Browsing Tag

padampur news

ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ସଂକଳ୍ପ ପ୍ରଶିକ୍ଷଣ ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଉଚ୍ଚ ବିଦ୍ୟାଳୟ ନବ ନିଯୁକ୍ତି ଶିକ୍ଷକ ଓ ଶିକ୍ଷୟତ୍ରୀମାନଙ୍କ ପାଇଁ ଉପଖଣ୍ଡ ସ୍ତରୀୟ ସଂକଳ୍ପ ପ୍ରଶିକ୍ଷଣ ଶିବିର ଆରମ୍ଭ ହୋଇଯାଇଛି । ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନ ଶିକ୍ଷୟତ୍ରୀ ଗୋପାଳଜୀ ପ୍ରସାଦ
Read More...

ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବର୍ଣ୍ଣାଳୀ ପ୍ରଶିକ୍ଷଣ ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଉଚ୍ଚ ପ୍ରାଥମିକ ଶିକ୍ଷକ ମାନଙ୍କ ପାଇଁ ବ୍ଲକ ସ୍ତରୀୟ ବର୍ଣ୍ଣାଳୀ ପ୍ରଶିକ୍ଷଣ ଶିବିର ଆରମ୍ଭ ହୋଇଯାଇଛି । ଗୋଷ୍ଠୀ ଶିକ୍ଷା ଅଧିକାରୀ ଲୋକନାଥ ଭୋଇଙ୍କ ସଭାପତିତ୍ୱରେ ଆୟୋଜିତ ହୋଇଥିବା ଉଦ୍‌ଘାଟନୀ ସଭାରେ
Read More...

ବରଗଡ଼ ଜିଲ୍ଲା ସୋହେଲା ଗସ୍ତ ସମୟରେ ପଦ୍ମପୁର ଠାରେ ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

ପଦ୍ମପୁର, (ନିରୋଜ ପାଣୀ) : ଧାନ କ୍ଵିଣ୍ଟାଲ ପିଛା ସର୍ବନିମ୍ନ ମୂଲ୍ୟ ଉପରେ ୮୦୦ ସହାୟତା ରାଶି ଲୋକାର୍ପଣ ଉତ୍ସବ କାର୍ଯ୍ୟକ୍ରମ ପାଇଁ ବରଗଡ଼ ଜିଲ୍ଲା ସୋହେଲା ଇଚ୍ଛାପାଲି ଠାରେ ଆୟୋଜିତ ବିଶାଳ ଚାଷୀ ସମାବେଶରେ ଯୋଗଦାନ ଦେବା ନିମନ୍ତେ ବିମାନରେ ଆସି ପଦ୍ମପୁର ମାଟିରେ ପହଞ୍ଚିଥିବା
Read More...

ନୃସିଂହନାଥ ଠାରେ ସର୍ବ ଭାରତୀୟ ବିଂଝାଲ ସମାଜ ପକ୍ଷରୁ ତ୍ରିୟୋଦଶ ମହାସଭା

ଶିକ୍ଷାକୁ ଦିକ୍ଷା ରୂପେ ଗ୍ରହଣ କରିବାକୁ ନିଷ୍ପତ୍ତି ପଦ୍ମପୁର, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡ଼ିଶାର ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ନୃସିଂହନାଥ ସ୍ଥିତ ମାଁ ବିନ୍ଧ୍ୟବାସିନୀ ଦେବୀ ମନ୍ଦିର ଠାରେ ସର୍ବ ଭାରତୀୟ ସ୍ୱାଲାଖ ବିନ୍ଧ୍ୟଗିରିବାସୀ ବିଂଝାଲ ସମାଜ ପକ୍ଷରୁ ତ୍ରୟୋଦଶ ମହାସଭା ଦୁଇ
Read More...

ପାଇକମାଲ ବିନ୍ଧ୍ୟବାସିନୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବିନ୍ଧ୍ୟବାସିନୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ରବିବାର ସନ୍ଧ୍ୟାରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଅନୁଷ୍ଠିତ ସଭାରେ ବିଦ୍ୟାଳୟର ଅଧ୍ୟକ୍ଷ ଶ୍ୟାମଲାଲ ପ୍ରଧାନ ସଭାପତିତ୍ୱ କରିଥିବା ବେଳେ ମୁଖ୍ୟ
Read More...

ପାଇକମାଲ ହାଇସ୍କୁଲରେ ମିଶନ୍ ୧୦୦

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ସରକାରୀ ଉଚ୍ଚ ବିଦ୍ୟାଳୟ ହାଇସ୍କୁଲରେ ମିଶନ ୧୦୦ ବିଇଓ ଚୁଡ଼ାମଣି ବାରିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଅବସରପ୍ରାପ୍ତ ବିଇଓ ଜନକ ଲାଲ ମେହେର ଉଦ୍‌ଘାଟନ କରିଥିଲେ । ସମାପନ ସମାରୋହରେ ଜିଲ୍ଲା ଶିକ୍ଷା ଅଧିକାରୀ
Read More...

ପଦ୍ମପୁର ବ୍ଲକ ସ୍ତରୀୟ ଶିଶୁ ଉତ୍ସବ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଟାଉନ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ରାଜବୋଡ଼ାସମ୍ବର ବ୍ଲକ ଓଷ୍ଟା ଆନୁକୂଲ୍ୟରେ ବ୍ଲକ ସ୍ତରୀୟ ଶିଶୁ ଉତ୍ସବ ବ୍ଲକ ସଭାପତି ପ୍ରମୋଦ ନାଥଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ସମବାୟ ସମିତିର ସଭାପତି ପ୍ରୀତମ ମେହେର ମୁଖ୍ୟ
Read More...

ପଦ୍ମପୁର ଶ୍ରୀ ଅରବିନ୍ଦ ସ୍କୁଲରେ ବାର୍ଷିକ କ୍ରୀଡ଼ା ଉତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଦିତି ବିହାର ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରରେ ୨୪ତମ ବାର୍ଷିକ କ୍ରୀଡ଼ା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଛାତ୍ରଛାତ୍ରୀଙ୍କ ମଶାଲ ଶୋଭାଯାତ୍ରା ପରେ ଅବସରପ୍ରାପ୍ତ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପୂର୍ଣ୍ଣଚନ୍ଦ୍ର
Read More...

ବେଲମତୀ ଦେବୀଙ୍କୁ ଏକାଦଶାହରେ ଶ୍ରଦ୍ଧାଞ୍ଜଳି

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସ୍ଥିତ ମେଲଛାମୁଣ୍ତା ସାମ୍ବାଦିକ ମନୋଜ କୁମାର ଭୋଇଙ୍କ ମାତା ବେଲମତି ଭୋଇଙ୍କ ଆଜି ଥିଲା ଏକାଦଶାହ କାର୍ଯ୍ୟକ୍ରମ । ଏହି ଅବସରରେ ପଦ୍ମପୁର ଉପଖଣ୍ଡ ସାମ୍ବାଦିକ ସଂଘର ଅନେକ କର୍ମକର୍ତ୍ତା ଯୋଗଦେଇ ସ୍ୱର୍ଗତ ବେଳମତୀ ଦେବୀଙ୍କ ଫଟୋଚିତ୍ରରେ
Read More...

ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନ ଶିକ୍ଷୟିତ୍ରୀ ଗୋପାଳଜୀ ପ୍ରସାଦ ପାଣିଗ୍ରାହୀ ପତାକା ଉତ୍ତୋଳନ କରି ଆନୁଷ୍ଠାନିକ ଭାବେ କ୍ରୀଡା ଉତ୍ସବର ଶୁଭାରମ୍ଭ
Read More...