Browsing Tag

padampur news

ଶିଶୁ ଦିବସ ଅବସରରେ ବୈତାଳି ସିଆର୍‌ସିସିଙ୍କ ନିଆରା ପ୍ରୟାସ

ତହଁକ କାର୍ଯ୍ୟକ୍ରମରେ ସମ୍ବର୍ଦ୍ଧିତ ହେଲେ ଶିଶୁ ତଥା ଶିକ୍ଷକ ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ବୈତାଳି କ୍ଲଷ୍ଟରର ସିଆର୍‌ସିସି ଦିବସ କୁମାର ସାହୁ ନିଜ କ୍ଲଷ୍ଟର ସ୍ତରରେ ଛାତ୍ରଛାତ୍ରୀ ତଥା ଶିକ୍ଷାର ସାମଗ୍ରିକ ବିକାଶ ପାଇଁ ଅନେକ ଅଭିନବ
Read More...

ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ଶିଶୁ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ଶିଶୁ ଦିବସ ପାଳିତ ହୋଇଯାଇଛି । ଭାରତ ବର୍ଷର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହାରଲାଲ ନେହେରୁଙ୍କ ଜନ୍ମ ଦିବସକୁ ସାରା ଦେଶରେ ଶିଶୁ ଦିବସ ରୂପେ ମହାଆଡମ୍ବରରେ ପାଳନ କରାଯାଉଛି । ଏହି କାର୍ଯ୍ୟକ୍ରମରେ ପ୍ରଧାନ
Read More...

ବିନ୍ଧ୍ୟବାସିନୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉଦ୍‌ଯାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବିନ୍ଧ୍ୟବାସିନୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ କ୍ରୀଡା ବୁଧବାର ଉଦ୍‌ଯାପିତ ହୋଇଯାଇଛି । ମଙ୍ଗଳବାର ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ପାଇକମାଲ ବ୍ଲକ ଏବିଓ ରାଧେଶ୍ୟାମ ମେହେର ଯୋଗଦେଇ ବାର୍ଷିକ କ୍ରୀଡାକୁ ଉଦ୍‌ଘାଟନ କରିଥିଲେ ।
Read More...

ପଦ୍ମପୁର ପ୍ରିଣ୍ଟ ମିଡିଆ ସଂଘ ଗଠିତ : ସଭାପତି ଭାବରେ କିରଟି ସାହୁ ଓ ସମ୍ପାଦକ ଭାବେ ଡିଲେଶ୍ୱର ବାଗ ଚୟନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସ୍ଥାନୀୟ ଉଦୟନାଥ ଭବନ ଠାରେ ପଦ୍ମପୁର ସାମ୍ବାଦିକ ସଂଘର ଏକ ବୈଠକ ବରିଷ୍ଠ ସାମ୍ବାଦିକ ଲାଲ ବିହାରି ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ସଂଘର କାର୍ଯ୍ୟକାରିଣୀ କମିଟିରେ ସର୍ବ ସମ୍ମତି କ୍ରମେ କିରଟି ସାହୁ ସଭାପତି, ଡିଲେଶ୍ଵର
Read More...

ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟ ଛାତ୍ରାବାସର ପ୍ରୀମୀୟର ଲିଗ୍ ଉଦ୍‌ଯାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟ ଛାତ୍ରାବାସର ଚାରିଦିନ ଧରି ଚାଲିଥିବା ହଷ୍ଟେଲ ପ୍ରିମୀୟର ଲିଗ୍ ଉଦଯାପିତ ହୋଇ ସାରିଛି । ଉକ୍ତ କାର୍ଯ୍ୟକ୍ରମରେ ମହା ବିଦ୍ୟାଳୟର ଅଧ୍ୟକ୍ଷ ଲଳିତ ମୋହନ ପଣ୍ଡା ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି ରନର୍ ଅଫ ଟିମ୍ ଫୋନେକ୍ସ
Read More...

ଶ୍ରୀ ଶ୍ରୀ ଶ୍ରୀ ଚିତ୍ରଗୁପ୍ତ ଦେବଙ୍କ ମନ୍ଦିର ଓ କଲ୍ୟାଣ ମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ସମାପନ

ପଦ୍ମପୁର, (ନିରୋଜ କୁମାର ପାଣୀ) : କରଣ ସମାଜର ଇଷ୍ଟ ପୂଜ୍ୟ ଦେବତା ଆର୍ଯ୍ୟ ଦେବ ଶ୍ରୀ ଶ୍ରୀ ଶ୍ରୀ ଚିତ୍ରଗୁପ୍ତ ଦେବଙ୍କର ମନ୍ଦିର ନିର୍ମାଣ ଓ କରଣ ସମାଜର ଏକ କଲ୍ୟାଣ ମଣ୍ଡପ ନିର୍ମାଣ ପାଇଁ ଆଜି ପଦ୍ମପୁର କରଣ ସମାଜ ତରଫରୁ ଭୂମି ପୂଜନ ଶାସ୍ତ୍ରୀୟ ରୀତିନୀତି ଅନୁସାରେ ସମାପନ ହୋଇଯାଇଛି ।
Read More...

ବ୍ଲକସ୍ତରୀୟ ବିଜ୍ଞାନ କୁଇଜ୍ ପ୍ରତିଯୋଗିତା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ରାଜବୋଡ଼ା ସମ୍ବର ଉଚ୍ଚ ବିଦ୍ୟାଳୟରେ ବ୍ଲକସ୍ତରୀୟ ବିଜ୍ଞାନ କୁଇଜ୍ ପ୍ରତିଯୋଗିତା ଆୟୋଜିତ ହୋଇଯାଇଛି । ବ୍ଲକ ଶିକ୍ଷାଅଧିକାରୀ ଲୋକନାଥ ଭୋଇଙ୍କ ଦ୍ଵାରା ଶ୍ରୀ ଗଣେଶ ଓ ମା' ସରସ୍ଵତୀଙ୍କ ଠାରେ ଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଏହି ପ୍ରତିଯୋଗିତା ଆରମ୍ଭ
Read More...

ଶାନ୍ତି ନଗଗରରେ ବଡ଼ ଏକାଦଶୀ ଉଦ୍‌ଯାପନୀ ପୂଜା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଶାନ୍ତିନଗର ଅନନ୍ୟା ଏକାଦଶୀ ଗ୍ରୁପ୍‌ ସଦସ୍ୟଙ୍କ ଦ୍ୱାରା ବଡ଼ ଏକାଦଶୀ ଉଦ୍‌ଯାପନୀ ପୂଜା ମହାସମାରୋହରେ ପାଳିତ ହୋଇଯାଇଛି । ୧୧ ତାରିଖ ସୋମବାର ସନ୍ଧ୍ୟାରେ ଶାନ୍ତି ନଗର ମାଁ ମାଉସୀ ଓ ଏକାଦଶୀ ଉପବାସ କରିଥିବା ସମସ୍ତ ସଦସ୍ୟ ଭବ୍ୟ
Read More...

ଜଙ୍ଗଲ ପରିଚାଳନା ନିମନ୍ତେ ଗ୍ରାମସଭା ଓ ପ୍ରବେଶ ପର୍ବ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବ୍ଲକ ଜମରତଲା ଗ୍ରାମ ପଞ୍ଚାୟତ ବିରିପାଲି ଠାରେ ଜଙ୍ଗଲ ସମ୍ବଳ ପରିଚାଳନା ନିମନ୍ତେ ଗ୍ରାମସଭା ଓ ପ୍ରବେଶ ପର୍ବ ମାସ୍ ପାଇକମାଲ ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜମରତଲା ସରପଞ୍ଚ ବିଦୁଭୂଷଣ ଚାନ୍ଦ ଯୋଗ
Read More...

ପୁରେନା ଗ୍ରାମର ଯଶଦେବ ସିଂଙ୍କ ପରଲୋକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ବରତୁଣ୍ଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ପୁରେନା ଗ୍ରାମର ପୂର୍ବତନ ୱାର୍ଡ ମେମ୍ବର ଯଶଦେବ ସିଂଙ୍କ ୭୦ ବର୍ଷ ବୟସରେ ପରଲୋକ ହୋଇଯାଇଛି । ସେ ୧୫ ବର୍ଷ ଧରି ଗାଁର ୱାର୍ଡ ମେମ୍ବର ଭାବେ କାର୍ଯ୍ୟ କରିବା ସହିତ ଗାଁର
Read More...