍କ ବହିଷ୍କାର ଏବଂ ମୁଖ୍ୟ ଅଭିଯୁକ୍ତଙ୍କୁ ଫାଶୀ ଦାବୀ କଲା ଦଳିତ…

ନୂଆପଡା, (ନିରାକାର ମେହେର) : ମମିତା ମେହେର ହତ୍ୟାକାଣ୍ଡରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଲିଙ୍କ୍ ଥିବା ନେଇ ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଦାବୀ ସହ ମମିତାଙ୍କୁ ନ୍ୟାୟ ପ୍ରଦାନ ଦାବୀରେ ଦଳିତ ଅଧିକାର ମଞ୍ଚ ପକ୍ଷରୁ ଆନ୍ଦୋଳନ କରିବା ସହ ଘଟଣାର ସିବିଆଇ ତଦନ୍ତ ଏବଂ ତୁରନ୍ତ
Read More...

ବିଜେପି ଅନୁସୂଚିତ ଜାତିର କାର୍ଯ୍ୟକାରିଣୀ ବୈଠକ : ଯୋଗ ଦେଲେ କଲହାଣ୍ଡି ସାଂସଦ

ନୂଆପଡା, (ନିରାକାର ମେହେର) : ନୂଆପଡା ଜିଲ୍ଲା ଖଡ଼ିଆଳ ସ୍ଥିତ ଶ୍ରୀଜୀ ମଣ୍ଡପଠାରେ ଆଜି ଭାଜପାର ଅନୁସୂଚୀତ ଜାତି କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମୁଖ୍ୟ ଅତିଥି ରୂପେ ରାଜ୍ୟ ସଭାପତି ରୂପେ ଡ଼ଃ. ବିଭୁ ପ୍ରଶାଦ ତରାଇ ଯୋଗ ଦେଇ ଦଳୀୟ ସଂଗଠନ ମଜଭୁତ ସହ ତୃଣମୂଳ ସ୍ତରରେ
Read More...

ନୂଆପଡା ଜିଲ୍ଲା ଛାତ୍ର କଂଗ୍ରେସ ପକ୍ଷରୁ କାର୍ଯ୍ୟକାରିଣୀ ବୈଠକ

ନୂଆପଡା, (ନିରାକାର ମେହେର) : ନୂଆପଡା ଜିଲ୍ଲା ଛାତ୍ର କଂଗ୍ରେସ ପକ୍ଷରୁ ପ୍ରଥମ କାର୍ଯ୍ୟକାରିଣୀ ବୈଠକ ଖଡ଼ିଆଳ ସ୍ଥିତ କଂଗ୍ରେସ ଭବନଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଖଡ଼ିଆଳ ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଦଳୀୟ ସଂଗଠନକୁ ମଜବୁତ କରିବା ପାଇଁ
Read More...

ଓବିସି ମଞ୍ଚ ପକ୍ଷରୁ ୧୨ ଘଣ୍ଟିଆ ନୂଆପଡ଼ା ଜିଲ୍ଲା ବନ୍ଦ

ନୂଆପଡ଼ା, (ନିରାକାର ମେହେର) : ନୂଆପଡ଼ା ଜିଲ୍ଲାରେ ଆଗାମୀ ପଞ୍ଚାୟତ ନିର୍ବାଚନରେ ପଛୁଆ ବର୍ଗକୁ ସଂରକ୍ଷଣରେ ଅବହେଳା ଅଭିଯୋଗରେ ଜିଲ୍ଲା ବ୍ୟାପି ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି । ସୋବାର ଦିନ ସକାଳୁ ୬ଟାରୁ ସନ୍ଧ୍ୟା ୬ଟା ଯାଏଁ ୧୨ ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ରହିଥବା ଜଣାପଡିଛି । ସୂଚନା
Read More...

ବିଜୟା ଦଶମୀରେ ଦେବୀ ମା’ଙ୍କ ନଗର ପରାକ୍ରମା ଖପର ଚୁପା ଯାତ୍ରା

ନୂଆପଡା, (ନିରାକାର ମେହେର) : ନୂଆପଡା ଜିଲ୍ଲା ଖଡ଼ିଆଳ ଅଧିଷ୍ଠାତ୍ରୀ ଦେବୀ ମା’ ପାଟଣେଶ୍ୱରୀଙ୍କ ପ୍ରସିଦ୍ଧ ତଥା ଐତିହାସିକ ଖପରଚୁପା ଯାତ୍ରା ଶାନ୍ତି ଶୃଙ୍ଖଳାରେ ସମ୍ପନ୍ନ ହୋଇଯାଇଛି । କୋଭିଡ଼ କଟକଣା ମଧ୍ୟରେ ସୀମିତ ସଂଖ୍ୟକ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଭକ୍ତିମୟ ପରିବେଶରେ ମା’ଙ୍କର ଏହି
Read More...

ବିଜୟାଦଶମୀ ଉପଲକ୍ଷେ ବିଶ୍ଵ ହିନ୍ଦୁ ପରିଷଦ ପକ୍ଷରୁ ଅସ୍ତ୍ରଶସ୍ତ୍ର ପୂଜନ

ନୂଆପଡା, (ନିରାକାର ମେହେର) : ବିଜୟାଦଶମୀ ଉପଲକ୍ଷେ ଗତକାଲି ବିଶ୍ଵ ହିନ୍ଦୁ ପରିଷଦ ପକ୍ଷରୁ ଅସ୍ତ୍ରଶସ୍ତ୍ର ପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଜୟାଦଶମୀ ଭାରତୀୟ ସଂସ୍କୃତିର ସର୍ବଦା ବୀର ପୂଜକ ତଥା ଶକ୍ତି ଉପାସକ ଅଟେ । ଶକ୍ତି ବିନା ବିଜୟ ସମ୍ଭବ ନୁହେଁ । ଏଥିପାଇଁ ଭାରତୀୟ ବା
Read More...

ଛୁଆରୀ ମାତାଙ୍କ ଭୋଗ ଖାଉଛି ଜଙ୍ଗଲି ଭାଲୁ

ନୂଆପଡା, (ନିରାକାର ମେହେର) : ନୂଆପଡା ଜିଲ୍ଲା ସଦର ବ୍ଲକ ସାଲିହା ସଂରକ୍ଷିତ ଜଙ୍ଗଲର ଜନ୍ମଦାତ୍ରୀ ଆଦିଶକ୍ତି ଛୁଆରୀ ମାତା ମନ୍ଦିରରେ ନବରାତ୍ରି ଅବସରରେ ନବମୀ ପୂଜା ଚାଲିଥିଲା । ଏହି ସମୟରେ ଜଙ୍ଗଲି ଭାଲୁ ମନ୍ଦିରକୁ ଆସି ମା'ଙ୍କ ଦର୍ଶନ କରି ଭକ୍ତଙ୍କ ହାତରୁ ନଡିଆ ଭୋଗ ଖାଇ ଫେରି
Read More...

ଜାମଗାଁରେ ମା’ ଚୋଟୀବୁଢ଼ୀଙ୍କ ଅଗ୍ନି ଓ ଛତର ଯାତ୍ରା

ନୂଆପଡ଼ା, (ନିରାକାର ମେହେର) : ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ଜାମଗାଁଠାରେ ଇଷ୍ଟଦେବୀ ମା’ ଚୋଟୀବୁଢ଼ୀଙ୍କ ଅଗ୍ନିଯାତ୍ରା ସମ୍ପନ ହୋଇଯାଇଛି । ମା'ଙ୍କର ଅଲୌକିକ ଲୀଳା ଓ ଅଗ୍ନିଯାତ୍ରା ଦର୍ଶନ କରିବା ପାଇଁ ବିଭିନ୍ନ ଗ୍ରାମରୁ ହଜାର ହଜାର ଶ୍ରଦ୍ଧାଳୁମାନଙ୍କର ସମୋରୋହ ହୋଇଥିଲା
Read More...