ପଞ୍ଚମ ପଦ୍ମପୁର ଲୋକ ମହୋତ୍ସବ ସାଂସ୍କୃତିକ ଶୋଭାଯାତ୍ରା ସହ ଶୁଭାରମ୍ଭ
ବୀରବାଦ୍ୟ ଘୁମରା, ବାଘନାଚ, ସମର କଳା ଓ ସାନ୍ତାଳୀ ନୃତ୍ୟ ପାଲଟିଲା ବିଶେଷ ଆକର୍ଷଣ
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସ୍ଥାନୀୟ ଟାଉନ୍ କ୍ଲବ ଦ୍ୱାରା ଆୟୋଜିତ ହେଉଥିବା ଲୋକ ମହୋତ୍ସବ ମଞ୍ଚରେ ପାଞ୍ଚ ଦିନ ଧରି ସାଂସ୍କୃତିକ କାର୍ଯ୍ୟକ୍ରମ ପର୍ବ ଆୟୋଜିତ ହେଉଥିବା ବେଳେ!-->!-->!-->…
Read More...
Read More...