Browsing Tag

nuapada news

ନୂଆପଡ଼ା ଜିଲ୍ଲା ସିନାପାଲି ନିବାସୀ ଭାଷାବିତ୍ ସୁସାହିତ୍ୟିକ ମହେନ୍ଦ୍ର କୁମାର ମିଶ୍ର ପାଇବେ ପଦ୍ମଶ୍ରୀ ସମ୍ମାନ ୨୦୨୬

ନୂଆପଡ଼ା, (କେପିଏନ୍‌ଏସ୍‌) : ନୂଆପଡ଼ା ଜିଲ୍ଲା ସିନାପାଲି ନିବାସୀ ଭାଷାବିତ, ସୁସାହିତ୍ୟିକ ମହେନ୍ଦ୍ର କୁମାର ମିଶ୍ର ପାଇବେ ସମ୍ମାନଜନକ ପଦ୍ମଶ୍ରୀ ସମ୍ମାନ- ୨୦୨୬ । ଚଳିତ ବର୍ଷ ସାହିତ୍ୟ ଓ ଶିକ୍ଷାକ୍ଷେତ୍ରରେ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହେବା ପାଇଁ ତାଙ୍କ ନାମ ମନୋନୀତ ହୋଇଛି ।
Read More...

ସାମୂହିକ ‘ବନ୍ଦେ ମାତରମ୍’ ଗାନ କାର୍ଯ୍ୟକ୍ରମ ଅନୁଷ୍ଠିତ

ନୂଆପଡ଼ା, (କେପିଏନ୍‌ଏସ୍‌) : ନୂଆପଡ଼ା ଜିଲ୍ଲା ଅନ୍ତର୍ଗତ ଖରିଆର ରୋଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ କୁତୃମୁଡ଼ା ୱାର୍ଡରେ ପୌର ପ୍ରଶାସନ ସହଯୋଗରେ ସାମୂହିକ ‘ବନ୍ଦେ ମାତରମ୍’ ଗାନ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଏନଏସି ନିର୍ବାହୀ ଅଧିକାରୀ କମଲାସନ ରଥଙ୍କ ଅଧ୍ୟକ୍ଷତାରେ ଆୟୋଜିତ
Read More...

ମହୁଲପଡା ସେବାଶ୍ରମ ବିଦ୍ୟାଳୟରେ ବାର୍ଷିକ କ୍ରୀଡ଼ା ଉଦଘାଟିତ

ନୂଆପଡା, (କେପିଏନ୍‌ଏସ୍‌) : ନୂଆପଡା ଜିଲ୍ଲା ବୋଡ଼େନ ବ୍ଲକ ଅନ୍ତର୍ଗତ ମହୁଲପଡା ସେବାଶ୍ରମ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ କମଳ ସିଂ ମାଝୀଙ୍କ ନେତୃତ୍ୱରେ ବାର୍ଷିକ କ୍ରୀଡ଼ା ଉତ୍ସବ ଉଦଘାଟିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ବାବେବୀର ସିଆରସିସି ମଧୁସୂଦନ ମାଝୀ ପତାକା ଉତ୍ତୋଳନ
Read More...

ନୂଆପଡ଼ା ପୋଲିସ ପକ୍ଷରୁ ସଡ଼କ ସୁରକ୍ଷା ସଚେତନତା ଶୋଭାଯାତ୍ରା

ନୂଆପଡ଼ା, (କେପିଏନ୍‌ଏସ୍‌) : ସଡ଼କ ଦୁର୍ଘଟଣା ରୋକିବା ଓ ଜନସାଧାରଣଙ୍କୁ ଟ୍ରାଫିକ ନିୟମ ବିଷୟରେ ଅବଗତ କରାଇବା ପାଇଁ ନୂଆପଡ଼ା ପୋଲିସ ପକ୍ଷରୁ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । "ସଡ଼କ ସୁରକ୍ଷା - ଜୀବନ ରକ୍ଷା" ଏବଂ "ଦ୍ରୁତ ଗତି - ମହା ବିପତ୍ତି" ଭଳି ସ୍ଲୋଗାନ ଦେଇ
Read More...

ଦାଦନ ଶ୍ରମିକଙ୍କୁ ଟ୍ରେନରୁ ଉଠାଇ ନେଇ ଦେହରେ ତେଲ ଢାଳି ଜାଳି ଦେଇଥିବା ଅଭିଯୋଗ

ନୂଆପଡ଼ା, (କେପିଏନ୍‌ଏସ୍‌) : ନୂଆପଡ଼ା ଜିଲ୍ଲା ଖଡ଼ିଆଳ ଥାନା ଖଲିଆଭଟା ଗାଁର ବିଦ୍ୟାଧର ମାଝୀ ହାଇଦ୍ରାବାଦକୁ ଦାଦନ ଖଟିବାକୁ ଯାଇଥିଲେ । ସେଠାରେ ଏକ ଇଟାଭାଟିରେ କାମ କରୁଥିଲେ । କିନ୍ତୁ ସେଠାରେ ବିଦ୍ୟାଧରଙ୍କୁ ଅତ୍ୟଧିକ ପରିଶ୍ରମ ଓ ଖଟଣୀ ସହିବାକୁ ପଡୁଥିବାରୁ ସେ ନିଜ ଗାଁକୁ ଟ୍ରେନ
Read More...

ନୂଆପଡ଼ାରେ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଘୋଷିତ ବିକାଶ କାର୍ଯ୍ୟର ସମୀକ୍ଷା କଲେ ଉନ୍ନୟନ କମିଶନର ଦେଓରଂଜନ କୁମାର ସିଂ

ନୂଆପଡା, (ସନ୍ତୋଷ ପଟ୍ଟନାୟକ) : ନୂଆପଡା ଜିଲ୍ଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଘୋଷିତ ବିକାଶ କାର୍ଯ୍ୟ ସବୁର ସମୀକ୍ଷା କରିବା ପାଇଁ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଂଜନ କୁମାର ସିଂ ନୂଆପଡା ଜିଲ୍ଲା ଗସ୍ତ କରିଥିଲେ । ସ୍ଥାନୀୟ ଗୋତମା
Read More...

ଚାଉଳ ଚୋରି ଅଭିଯୋଗ : ଖଡ଼ିଆଳ ଥାନାରେ ମାମଲା ରୁଜୁ, ୩ ଅଭିଯୁକ୍ତ ଗିରଫ

ନୂଆପଡ଼ା, (କେପିଏନ୍‌ଏସ୍‌) : ନୂଆପଡ଼ା ଜିଲ୍ଲା ଖଡ଼ିଆଳ ଥାନାରେ ଏକ ଚାଉଳ ଚୋରି ମାମଲା ରୁଜୁ ହୋଇଥିବା ଜଣାପଡ଼ିଛି । ରାୟପୁର ନିବାସୀ ଗୋବିନ୍ଦ ପ୍ରସାଦ ଜିନ୍ଦଲଙ୍କ ଟ୍ରାନ୍ସପୋର୍ଟ ସଂସ୍ଥାର ଏକ ଟ୍ରକରୁ ଚାଉଳ ଚୋରି ହୋଇଥିବା ନେଇ ଅଭିଯୋଗ ଆସିଥିଲା । ୩୦ ଡିସେମ୍ବରରେ ଟ୍ରକ ନମ୍ବର ସିଜି
Read More...

ଚାରି ଦିବସୀୟ ରାଷ୍ଟ୍ରୀୟ ଶୌର୍ଯ୍ୟ ସମୃଦ୍ଧି ଗାୟତ୍ରୀ ମହାଯଜ୍ଞ ଗଣ୍ତାବାହାଲି

ନୂଆପଡା, (କେପିଏନ୍‌ଏସ୍‌) : ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ଗଣ୍ତାବାହାଲି ଠାରେ ରାଷ୍ଟ୍ରୀୟ ଶୌର୍ଯ୍ୟ ସଂବୃଦ୍ଧି ୨୪ କୁଣ୍ତୀୟ ଗାୟତ୍ରୀ ମହାଯଜ୍ଞ ଅନୁଷ୍ଠିତ ହୋଇଅଛି । ସମାଜ ସଂସ୍କାର, ନାରୀ ସଶକ୍ତିକରଣ, ମାତୃଶକ୍ତିର ବିକାଶ, ନିଶା ନିବାରଣ, ଶିକ୍ଷିତ ସମାଜ ଗଠନ
Read More...

୨୪ କୁଣ୍ଡୀୟ ରାଷ୍ଟ୍ର ଶୌର୍ଯ୍ୟ ସମୃଦ୍ଧି ଗାୟତ୍ରୀ ମହାଯଜ୍ଞ ଉପଲକ୍ଷେ ବିଶାଳ କଳସ ଶୋଭାଯାତ୍ରା

ନୂଆପଡା, (କେପିଏନ୍‌ଏସ୍‌) : ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ଗଣ୍ତାବାହାଲି ଠାରେ ରାଷ୍ଟ୍ରୀୟ ଶୌର୍ଯ୍ୟ ସମୃଦ୍ଧି ୨୪ କୁଣ୍ତୀୟ ଗାୟତ୍ରୀ ମହାଯଜ୍ଞ ଉପଲକ୍ଷେ ଏକ ବିଶାଳ କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ୧୦୦୦ରୁ ଅଧିକ ମହିଳା କଳସ
Read More...

ବନଖଣ୍ଡ ପକ୍ଷରୁ କଲରାପତରିଆ ବାଘ ଛାଲ ଓ ଦୁଇଟି ସମ୍ବର ଶିଙ୍ଘ ଜବତ

ନୂଆପଡ଼ା, (କେପିଏନ୍‌ଏସ୍‌) : ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବନଖଣ୍ଡ ପକ୍ଷରୁ କଲରାପତରିଆ (ଚିତା) ବାଘ ଛାଲ ଓ ଦୁଇଟି ସମ୍ବର ଶିଙ୍ଘ ଜବତ ମାମଲାରେ ଛଅଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ବନ ବିଭାଗ । ଗୁରୁବାର ନୂଆପଡ଼ା ରେଞ୍ଜ ଅନ୍ତର୍ଗତ ପତାଳଘୁଟକୁରି ଗ୍ରାମର ମହେଶ ସାହୁ (୬୨)
Read More...