Browsing Tag

nuapada news

ମମିତା ମେହେର ହତ୍ୟା ଘଟଣା : ମେହେର ସମାଜ ପକ୍ଷରୁ ୧୦ କିଲୋମିଟର ପଦଯାତ୍ରା, ସାତ ଦଫା ଦାବୀପତ୍ର ପ୍ରଦାନ

ନୂଆପଡା, (ନିରାକାର ମେହେର) : ମହଲିଙ୍ଗ ପବ୍ଲିକ ସ୍କୁଲର ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାରେ ଦୋଷୀଙ୍କୁ ଫାଶୀ ଏବଂ ମନ୍ତ୍ରୀଙ୍କୁ ବହିଷ୍କାର ଦାବୀରେ ନୂଆପଡା ଜିଲ୍ଲା ଖଡ଼ିଆଳ ବ୍ଲକ ଅନ୍ତର୍ଗତ ତୁକଳା ଗ୍ରାମଠାରେ ମେହେର ସମାଜ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ତୁକଳାଠାରୁ ଖଡ଼ିଆଳ…
Read More...

ମାଣ୍ଡୋସିଲ ଗ୍ରାମଠାରେ ଜିଲ୍ଲା ବିଜୁ ମହିଳା ଜନତା ଦଳର ଶ୍ରମଦାନ ଶିବିର ଅନୁଷ୍ଠିତ

ନୂଆପଡ଼ା, (ନିରାକାର ମେହେର) : ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଅନ୍ତର୍ଗତ ମାଣ୍ଡୋସିଲ ଗାଁ ପ୍ରାଥମିକ ବିଦ୍ୟାଳୟଠାରେ ନୂଆପଡ଼ା ଜିଲ୍ଲା ବିଜୁ ମହିଳା ଜନତା ଦଳ ପକ୍ଷରୁ ଗତକାଲି ଏକ ଶ୍ରମଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ସରସ୍ୱତୀ ବାଗଙ୍କ…
Read More...

ଶିକ୍ଷୟିତ୍ରୀ ମମିତା ହତ୍ୟା ଘଟଣା : କଲ୍‌ ରେକର୍ଡକୁ ସାର୍ବଜନୀନ କରିବାକୁ କଳାହାଣ୍ଡି ସାଂସଦଙ୍କ ଦାବୀ

ନୂଆପଡା, (ନିରାକାର ମେହେର) : ବହୁ ଚର୍ଚ୍ଚିତ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ଘଟଣାରେ ମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟଶଙ୍କରଙ୍କୁ ବଞ୍ଚାଇବା ପାଇଁ ଭୁବନେଶ୍ୱରରୁ କାହାଣୀ ତିଆରି ହେଉଛି ବୋଲି ଭାରତୀୟ ଜନତା ପାର୍ଟି ଜିଲ୍ଲା କାର୍ଯ୍ୟାଳୟ, ନୂଆପଡାଠାରେ ଆହୁତ ଏକ ସାମ୍ବାଦିକ ସମ୍ମିଳନୀରେ…
Read More...

କୋଭିଡ୍‌ ଯୋଦ୍ଧାଙ୍କୁ ଭାଜପା ପକ୍ଷରୁ ସମ୍ବର୍ଦ୍ଧନା

ନୂଆପଡା, (ନିରାକାର ମେହେର) : ନୂଆପଡା ଜିଲ୍ଲା ସିନାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଆଜି ଭାଜପା ପକ୍ଷରୁ ପ୍ରାଥମିକ କୋଭିଡ ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କରାଯାଇଅଛି । ଆଜି ତାଙ୍କ ପାଇଁ ଭାରତର ୧୦୦ କୋଟି ନାଗରିକ କୋଭିଡ ଟୀକା ଗ୍ରହଣ କରି ଏକ ଇତିହାସ ସୃଷ୍ଟି କରିଛନ୍ତି । ସମଗ୍ର ଦେଶରେ…
Read More...

ପୋଡ଼ାପାଲିରେ ମା’ ଗଜଲକ୍ଷ୍ମୀଙ୍କ ପୂଜା

ନୂଆପଡା, (ନିରାକାର ମେହେର) : ନୂଆପଡା ଜିଲ୍ଲା ଖଡ଼ିଆଳ ବ୍ଲକ ପୋଡପାଲି ଗ୍ରାମରେ ଗତ ୧୯ରୁ ମା’ ଗଜଲକ୍ଷ୍ମୀଙ୍କ ପୂଜା ଆରମ୍ଭ ହୋଇଯାଇଛି । ଆଶ୍ୱିନ ପୂର୍ଣ୍ଣମୀ ତିଥିରେ ଅଧିବାସ କୁମ୍ଭ ସ୍ଥାପନ, ମଣ୍ଡଳ ପୂଜା, ନବଗ୍ରହ ପୂଜା ଇନ୍ଦ୍ରାଦି ଦଶଦିଗପାଳ ପୂଜା ସହିତ ମା’ ଲକ୍ଷ୍ମୀ, ମହାସରସ୍ବତୀ,…
Read More...

ମଦ କୋଠି ବନ୍ଦ କରିବା ପାଇଁ ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାମାନଙ୍କ ଦ୍ୱାରା ଆନ୍ଦୋଳନ

ନୂଆପଡା, (ନିରାକାର ମେହେର) : ନୂଆପଡା ଜିଲ୍ଲାରେ ଦିନକୁ ଦିନ ଅବାଧ ମଦ ବ୍ୟବସାୟ ବଢିବାରେ ଲାଗିଛି । ଏଥିରେ ଗରିବ ଖଟିଖିଆ ପରିବାର ନିଷ୍ପେସିତ ହେଉଥିବା ବେଳେ ମଦ ବ୍ୟବସାୟୀମାନେ ଲାଭବାନ ହେଉଛନ୍ତି ବୋଲି ଅଭିଯୋଗ ହେଉଛି । ଜିଲ୍ଲା ପୋଲିସ ଓ ଅବକାରୀ ବିଭାଗ ଏଠାରେ ନିରବ ଦ୍ରଷ୍ଟା…
Read More...

ମମିତା ହତ୍ୟା ଘଟଣା ଅଭିଯୁକ୍ତ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ, ମନ୍ତ୍ରୀଙ୍କ ଇସ୍ତଫା ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

ନୂଆପଡା, (ନିରାକାର ମେହେର) : କଳାହାଣ୍ଡି ଜିଲ୍ଲା ଅନ୍ତର୍ଗତ ମହାଲିଙ୍ଗ ସନସାଇନ୍ ପ୍ଲବିକ ସ୍କୁଲ ଅଧ୍ୟକ୍ଷା ମମିତା ମେହେରଙ୍କ ହତ୍ୟା ଘଟଣାରେ ରାଜ୍ୟ ସରକାର ସଂପୂର୍ଣ୍ଣ ଉଦାସୀନ । ଏହି ଘଟଣାରେ ସ୍କୁଲର ସଭାପତି ଗୋବିନ୍ଦ ସାହୁ ପୋଲିସ ହେପାଜତରୁ ଫେରାର ହେବା ଓ ପୁଣି ଗିରଫ ହେବା, ଗୃହ…
Read More...

କେନାଲ କଡରୁ ଯୁବକଙ୍କ ମୃତ ଦେହ ଉଦ୍ଧାର

ନୂଆପଡା, (ନିରାକାର ମେହେର) : ନୂଆପଡା ଜିଲ୍ଲା ଖଡ଼ିଆଳ ଥାନା ୩୫୩ ନମ୍ଵର ଜାତୀୟ ରାଜପଥ ଲିକନ କମ୍ପାନୀ ପଛ ତିଖାଲି ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ମୁଖ୍ୟ କେନାଲ କଡ଼ରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଥିବା ସୂଚନା ମିଳିଛି । ମୃତ ଯୁବକ ଜଣକ ଖଡ଼ିଆଳ ଥାନା ବରପଦର ଗ୍ରାମର ଅଶ୍ୱନୀ…
Read More...

ମମିତା ମେହେର ପ୍ରତି ଅମାନୁଷିକ ଘଟଣାରେ ମନ୍ତ୍ରୀଙ୍କ ବହିଷ୍କାର ଏବଂ ମୁଖ୍ୟ ଅଭିଯୁକ୍ତଙ୍କୁ ଫାଶୀ ଦାବୀ କଲା ଦଳିତ…

ନୂଆପଡା, (ନିରାକାର ମେହେର) : ମମିତା ମେହେର ହତ୍ୟାକାଣ୍ଡରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଲିଙ୍କ୍ ଥିବା ନେଇ ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଦାବୀ ସହ ମମିତାଙ୍କୁ ନ୍ୟାୟ ପ୍ରଦାନ ଦାବୀରେ ଦଳିତ ଅଧିକାର ମଞ୍ଚ ପକ୍ଷରୁ ଆନ୍ଦୋଳନ କରିବା ସହ ଘଟଣାର ସିବିଆଇ ତଦନ୍ତ ଏବଂ ତୁରନ୍ତ…
Read More...

ବିଜେପି ଅନୁସୂଚିତ ଜାତିର କାର୍ଯ୍ୟକାରିଣୀ ବୈଠକ : ଯୋଗ ଦେଲେ କଲହାଣ୍ଡି ସାଂସଦ

ନୂଆପଡା, (ନିରାକାର ମେହେର) : ନୂଆପଡା ଜିଲ୍ଲା ଖଡ଼ିଆଳ ସ୍ଥିତ ଶ୍ରୀଜୀ ମଣ୍ଡପଠାରେ ଆଜି ଭାଜପାର ଅନୁସୂଚୀତ ଜାତି କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମୁଖ୍ୟ ଅତିଥି ରୂପେ ରାଜ୍ୟ ସଭାପତି ରୂପେ ଡ଼ଃ. ବିଭୁ ପ୍ରଶାଦ ତରାଇ ଯୋଗ ଦେଇ ଦଳୀୟ ସଂଗଠନ ମଜଭୁତ ସହ ତୃଣମୂଳ ସ୍ତରରେ…
Read More...