Browsing Tag

padampur news

ରସମୁଣ୍ତାରେ ଅଖଣ୍ତ ଛପନ ପ୍ରହର ନାମଯଜ୍ଞ ଉଦ୍‌ଯାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଭେଙ୍ଗରାଜପୁର ପଞ୍ଚାୟତ ରସମୁଣ୍ତା ମାଁ ଲକ୍ଷ୍ମୀ ରାଇସ ମିଲ୍‌ ଦ୍ୱାରା ଆୟୋଜିତ ଅଖଣ୍ତ ପ୍ରହର ନାମଯଜ୍ଞ ଆଜି ରବିବାର ଦିନ ଉଦ୍‌ଯାପିତ ହୋଇଯାଇଛି । ଏହି ନାମଯଜ୍ଞ ୧୭ ତାରିଖରୁ ଆରମ୍ଭ ହୋଇ ୨୪ ତାରିଖ ଦୀର୍ଘ
Read More...

ବାଇକ ଦୁର୍ଘଟଣାରେ ଜଣେ ମୃତ : ଜଣେ ଗୁରୁତର

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପାଇକମାଲ ପଦ୍ମପୁର ରାସ୍ତା ଝାରମୁଣ୍ତା ଛକ ନିକଟରେ ରବିବାର ମଧ୍ୟାହ୍ନରେ ଏକ ବାଇକ୍‌ ଦୁର୍ଘଟଣାରେ ଜଣେ ମୃତ ଜଣେ ଗୁରୁତର ହୋଇଥିବାର ଜଣାପଡିଛି । ପାଇକମାଲ ଥାନା ମିଠାପାଲି ପଞ୍ଚାୟତ ବୁଟୁରଖମାର ଗ୍ରାମର ପୁନିତ ମୁନା (୨୨) ଓ ଅଭିନାସ ମୁନା
Read More...

ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ଅଭିଭାବକ ବୈଠକ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ଅଭିଭାବକ ମାନଙ୍କ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଶିକ୍ଷା ବିକାଶ ସମିତି, ବିହ୍ଵତ ପରିଷଦ ସଭାପତି ଡ. ବାଞ୍ଛାନିଧି ପଣ୍ଡା ଯୋଗଦେଇ ଦ୍ୱୀପ ପ୍ରଜ୍ୱଳନ ପୂର୍ବକ
Read More...

ବାଇକ୍ ଧକ୍କାରେ ସାଇକେଲ ଆରୋହୀ ମୃତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଥାନା ଗଡଭାଟି ଛକ୍ ନିକଟରେ ଏକ ବାଇକ୍ ଚାଲକ ସାଇକେଲ ଆରୋହୀଙ୍କ ଧକ୍କାକୁ ଦେବାରୁ ସାଇକେଲ ଆରୋହୀଙ୍କ ଜଣେ ମୃତ ଘଟିଛି । ମୃତ ବ୍ୟକ୍ତି ଜଣକ ହେଉଛନ୍ତି ପଦ୍ମପୁର ଉପଖଣ୍ଡ ବୁବୁଡା ଗ୍ରାମ ବାବନ ବିଶି (୫୦) ସେ ରାଜ ମିସ୍ତ୍ରୀ ଭାବରେ କାମ କରୁଥିଲେ
Read More...

ପ୍ରଥମ ପଦ୍ମପୁର ପ୍ରିମିୟର ଲିଗ୍‌ ଉଦ୍‌ଘାଟିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସ୍ଥାନୀୟ ରାଜବୋଡାସମ୍ବର ଉଚ୍ଚ ବିଦ୍ୟାଳୟ ଖେଳ ପଡିଆ ଠାରେ ପ୍ରଥମ ପଦ୍ମପୁର ପ୍ରିମିୟର ଲିଗ୍‌ ଉଦ୍‌ଘାଟିତ ହୋଇଯାଇଛି । ଟାଉନ କ୍ଲବ ପଦ୍ମପୁର ତରଫରୁ ଆୟୋଜିତ ଏହି ଟୁର୍ନାମେଣ୍ଟରେ ମୋଟ୍‌ ୮ ଗୋଟି ଦଳ ମଧ୍ୟରେ ଖେଳା ହେବ ଏବଂ ଏହି ପ୍ରିମିୟର
Read More...

ରାଜବୋଡ଼ାସମ୍ବର ବ୍ଲକ ଓଷ୍ଟାର ଶିଶୁ ମେଳା ପାଇଁ ପ୍ରସ୍ତୁତି ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଟାଉନ୍ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ରାଜ ବୋଡ଼ାସମ୍ବର ବ୍ଲକ ଓଷ୍ଟା ସଭାପତି ପ୍ରମୋଦ ନାଥଙ୍କ ସଭାପତିତ୍ୱରେ ଶିଶୁମେଳା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ସମ୍ପାଦକ ରବିନାରାୟଣ ପ୍ରଧାନ, ଜିଲ୍ଲା ଉପସଭାପତି
Read More...

ପ୍ରଥମ ପଦ୍ମପୁର ପ୍ରିମିୟର ଲିଗ ୨୦୨୪ ଉଦ୍‌ଘାଟିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସ୍ଥାନୀୟ ରାଜବୋଡାସାମ୍ବର ଉଚ୍ଚ ବିଦ୍ୟାଳୟ ଖେଳ ପଡିଆ ଠାରେ ପ୍ରଥମ ପଦ୍ମପୁର ପ୍ରିମିୟର ଲିଗ ୨୦୨୪ ଉଦ୍‌ଘାଟିତ ହୋଇଯାଇଛି । ଟାଉନ୍‌ କ୍ଲବ ପଦ୍ମପୁର ତରଫରୁ ଆୟୋଜିତ ଏହି ଟୁର୍ଣ୍ଣାମେଣ୍ଟରେ ମୋଟ୍‌ ୮ଟି ଦଳ ଭିତରେ ଖେଳା ହେଉଥିବା ଏହି ପ୍ରିମିୟର
Read More...

ବ୍ଲକସ୍ତରୀୟ ଜେଆର୍‌ସି ଶିକ୍ଷା ତାଲିମ ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକସ୍ତରୀୟ ଜୁନିୟର ରେଡ୍‌କ୍ରସ୍‌ ଶିକ୍ଷା ତାଲିମ ଶିବିର ପାଇକମାଲ ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ବ୍ଲକର ବିଭିନ୍ନ ବିଦ୍ୟାଳୟରୁ ୫୫ ଜଣ ପ୍ରତିଯୋଗୀ ଅଂଶ ଗ୍ରହଣ
Read More...

ଭେଙ୍ଗରାଜପୁରରେ ଛପନ ପ୍ରହର ନାମଯଜ୍ଞ ଦର୍ଶନ କଲେ ସାଂସଦ ପ୍ରଦୀପ ପୁରୋହିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଭେଙ୍ଗରାଜପୁର ଗ୍ରାମ ପଞ୍ଚାୟତ ରସମୁଣ୍ତା ମାଁ ଲକ୍ଷ୍ମୀ ରାଇସ ମିଲ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ଅଖଣ୍ତ ଛପନ ପ୍ରହର ନାମଯଜ୍ଞ ଅନୁଷ୍ଠିତ ହୋଇଯାଇଛି । ନାମଯଜ୍ଞକୁ ଆଜି ବରଗଡ ସାଂସଦ ପ୍ରଦୀପ ପୁରୋହିତ ଦର୍ଶନ
Read More...

ପାଇକମାଲ ବ୍ଲକସ୍ତରୀୟ ବାଳ ବୈଜ୍ଞାନିକ ପ୍ରଦର୍ଶନୀ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ଲଖମରା ଜଗନ୍ନାଥ ସରକାରୀ ଉଚ୍ଚ ବିଦ୍ୟାଳୟରେ ବ୍ଲକସ୍ତରୀୟ ବିଜ୍ଞାନ ମେଳା ଓ ବାଳ ବୈଜ୍ଞାନିକ ପ୍ରଦର୍ଶନୀ ୨୦୨୪ - ୨୫ ଅନୁଷ୍ଠିତ ହୋଇଯାଇଛି । ଏହି ବୈଜ୍ଞାନିକ ପ୍ରଦର୍ଶନୀରେ ପଦ୍ମପୁର ବିଧାୟକ ଶ୍ରୀମତୀ ବର୍ଷା
Read More...