Browsing Tag

padampur news

ପଦ୍ମପୁର ଓକିଲ ସଂଘ ତରଫରୁ ବୃକ୍ଷରୋପଣ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଓକିଲ ସଂଘ ତରଫରୁ ଶନିବାର ଦିନ ଦେବଦର୍ହା ଶୈବପୀଠ ନିକଟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ସଭାପତି ଆନନ୍ଦ କୁମାର ପଣ୍ଡାଙ୍କ ନେତୃତ୍ୱରେ ମୁଖ୍ୟ ଅତିଥି ବୟୋଜ୍ୟେଷ୍ଠ ଗୌନ୍ତିଆ କୁମାର ସାହୁ ଓ ସଂଘର ସଭ୍ୟ…
Read More...

ପଦ୍ମପୁର ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଉଦଯାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ସଂକୁଳର ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଆଜି ଅନୁଷ୍ଠିତ ହୋଇଯାଇଛି । ଉଦଘାଟନୀ ସମାରୋହରେ ମୁଖ୍ୟ ଅତିଥି ଭାବରେ ପଦ୍ମପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ସରୋଜିନୀ ପ୍ରସନ୍ନ କୁଲୁ ଯୋଗ ଦେଇ ଶିଶୁମାନଙ୍କ…
Read More...

ଦିବଙ୍ଗତ ଜନନେତା ସ୍ୱର୍ଗତ ସୁଶାନ୍ତ ସିଂହଙ୍କ ସ୍ମୃତିରେ ୪୧୭ ୟୁନିଟ୍ ରକ୍ତ ସଂଗ୍ରହ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ସୋହେଲା ବ୍ଲକ ଅନ୍ତର୍ଗତ ହଲଦୀପାଲି ଠାରେ ଦିବଙ୍ଗତ ଜନନେତା ସ୍ୱର୍ଗତ ସୁଶାନ୍ତ ସିଂହଙ୍କ ପବିତ୍ର ସ୍ମୃତିରେ ଆୟୋଜିତ ବିଶାଳ ସ୍ୱେଚ୍ଛାକୃତ ରକ୍ତଦାନ ଶିବିରରେ ମୋଟ ୪୧୭ ୟୁନିଟ୍ ରକ୍ତ ସଂଗ୍ରହ ହୋଇଥିଲା । ଶିବିରରେ…
Read More...

ବିନ୍ଧ୍ୟବାସିନୀ ସ୍ନାତକ ମହାବିଦ୍ୟାଳୟରେ କ୍ୟାରିୟର କାଉନସେଲିଂ ପ୍ରୋଗ୍ରାମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବିନ୍ଧ୍ୟବାସିନୀ ସ୍ନାତକ ମହାବିଦ୍ୟାଳୟରେ କ୍ୟାରିୟର କାଉନସେଲିଂ ପ୍ରୋଗାମ ଅନୁଷ୍ଠିତ ହୋଇଥିଲା । ଅଧ୍ୟକ୍ଷ ଲୋହିତ କୁମାର ବାରିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ପ୍ରୋଗ୍ରାମରେ ଛାତ୍ରମାନଙ୍କ ଜୀବନରେ ତଥା ସାଂପ୍ରତିକ ଯୁଗରେ…
Read More...

ପଦ୍ମପୁର ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ୬୦ତମ ପ୍ରତିଷ୍ଠା ଦିବସ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ୬୦ତମ ପ୍ରତିଷ୍ଠା ଦିବସ ମଙ୍ଗଳବାର ଦିନ ଅତ୍ୟନ୍ତ ଆଡ଼ମ୍ବରପୂର୍ଣ୍ଣ ଓ ଉତ୍ସାହପୂର୍ଣ୍ଣ ପରିବେଶରେ ପାଳିତ ହୋଇଯାଇଛି । ଏହି ଅବସରରେ ନାରୀ ଶିକ୍ଷା ପାଇଁ ନଗର ପରିକ୍ରମା କରାଯାଇଥିଲା । ଉକ୍ତ…
Read More...

ଶିକ୍ଷକଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ମୁଣ୍ଢେଲା ପ୍ରାଥମିକ ବିଦ୍ୟାଳୟରେ ଅବସରପ୍ରାପ୍ତ ଶିକ୍ଷକ ଡୋଲାମଣି ମାହାରଙ୍କ ସଭାପତିତ୍ୱରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ଏଥିରେ ଶିକ୍ଷକ ନିମାଇଁ ଚରଣ ସ୍ୱାଇଁଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା…
Read More...

ଅଞ୍ଚଳ ମହାବିଦ୍ୟାଳୟରେ ସମର ଶିକ୍ଷାର୍ଥୀ ବାହିନୀର ଚୟନ ପ୍ରକ୍ରିୟା ଆରମ୍ଭ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟ ପରିସରରେ ଅଧ୍ୟକ୍ଷ ଡ. ଦିଗାମ୍ବର ଚାନ୍ଦଙ୍କ ଅନୁମତି କ୍ରମେ ଏନ୍.ସି.ସି. ଅଧିକାରୀ କ୍ୟାପଟେନ୍ ଜୟ କୁମାର ଭୁଏଙ୍କ ତତ୍ୱାବଧାନରେ ଚଳିତ ଶିକ୍ଷାବର୍ଷର ବରିଷ୍ଠ ବାଳକ ବିଭାଗର ସମର ଶିକ୍ଷାର୍ଥୀ ବାହିନୀର ଚୟନ ପ୍ରକ୍ରିୟା…
Read More...

ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ନବ ସୃଜନ ଓ ନୂତନ ଉଦ୍ୟମ ପ୍ରତିଯୋଗିତା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟର ନୂତନ ସମ୍ମେଳନ କକ୍ଷରେ ଅଧ୍ୟକ୍ଷ ଡ. ଦିଗାମ୍ବର ଚାନ୍ଦଙ୍କ ସଭାପତିତ୍ୱ ଏବଂ ଡ. ସରୋଜ କୁମାର ନାଏକଙ୍କ ସୁଚାରୁ ପରିଚାଳନାରେ "ନବ ସୃଜନ ଓ ନୂତନ ଉଦ୍ୟମ" ପ୍ରତିଯୋଗିତା ଅତ୍ୟନ୍ତ ଆନନ୍ଦ ଉଲ୍ଲାସର ସହ ଅନୁଷ୍ଠିତ ହୋଇଯାଇଛି ।…
Read More...

ସମ୍ବଲପୁରୀ ଭାଷା ଓ ସଂସ୍କୃତିର ମହିମାରେ ଝଲସିଲା ଜେନିଥ୍ ପରିସର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡ଼ିଶାର ଭାଷା, ସାହିତ୍ୟ, ସଂସ୍କୃତି ଓ ପରମ୍ପରାକୁ ସମ୍ମାନ ଜଣାଇ ଜେନିଥ୍ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁସନ୍ ପକ୍ଷରୁ ସମ୍ବଲପୁରୀ ଦିନ ତିନି ପର୍ଯ୍ୟାୟରେ ଅତ୍ୟନ୍ତ ଆଡ଼ମ୍ବରପୂର୍ଣ୍ଣ ଭାବେ ପାଳନ କରାଯାଇଥିଲା । ଏହି ଉତ୍ସବ ଜେନିଥ୍ ଲିଓ, ଜେନିଥ୍…
Read More...

ନୃସିଂହନାଥ ପୀଠରେ ଦୁଇ ଦିନିଆ ଗନ୍ଧମାର୍ଦ୍ଦନ ବଚାଓ ସମ୍ମିଳନୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପବିତ୍ର ନୃସିଂହନାଥ ସ୍ଥିତ ଆଇଓସିଏଲ୍‌ ଯାତ୍ରୀ ନିବାସରେ ଦୁଇ ଦିନିଆ ଜାତୀୟ ସମ୍ମିଳନୀ ଗନ୍ଧମାର୍ଦ୍ଦନ ବଚାଓ କୋଶଲ ଗବେଷଣା ଓ ବିକାଶ ଅନୁଷ୍ଠାନ ତରଫରୁ ଆୟୋଜିତ ହୋଇଯାଇଛି । ପ୍ରଥମ ଦିନରେ ନୃସିଂହ ଭଗବାନ ଠାରେ ଦୀପ ପ୍ରଜ୍ୱଳନ କରି ସଭା ଆରମ୍ଭ ହୋଇଥିଲା…
Read More...