Browsing Tag

padampur news

ବିରେନ୍ଦ୍ର କୁମାର ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଲକ ଅନ୍ତର୍ଗତ କଠଉମାଲ ସ୍ଥିତ ବିରେନ୍ଦ୍ର କୁମାର ଡିଗ୍ରୀ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପୂର୍ବତନ ବିଧାୟକ ସ୍ୱର୍ଗତ ବିରେନ୍ଦ୍ର କୁମାର ସାହୁଙ୍କ ୯୧ତମ ଜନ୍ମଜୟନ୍ତୀ ଅବସରରେ
Read More...

ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ଦୀପ୍ତିପୁର ଠାରେ ଜିଲ୍ଲା ସ୍ତରୀୟ କର୍ମୀ ସମ୍ମିଳନୀ ଓ ମାତୃ ପ୍ରକୋଷ୍ଠ…

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ଦୀପ୍ତିପୁର ଠାରେ ଜିଲ୍ଲା ସ୍ତରୀୟ କର୍ମୀ ସମ୍ମିଳନୀ ଓ ମାତୃ ପ୍ରକୋଷ୍ଠ ଉଦ୍‌ଘାଟିତ ହୋଇଯାଇଛି । ଏହି ଉଦ୍‌ଘାଟନୀ ଉତ୍ସବରେ ବରଗଡ ଜିଲ୍ଲାର ସମସ୍ତ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ
Read More...

ଚତୁର୍ଥ ପଦ୍ମପୁର ଲୋକ ମହୋତ୍ସବ ସାଂସ୍କୃତିକ ପର୍ବରେ ଜବନିକା

ଶେଷ ରଜନୀରେ ଗର୍ଜିଲା ମଞ୍ଚ ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସ୍ଥାନୀୟ ଅଶୋକ ଖେଳ ପଡିଆ ଠାରେ ଟାଉନ କ୍ଲବ ପଦ୍ମପୁର ତରଫରୁ ଆୟୋଜିତ ଚତୁର୍ଥ ପଦ୍ମପୁର ଲୋକ ମହୋତ୍ସବ ଶେଷ ସନ୍ଧ୍ୟାରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ଓ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ସାଂସଦୀୟ ବ୍ୟାପାର
Read More...

ପଦ୍ମପୁର ସବଡ଼ିଭିଜନ ସାମ୍ବାଦିକ ସଂଘର ବୈଠକ

ନୃସିଂହନାଥରେ ଶୀଘ୍ର ସାମ୍ବାଦିକ ଭବନ ନିର୍ମାଣ ପାଇଁ ଆଲୋଚନା ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ମନଭଙ୍ଗ ଡ୍ୟାମ ପରିସରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ପଦ୍ମପୁର ସବଡ଼ିଭିଜନ ସାମ୍ବାଦିକ ସଂଘର ଏକ ବୈଠକ ସଭାପତି ବଡ ଶତପଥିଙ୍କ ଅଧ୍ୟକ୍ଷତାରେ ରବିବାର
Read More...

୨୪ କୁଣ୍ଡୀୟ ଗାୟିତ୍ରୀ ମହାଯଜ୍ଞ ଉପଲକ୍ଷେ ଭୁମିପୂଜନ ଓ ଦେବ ଦମ୍ପତି ସମ୍ମିଳନୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଝାରଵନ୍ଧ ବ୍ଲକ ବିଳାସପୁର ଗ୍ରାମ ପଞ୍ଚାୟତ ଅର୍ନ୍ତଗତ ଇସ୍କିନ୍ଦା ଗ୍ରାମରେ ୨୪ କୁଣ୍ଡିୟ ଗାୟିତ୍ରୀ ମହାଯଜ୍ଞ ନିମନ୍ତେ ଭୂମି ପୂଜନ ଓ ଦେବ ଦମ୍ପତି ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଅଖିଳ ବିଶ୍ଵ ଗାୟତ୍ରୀ ପରିବାର ଝାରବନ୍ଧ ବ୍ଲକ
Read More...

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ୪୦ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ୪୦ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ସଭାପତି ପୃଥିରାଜ ସାହୁଙ୍କ ସଭାପତିତ୍ଵରେ ଅନୁଷ୍ଠିତ ସଭାକାର୍ଯ୍ୟରେ ୮୦ ଜଣ ଭାଇ ଭଉଣୀମାନଙ୍କ ସ୍ୱାଗତ ସଂଗୀତ ଗାନ କରିଥିଲେ । ବରଗଡ଼ ସାଂସଦ ପ୍ରଦୀପ
Read More...

ମହିଳା ଡ଼ିଗ୍ରୀ ମହାବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ରାଜବୋଡ଼ାସମ୍ବର ହାଇସ୍କୁଲ ଖେଳ ପଡିଆଠାରେ ମହିଳା ଡ଼ିଗ୍ରୀ ମହାବିଦ୍ୟାଳୟ ପଦ୍ମପୁରର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଡିସେମ୍ବର ୨୦ ଓ ୨୧ ଦୁଇଦିନ ଧରି ଅନୁଷ୍ଠିତ ହୋଇଯାଇଛି । ଅଧ୍ୟକ୍ଷା ଶ୍ରୀମତୀ କଳ୍ପନାରାଣୀ ନାଥଙ୍କ ସଭାପତିତ୍ୱରେ
Read More...

ଚତୁର୍ଥ ପଦ୍ମପୁର ଲୋକ ମହୋତ୍ସବ ସାଂସ୍କୃତିକ ପର୍ବର ଚତୁର୍ଥ ସନ୍ଧ୍ୟା

ଆକର୍ଷଣ ସାଜିଲା ଆସାମର ବିହୁ ଓ ପଶ୍ଚିମବଙ୍ଗର ଛଉ ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସ୍ଥାନୀୟ ଅଶୋକ ଖେଳ ପଡିଆ ଠାରେ ଟାଉନ କ୍ଲବ ପଦ୍ମପୁର ତରଫରୁ ଆୟୋଜିତ ଚତୁର୍ଥ ପଦ୍ମପୁର ଲୋକ ମହୋତ୍ସବର ଆଜି ଚତୁର୍ଥ ସନ୍ଧ୍ୟାରେ ଗ୍ରାମ୍ୟ ଉନ୍ନୟନ ପଞ୍ଚାୟତିରାଜ ଓ ଜଳ ଯୋଗାଣ ବିଭାଗ
Read More...

ଚତୁର୍ଥ ପଦ୍ମପୁର ଲୋକ ମହୋତ୍ସବ ସାଂସ୍କୃତିକ ପର୍ବ ତୃତୀୟ ସନ୍ଧ୍ୟାରେ ମନମୋହୁଛନ୍ତି କଳାକାର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସ୍ଥାନୀୟ ଅଶୋକ ଖେଳ ପଡିଆ ଠାରେ ଟାଉନ କ୍ଳବ, ପଦ୍ମପୁର ତରଫରୁ ଆୟୋଜିତ ଚତୁର୍ଥ ପଦ୍ମପୁର ଲୋକ ମହୋତ୍ସବ ତୃତୀୟ ସନ୍ଧ୍ୟାରେ ଭଟଲି ବିଧାୟକ ଇରାଶିଷ ଆଚାର୍ଯ୍ୟ ମୁଖ୍ୟ ଅତିଥିଭାବରେ ଯୋଗଦେଇ ବିଧି ବଦ୍ଧ ଭାବରେ ଚତୁର୍ଥ ଲୋକ ମହୋତ୍ସବରେ ତୃତୀୟ
Read More...

ସ୍ୱର୍ଗତ ଲଲିତ ମୋହନ ପାଣୀଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ପୁରେନା ଗ୍ରାମର ଯୁବ ସାମ୍ବାଦିକ ନିରୋଜ କୁମାର ପାଣୀଙ୍କ ପିତା ସ୍ୱର୍ଗତ ଲଲିତ ମୋହନ ପାଣୀଙ୍କ ଶୁକ୍ରବାର ପ୍ରଥମ ଶ୍ରାଦ୍ଧବାର୍ଷିକୀ ଉତ୍ସବ ପାଳିତ ହୋଇଯାଇଛି । ଏଥିରେ ସ୍ୱର୍ଗତ ଶ୍ରୀ ପାଣୀଙ୍କ ଫଟୋ ଚିତ୍ରରେ
Read More...