Browsing Tag

padampur news

ଅସହାୟ ବ୍ୟକ୍ତିଙ୍କୁ ଉଦ୍ଧାର କରି ମାନବିକତା ଦେଖାଇଲେ ବିନ୍ଧ୍ୟ ବାସିନୀ ସ୍ନାତକ ଛାତ୍ରଗଣ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବିନ୍ଧ୍ୟ ବାସିନୀ କଲେଜ ସମ୍ମୁଖରେ କଲେଜର ସ୍ନାତକ ଛାତ୍ରମାନେ ଏକ ଅସହାୟ ରୋଗୀ ବ୍ୟକ୍ତିଙ୍କୁ ଉଦ୍ଧାର କରି ପଦ୍ମପୁର ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଛନ୍ତି । ଏହି ଅସହାୟ ବ୍ୟକ୍ତି ଗତକାଲିରୁ ଆସି ଆଉ ଆଗକୁ ଯାଇ ପାରିନଥିଲେ ।…
Read More...

ମାଣ୍ଡୋସିଲ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରରେ ବାର୍ଷିକୋତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ମାଣ୍ଡୋସିଲ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରରେ ବୁଧବାର ୨୪ତମ ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି । ମାଣ୍ଡୋସିଲ ଶ୍ରୀଅରବିନ୍ଦ ପାଠଚକ୍ର ସଭାପତି ଗୋକୁଳାନନ୍ଦ ଦଣ୍ଡସେନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ପ୍ରଥମ…
Read More...

ଦହିଗାଁ କ୍ଲଷ୍ଟରସ୍ତରୀୟ ନିପୁଣ ମେଳା ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ରାଜବୋଡାସମ୍ବର ବ୍ଲକ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା ଦହିଗାଁ କ୍ଲଷ୍ଟରର ନିପୁଣ ମେଳା ବିରିପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ସରପଞ୍ଚ ବିଧିଭୂଷଣ ଚାନ୍ଦ, ସମ୍ମାନିତ ଅତିଥି ଅତିରିକ୍ତ ବ୍ଲକ ଶିକ୍ଷା…
Read More...

ବରଗଡ଼ ସାଂସଦଙ୍କୁ ସମ୍ବର୍ଦ୍ଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ମାଣ୍ଡୋସିଲ ଡିଗ୍ରୀ କଲେଜରେ ଅଧ୍ୟକ୍ଷ ବିନୟ ରଞ୍ଜନ ପଣ୍ଡାଙ୍କ ସଭାପତିତ୍ୱରେ ସାଂସଦ ପ୍ରଦୀପ ପୁରୋହିତଙ୍କୁ ଉତ୍ତରୀୟ ଓ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରାଯାଇଛି । ସମ୍ମାନିତ ଅତିଥି ଭାବରେ ଶ୍ରୀକାନ୍ତ ମିଶ୍ର, ସନ୍ତୋଷ…
Read More...

ସଂଗ୍ରାମୀ ନେତା ରାହାସ ବିହାରୀ ସାହୁଙ୍କ ପିତୃ ବିୟୋଗ

ଅଞ୍ଚଳରେ ଶୋକ ଛାୟା ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବ୍ଲକ ପଲସାପାଲି ଗ୍ରାମ ପଞ୍ଚାୟତ ସମାରପାଲି ଗ୍ରାମର ଜଣେ ଜଣାଶୁଣା ପରିଚିତ ବ୍ୟକ୍ତି ତଥା ଗନ୍ଧମାର୍ଦ୍ଦନ ସୁରକ୍ଷା ଯୁବ ପରିଷଦର ପୂର୍ବତନ ଆବାହକ ତଥା ସଂଗ୍ରାମୀ ନେତା ରାହାସ ବିହାରୀ ସାହୁଙ୍କ ପିତା ରାମଚନ୍ଦ୍ର…
Read More...

ହ୍ୟାଟ୍ରିକ ପଦକ ବିଜେତାଙ୍କୁ ସମ୍ବର୍ଦ୍ଧିତ କଲେ ସାଂସଦ ପ୍ରଦୀପ ପୁରୋହିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଚଳିତ ଜାନୁୟାରୀ ୨୦ରୁ ୨୪ ତାରିଖ ପର୍ଯ୍ୟନ୍ତ ଥାଇଲାଣ୍ଡ ଦେଶର ରାଜଧାନୀ ବ୍ୟାଙ୍କକକ୍ ଠାରେ ଆୟୋଜିତ ହୋଇଥିବା ପଞ୍ଚମ ଥାଇଲାଣ୍ଡ ଆନ୍ତର୍ଜାତିକ ମାଷ୍ଟର ଓପନ୍ ଗେମ୍‌ରେ ସନ୍ତୋଷ କୁମାର ପଧାନ ନିଜର ବ୍ୟକ୍ତିଗତ ଇଭେଣ୍ଟ ଶହେ ମିଟର ବାଧାଦୌଡ଼ରେ ସ୍ଵର୍ଣ୍ଣ,…
Read More...

ଗୋରୁ ବୋଝେଇ ଗାଡ଼ିକୁ ଜବତ କଲେ ବଜରଙ୍ଗ ଦଳ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ଥାନା ବରତୁଣ୍ଡା ଗୋରୁ ବଜାର ପଟରୁ ୪ ଗୋଟି ଗୋମାତା ମାନଙ୍କୁ ଅତି କ୍ରୁର ଭାବରେ ବୋଝେଇ କରି ଏକ ପିକ୍‌ଅପ୍‌ ଯୋଗେ ଚାଲାଣ ହେବାର ଯୋଜନାକୁ ଭଣ୍ଡ କଲେ ପାଇକମାଲର ବଜରଙ୍ଗ ସଦସ୍ୟମାନେ । ରାସ୍ତାରେ ପୂର୍ବରୁ ଜଗିଥିବା…
Read More...

ସାଂସଦଙ୍କ ପଦ୍ମପୁର ଉପକାରାଗାର ଓ ଚିକିତ୍ସାଳୟ ପରିଦର୍ଶନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ସାଂସଦ ପ୍ରଦୀପ ପୁରୋହିତ ପଦ୍ମପୁର ଉପଖଣ୍ତ ସ୍ତରୀୟ ଚିକିତ୍ସାଳୟ ଓ ଉପ କାରାଗାର ପରିଦର୍ଶନ କରିଥିଲେ । ଚିକିତ୍ସାଳୟରେ ରୋଗୀ ମାନଙ୍କୁ ବିସ୍କୁଟ ଓ ପାଉଁରୁଟି ପ୍ରଦାନ କରିବା ସହିତ ସେମାନଙ୍କ ଚିକିତ୍ସା ସଂର୍ପକରେ ପଚାରି ବୁଝିଥିଲେ । ତତ୍ ସଙ୍ଗେ…
Read More...

ପଦ୍ମପୁର ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ଏନ୍‌ଆର୍‌ଟିଏସ୍‌ ପରୀକ୍ଷାର ସଫଳତା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରର ନବମ ଶ୍ରେଣୀର ୫ଜଣ ଭାଇଭଉଣୀ ଗ୍ରାମାଞ୍ଚଳ ମେଧାବୃତ୍ତି (ଏନ୍‌ଆର୍‌ଟିଏସ୍‌) ପରୀକ୍ଷାରେ କୃତିତ୍ଵ ହାସଲ କରି ବରଗଡ଼ ଜିଲ୍ଲା ସ୍ତରରେ ତଥା ବିଜ୍ଞାପିତ ଅଞ୍ଚଞ୍ଚଳ ପରିଷଦ ପଦ୍ମପୁରରେ ସଫଳତା ହାସଲ କରି ବିଦ୍ୟାଳୟର…
Read More...

ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଶିବିରରେ ଜିଲ୍ଲାପାଳ ଆଦିତ୍ୟ ଗୋଏଲ୍ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ…
Read More...