ପଦ୍ମପୁର ଟାଉନ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ପ୍ରତିଯୋଗିତା
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଟାଉନ ଉଚ୍ଚ ବିଦ୍ୟାଳୟର ବାର୍ଷିକ କ୍ରୀଡା ପ୍ରତିଯୋଗିତା ସ୍ଥାନୀୟ ରାଜବୋଡାସମ୍ବର ଉଚ୍ଚ ବିଦ୍ୟାଳୟ ଖେଳ ପଡିଆ ଠାରେ ମହା ସମାରୋହରେ ଆୟୋଜିତ ହୋଇଯାଇଛି । ଉଦ୍ଘାଟନୀ ଉତ୍ସବ ସ୍କୁଲର ପ୍ରଧାନ ଶିକ୍ଷକ ତରଣୀସେନ ସାହୁଙ୍କ ସଭାପତିତ୍ୱରେ ଆରମ୍ଭ!-->…
Read More...
Read More...