ଲଖମରା କ୍ଲଷ୍ଟରସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଲଖମରା କ୍ଲଷ୍ଟର ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । କ୍ଲଷ୍ଟରର ସମସ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ତଥା ଗାଇଡ୍ ଶିକ୍ଷକ ଏବଂ ଛାତ୍ରଛାତ୍ରୀ ମାନେ ନିଜ ନିଜ ବିଜ୍ଞାନ ପ୍ରକଳ୍ପ ନେଇ ଯୋଗଦାନ କରିଥିଲେ । ଆଞ୍ଚଳିକ ସାଧନ!-->…
Read More...
Read More...