ପଦ୍ମପୁରରେ ଟ୍ରାଫିକ୍ ସମସ୍ୟାର ସମାଧାନ ପାଇଁ ପୋଲିସ ଓ ଓକିଲ ସଂଘର ଆଲୋଚନା : ବସ୍ ଚଳାଚଳ ନେଇ ବଡ଼ ନିଷ୍ପତ୍ତି
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସହରରେ ବଢ଼ୁଥିବା ଟ୍ରାଫିକ୍ ସମସ୍ୟାକୁ ନେଇ ତତ୍ପର ହୋଇଛି ପୋଲିସ ପ୍ରଶାସନ । ଅଷ୍ଟମ ଶ୍ରେଣୀର ଛାତ୍ର କମଳ ତାରିଆଙ୍କ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ପରେ ଟ୍ରାଫିକ୍ ନିୟନ୍ତ୍ରଣ ଓ ଜନସାଧାରଣଙ୍କ ସୁରକ୍ଷାକୁ ନେଇ ଚିନ୍ତା ବଢ଼ିଛି । ଏହି!-->…
Read More...
Read More...