Browsing Tag

padampur news

ପୁରେନାରେ ସମ୍ବିଧାନ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସ୍ଥିତ ପୁରେନା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ପରିସରରେ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି । ପ୍ରଧାନଶିକ୍ଷକ ରେଣୁଧର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ପୂର୍ବତନ ଅବସର ପ୍ରାପ୍ତ ଶିକ୍ଷକ ଟିକେଲାଲ୍ ସାହୁ ମୁଖ୍ୟଅତିଥି ଭାବରେ ଯୋଗଦାନ
Read More...

ପାଇକମାଲ ବ୍ଲକ କାର୍ଯ୍ୟାଳୟରେ ମିଳିତ ଜନ ଶୁଣାଣି

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପାଇକମାଲ ବ୍ଲକ କାର୍ଯ୍ୟାଳୟରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବରଗଡ଼ ଜିଲ୍ଲାପାଳ ଆଦିତ୍ୟ ଗୋଏଲ, ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନା
Read More...

ପାଇକମାଲ ହାଇସ୍କୁଲରେ ମାନକ ଲିଖନ ପ୍ରତିଯୋଗିତା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ସରକାରୀ ଉଚ୍ଚ ବିଦ୍ୟାଳୟରେ ଭାରତ ସରକାରଙ୍କ ଖାଦ୍ୟ ଓ ଯୋଗାଣ ବିଭାଗ ତରଫରୁ ମାନକ ଲିଖନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ପାନୀୟ ଜଳ ପ୍ୟାକେଜ୍‌ ବିଷୟରେ ପ୍ରତିଯୋଗିତାରେ ୬୦ ଜଣ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିଲେ ।
Read More...

ଜିଲ୍ଲାସ୍ତରୀୟ ଜୁନିୟର ରେଡ୍‌କ୍ରସ୍‌ ଶିବିର ଉଦ୍‌ଘାଟିତ

ନିଃସ୍ଵାର୍ଥପର ସେବା ହିଁ ଈଶ୍ଵର ପ୍ରାପ୍ତିର ପ୍ରକୃଷ୍ଟ ମାଧ୍ୟମ ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ବିଜେପୁର ହାଇସ୍କୁଲରେ ଜିଲ୍ଲାସ୍ତରୀୟ ଜୁନିୟର ରେଡ୍‌କ୍ରସ୍‌ ଶିବିର ଉଦ୍‌ଘାଟିତ ହୋଇଯାଇଛି । ଜିଲ୍ଲା ପରିଷଦ ସଭ୍ୟ ସୁଶାନ୍ତ କୁମାର ଗଡତ୍ୟା ମୁଖ୍ୟ
Read More...

ପ୍ରଧାନ ଶିକ୍ଷକ ଦ୍ଵାଦଶ ପ୍ରଧାନଙ୍କୁ ଡକ୍ଟରେଟ୍ ଉପାଧି

ପଦ୍ମପୁର, (ନିରୋଜ କୁମାର ପାଣୀ) : ରାଜ୍ୟର ସର୍ବଶ୍ରେଷ୍ଠ ଉଚ୍ଚ ବିଦ୍ୟାଳୟ ଭାବେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରାପ୍ତ ପାଇକମାଲ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ତଥା ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରାପ୍ତ ଶ୍ରେଷ୍ଠ ପ୍ରଧାନ ଶିକ୍ଷକ ଦ୍ଵାଦଶ କୁମାର ପଧାନ ଗୋଆରେ ଗତ ୨୩
Read More...

ବ୍ଲକ ଶିକ୍ଷା କାର୍ଯ୍ୟାଳୟରେ ବରିଷ୍ଠ କିରାଣୀଙ୍କ ଯୋଗଦାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ରାଜବୋଡ଼ାସମ୍ବର ବ୍ଲକ ଶିକ୍ଷା କାର୍ଯ୍ୟାଳୟ ପଦ୍ମପୁରରେ ଦୀପକ ପଣ୍ଡା ଆଜି ଯୋଗଦାନ କରିଛନ୍ତି । ତାଙ୍କୁ ବ୍ଲକ ଶିକ୍ଷା ଅଧିକାରୀ ଲୋକନାଥ ଭୋଇ ଫୁଲ ତୋଡା ଦେଇ ସ୍ୱାଗତ କରିଥିଲେ । ଏହି ସ୍ୱାଗତ ସମାରୋହରେ ଏବିଇଓ ଶିବପ୍ରସାଦ ଯୋଶୀ, ଦିଲ୍ଲୀପ ଭୋଇ,
Read More...

ପ୍ରଥମ ପଦ୍ମପୁର ପ୍ରିମିୟର ଲିଗ ୨୦୨୪ ଶେଖ ଫାଇଟର୍ସ ବିଜୟୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ରାଜବୋଡାସମ୍ବର ଉଚ୍ଚ ବିଦ୍ୟାଳୟ ଖେଳ ପଡିଆ ଠାରେ ପ୍ରଥମ ପଦ୍ମପୁର ପ୍ରିମିୟର ଲିଗ୍‌ ୨୦୨୪ ମହାସମାରୋହରେ ସମାପ୍ତ ହୋଇଯାଇଛି । ଟାଉନ କ୍ଲବ ପଦ୍ମପୁର ତରଫରୁ ଆୟୋଜିତ ଏହି ଟୁର୍ଣ୍ଣାମେଣ୍ଟରେ ମୋଟ୍‌ ୮ଟି ଦଳ ଭିତରେ ଖେଳା ହେଉଥିଲା ଏହି ପ୍ରିମିୟର
Read More...

ଯୁବ ସାମ୍ବାଦିକ ମନୋଜ ଭୋଇଙ୍କ ମାତା ପରଲୋକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ମେଲଛାମୁଣ୍ତାର ସାମ୍ବାଦିକ ମନୋଜ କୁମାର ଭୋଇଙ୍କ ମାତା ବେଲମତୀ ଭୋଇ(୭୨)ଙ୍କ ପରଲୋକ ହୋଇଯାଇଛି । ସେ ଜଣେ ପରାକାରୀ, ଭାଗବତ ପ୍ରେମୀ, ନିଷ୍ଠାବାନ ମହିଳା ଭାବରେ ପରିଚିତ ଥିଲେ । ମୃତ୍ୟୁ ସମୟରେ ଦୁଇପୁତ୍ର ମନୋଜ କୁମାର ଭୋଇ, ଗୌରଚନ୍ଦ୍ର
Read More...

ଅଲୋଡା ଭୁଲିଆବନ୍ଦ ଲକ୍ଷ୍ମୀ ବସଷ୍ଟପ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ପଞ୍ଚାୟତ ସମିତି ଭେଙ୍ଗରାଜପୁର ପଞ୍ଚାୟତର ଭୁଲିଆବନ୍ଦ ଲକ୍ଷ୍ମୀ ବସଷ୍ଟପ ଅଲୋଡ଼ା ହୋଇପଡି ରହିଛି । ଏହି ଲକ୍ଷ୍ମୀ ବସଷ୍ଟପକୁ ଦେଖିଲେ ଯେ କେହିବି ଦ୍ୱନ୍ଦରେ ରହିଯିବ କାରଣ ବସଷ୍ଟପଟି ଭୁଲିଆବନ୍ଦ ଛକ ପାଖରୁ ୩୦୦ ମିଟର
Read More...

ନୃସିଂହନାଥ ଏସ୍‌ଏସ୍‌ଡି ହାଇସ୍କୁଲ ସର୍ଗିଫୁଲ କାର୍ଯ୍ୟକ୍ରମରେ ସଫଳତା

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ବରଡୋଲ ଆଶ୍ରମ ବିଦ୍ୟାଳୟରେ ସର୍ଗିଫୁଲ ବାର୍ଷିକ ସାଂସ୍କୃତିକ କାର୍ଯ୍ୟକ୍ରମରେ ୨୦୨୪ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବରଗଡ ଜିଲ୍ଲା ୮୬ଟି ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଯୋଗଦାନ କରିଥିଲେ । ସେଥି ମଧ୍ୟରୁ ନୃସିଂହନାଥ ଏସ୍‌ଏସ୍‌ଡି
Read More...