Browsing Tag

odisha news

ବଲାଙ୍ଗିରରେ ସମ୍ପତ୍ତି ଲୋଭରେ ଭାଇକୁ ମାରିଲା ଭାଇ : ଘଟଣାର ପର୍ଦ୍ଦାଫାସ କରି ବଲାଙ୍ଗିର ପୋଲିସ କରିଛି ବଡ଼ ପ୍ରେସମିଟ

ବଲାଙ୍ଗିରରେ ସମ୍ପତ୍ତି ଲୋଭରେ ଭାଇକୁ ମାରିଲା ଭାଇ । ଆଉ ଘଟଣାର ପର୍ଦ୍ଦାଫାସ କରି ବଲାଙ୍ଗିର ପୋଲିସ କରିଛି ବଡ଼ ପ୍ରେସମିଟ। ପ୍ରେସମିଟରେ ଖୋଦ୍ ବଲାଙ୍ଗିର ଏସପି ଯୋଗ ଦେଇ ବଡ଼ ସୂଚନା ଦେଇଛନ୍ତି ଆଉ ତୁଷୁରା ତେଲ ନଦୀ ବ୍ରିଜ ତଳୁ ଗତ ଜାନୁଆରୀ ୨ ତାରିଖରେ ମୃତଦେହ ଉଦ୍ଧାର କରାଯାଇଥିବା…
Read More...

ବିଙ୍ଗ୍‌ ଷ୍ଟ୍ରଙ୍ଗ୍‌ ଜିମ୍‌ରେ ବିଶ୍ଵକର୍ମା ପୂଜା ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହରର ବିକ୍ରମ ଛକ ଠରେ ଥିବା ବିଙ୍ଗ୍‌ ଷ୍ଟ୍ରଙ୍ଗ୍‌ ଜିମ୍‌ରେ ବିଶ୍ଵକର୍ମା ପୂଜା ପାଳିତ ହୋଇଯାଇଛି । ବିଙ୍ଗ୍‌ ଷ୍ଟ୍ରଙ୍ଗ୍‌ ଜିମ୍‌ରେ ସମ୍ପୂର୍ଣ୍ଣ ରୀତିନୀତିରେ ବାବାଙ୍କ ପୂଜା ବଡ଼ ଧୁମ୍‌ଧାମ୍‌ରେ ପାଳିତ ହୋଇଯାଇଛି । ଏଥିରେ ଜିମ୍‌ର ଶୁଭମ୍‌…
Read More...