Browsing Tag

nuapada news

ନୂଆପଡା ଜିଲ୍ଲା ଛାତ୍ର କଂଗ୍ରେସ ପକ୍ଷରୁ କାର୍ଯ୍ୟକାରିଣୀ ବୈଠକ

ନୂଆପଡା, (ନିରାକାର ମେହେର) : ନୂଆପଡା ଜିଲ୍ଲା ଛାତ୍ର କଂଗ୍ରେସ ପକ୍ଷରୁ ପ୍ରଥମ କାର୍ଯ୍ୟକାରିଣୀ ବୈଠକ ଖଡ଼ିଆଳ ସ୍ଥିତ କଂଗ୍ରେସ ଭବନଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଖଡ଼ିଆଳ ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଦଳୀୟ ସଂଗଠନକୁ ମଜବୁତ କରିବା ପାଇଁ…
Read More...

ଓବିସି ମଞ୍ଚ ପକ୍ଷରୁ ୧୨ ଘଣ୍ଟିଆ ନୂଆପଡ଼ା ଜିଲ୍ଲା ବନ୍ଦ

ନୂଆପଡ଼ା, (ନିରାକାର ମେହେର) : ନୂଆପଡ଼ା ଜିଲ୍ଲାରେ ଆଗାମୀ ପଞ୍ଚାୟତ ନିର୍ବାଚନରେ ପଛୁଆ ବର୍ଗକୁ ସଂରକ୍ଷଣରେ ଅବହେଳା ଅଭିଯୋଗରେ ଜିଲ୍ଲା ବ୍ୟାପି ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି । ସୋବାର ଦିନ ସକାଳୁ ୬ଟାରୁ ସନ୍ଧ୍ୟା ୬ଟା ଯାଏଁ ୧୨ ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ରହିଥବା ଜଣାପଡିଛି । ସୂଚନା…
Read More...

ବିଜୟା ଦଶମୀରେ ଦେବୀ ମା’ଙ୍କ ନଗର ପରାକ୍ରମା ଖପର ଚୁପା ଯାତ୍ରା

ନୂଆପଡା, (ନିରାକାର ମେହେର) : ନୂଆପଡା ଜିଲ୍ଲା ଖଡ଼ିଆଳ ଅଧିଷ୍ଠାତ୍ରୀ ଦେବୀ ମା’ ପାଟଣେଶ୍ୱରୀଙ୍କ ପ୍ରସିଦ୍ଧ ତଥା ଐତିହାସିକ ଖପରଚୁପା ଯାତ୍ରା ଶାନ୍ତି ଶୃଙ୍ଖଳାରେ ସମ୍ପନ୍ନ ହୋଇଯାଇଛି । କୋଭିଡ଼ କଟକଣା ମଧ୍ୟରେ ସୀମିତ ସଂଖ୍ୟକ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଭକ୍ତିମୟ ପରିବେଶରେ ମା’ଙ୍କର ଏହି…
Read More...

ବିଜୟାଦଶମୀ ଉପଲକ୍ଷେ ବିଶ୍ଵ ହିନ୍ଦୁ ପରିଷଦ ପକ୍ଷରୁ ଅସ୍ତ୍ରଶସ୍ତ୍ର ପୂଜନ

ନୂଆପଡା, (ନିରାକାର ମେହେର) : ବିଜୟାଦଶମୀ ଉପଲକ୍ଷେ ଗତକାଲି ବିଶ୍ଵ ହିନ୍ଦୁ ପରିଷଦ ପକ୍ଷରୁ ଅସ୍ତ୍ରଶସ୍ତ୍ର ପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଜୟାଦଶମୀ ଭାରତୀୟ ସଂସ୍କୃତିର ସର୍ବଦା ବୀର ପୂଜକ ତଥା ଶକ୍ତି ଉପାସକ ଅଟେ । ଶକ୍ତି ବିନା ବିଜୟ ସମ୍ଭବ ନୁହେଁ । ଏଥିପାଇଁ ଭାରତୀୟ ବା…
Read More...

ଛୁଆରୀ ମାତାଙ୍କ ଭୋଗ ଖାଉଛି ଜଙ୍ଗଲି ଭାଲୁ

ନୂଆପଡା, (ନିରାକାର ମେହେର) : ନୂଆପଡା ଜିଲ୍ଲା ସଦର ବ୍ଲକ ସାଲିହା ସଂରକ୍ଷିତ ଜଙ୍ଗଲର ଜନ୍ମଦାତ୍ରୀ ଆଦିଶକ୍ତି ଛୁଆରୀ ମାତା ମନ୍ଦିରରେ ନବରାତ୍ରି ଅବସରରେ ନବମୀ ପୂଜା ଚାଲିଥିଲା । ଏହି ସମୟରେ ଜଙ୍ଗଲି ଭାଲୁ ମନ୍ଦିରକୁ ଆସି ମା'ଙ୍କ ଦର୍ଶନ କରି ଭକ୍ତଙ୍କ ହାତରୁ ନଡିଆ ଭୋଗ ଖାଇ ଫେରି…
Read More...

ଜାମଗାଁରେ ମା’ ଚୋଟୀବୁଢ଼ୀଙ୍କ ଅଗ୍ନି ଓ ଛତର ଯାତ୍ରା

ନୂଆପଡ଼ା, (ନିରାକାର ମେହେର) : ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ଜାମଗାଁଠାରେ ଇଷ୍ଟଦେବୀ ମା’ ଚୋଟୀବୁଢ଼ୀଙ୍କ ଅଗ୍ନିଯାତ୍ରା ସମ୍ପନ ହୋଇଯାଇଛି । ମା'ଙ୍କର ଅଲୌକିକ ଲୀଳା ଓ ଅଗ୍ନିଯାତ୍ରା ଦର୍ଶନ କରିବା ପାଇଁ ବିଭିନ୍ନ ଗ୍ରାମରୁ ହଜାର ହଜାର ଶ୍ରଦ୍ଧାଳୁମାନଙ୍କର ସମୋରୋହ ହୋଇଥିଲା…
Read More...

ଅବ୍ୟବସ୍ଥା ଘେରରେ ସିନାପାଲି ଅବକାରୀ କାର୍ଯ୍ୟାଳୟ : ୩୫ ବର୍ଷ ହେବ ଭଡାଘରେ ଚାଲିଛି

ନୂଆପଡା, (ନିରାକାର ମେହେର) : ନୂଆପଡା ଜିଲ୍ଲା ସିନାପାଲି ଅବକାରୀ କାର୍ଯ୍ୟାଳୟ ନାନା ଅବ୍ୟବସ୍ଥା ଦେଇ ଗତି କରୁଛି । ନିଜସ୍ଵ କୋଠା ନ ଥିବାରୁ ଦୀର୍ଘ ୩୫ ବର୍ଷ ହେବ ଭଡ଼ାରେ ଚାଲିଛି । ପ୍ରଶାସନିକ ଅଧିକାରୀମାନଙ୍କ ଅବହେଳା ଓ ରାଜନୈତିକ ଜନପ୍ରତିନିଧିଙ୍କ ଇଚ୍ଛା ଶକ୍ତିର ଅଭାବ ଯୋଗୁଁ…
Read More...

ସିନାପାଲି ଗାୟତ୍ରୀ ଶକ୍ତିପୀଠରେ ନବରାତ୍ର ଉଦ୍‌ଯାପିତ

ନୂଆପଡା, (ନିରାକାର ମେହେର) : ନୂଆପଡା ଜିଲ୍ଲା ସିନାପାଲି ଗାୟତ୍ରୀ ଶକ୍ତିପୀଠଠାରେ ଗତ ୬ ତାରିଖ ଦିନ ସଂକଳ୍ପ ନେଇଥିବା ବେଳେ ୭ ତାରିଖଠାରୁ ଆରମ୍ଭ ହୋଇଥିବା ଆଶ୍ୱିନ ନବରାତ୍ର କାର୍ଯ୍ୟକ୍ରମ ଆଜି ପୂର୍ଣ୍ଣାହୁତି ମହାସମାରୋହରେ ଉଦ୍‌ଯାପିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଅଞ୍ଚଳର ଅନେକ…
Read More...

ଖଡ଼ିଆଳ ରାଜପ୍ରସାଦ ପାଟଖଣ୍ଡାଙ୍କ ଖଣ୍ଡା ଧୁଆଯାତ୍ରା

ନୂଆପଡ଼ା, (ନିରାକାର ମେହେର) : ନୂଆପଡ଼ା ଜିଲ୍ଲା ଖଡ଼ିଆଳ ରାଜ ପ୍ରସାଦରେ ପଟଖଣ୍ଡା ପୂଜା ପାଉଥିବା ବେଳେ ପବିତ୍ର ଦଶହରା ପର୍ବରେ ପଟଖଣ୍ଡାଙ୍କ ଖଣ୍ଡା ଧୁଆଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଆଶ୍ଵିନ ମାସ ପବିତ୍ର ସପ୍ତମୀ ତିଥିରେ ପଟଖଣ୍ଡାଭେଟ ପଲିଙ୍କିରେ ବିଜେ କରି ସେବାୟତମାନଙ୍କ ଦ୍ଵାରା…
Read More...

ଓବିସି ମଞ୍ଚ ପକ୍ଷରୁ ଜିଲ୍ଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ ଓ ଦାବୀପତ୍ର ପ୍ରଦାନ

ନୂଆପଡା, (ନିରାକାର ମେହେର) : ପଛୁଆ ବର୍ଗ (ଓବିସି)ପ୍ରସଙ୍ଗରେ ରାଜ୍ୟର କ୍ଷମତାସୀନ ବିଜେଡି ସରକାର ନିଜର ରାଜନୈତିକ ଫାଇଦା ହାସଲ ପାଇଁ ପଛୁଆ ବର୍ଗଙ୍କୁ ଉପେକ୍ଷା କରାଯାଉଛି । ଏନେଇ ଜିଲ୍ଲାର ପଛୁଆ ବର୍ଗଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି । ସୋମବାର ନୂଆପଡା ଜିଲ୍ଲା ପଛୁଆ ବର୍ଗର…
Read More...