Browsing Tag

padampur news

ଜିଲ୍ଲାସ୍ତରୀୟ ସାଇନିଂ ଷ୍ଟାର୍‌ ଶିବିର ଉଦ୍‌ଯାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ସରକାରୀ ଉଚ୍ଚ ବିଦ୍ୟାଳୟ ସଭାଗୃହରେ ଜିଲ୍ଲାସ୍ତରୀୟ ସାଇନିଂ ଷ୍ଟାର୍‌ ଶିବିର ପ୍ରଧାନ ଶିକ୍ଷକ ଦ୍ଵାଦଶ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଉଦ୍‌ଯାପିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବରେ ଯୋଗଦେଇ ବରଗଡ ସାଂସଦ
Read More...

୪୦ତମ ବାର୍ଷିକ କ୍ରୀଡ଼ା ସମାରୋହ ଉଦ୍‌ଘାଟିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ୪୦ତମ ବାର୍ଷିକ କ୍ରୀଡ଼ା ସମାରୋହ ଆର୍.ବି ହାଇ ସ୍କୁଲ୍ ପଡ଼ିଆରେ ଉଦ୍‌ଘାଟିତ ହୋଇଯାଇଛି । ଶିକ୍ଷା ବିକାଶ ସମିତି, ବିଦ୍ୱତ ପରିଷଦର ସଭାପତି ଡ. ବାଞ୍ଛାନିଧି ପଣ୍ଡା ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଦୀପ ପ୍ରଜ୍ୱଳନ
Read More...

କନ୍ଦାଗାଡ ଗ୍ରାମର ଧର୍ମପରାୟଣ ବ୍ୟକ୍ତି ସୁକଲ ବେହେରାଙ୍କ ପରଲୋକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଲକ କନ୍ଦାଗାଡ଼ ଗ୍ରାମର ବିଶିଷ୍ଟ ଧର୍ମପରାୟଣ ବ୍ୟକ୍ତି ସୁକଲ ବେହେରା ୭୫ ବର୍ଷ ବୟସରେ ଇହଲୀଳା ସମ୍ବରଣ କରିଛନ୍ତି । ସେ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ଥିବା ବେଳେ ଆଜି ମଧ୍ୟାହ୍ନରେ ନିଜ ବାସଭବନରେ ଶେଷ ନିଃଶ୍ଵାସ
Read More...

ବରିଷ୍ଠ ପ୍ରାଧ୍ୟାପକ ଡ. ଚିନ୍ତାମଣି ଭାରତୀଙ୍କ ପରଲୋକ

ବିଭିନ୍ନ ମହଲରେ ଶୋକ ପାଳନ ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଓଡିଶା ଭାଷା ଓ ସାହିତ୍ୟର ବରିଷ୍ଠ ପ୍ରାଧ୍ୟାପକ ତଥା ଛତ୍ରପୁର ସରକାରୀ ବିଜ୍ଞାନ ମହାବିଦ୍ୟାଳୟର ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ, ଆର୍ମି ବିଭାଗର ପୂର୍ବତନ ମେଜର ଏବଂ ଓଡ଼ିଆ ସାହିତ୍ୟ ବିଭାଗର ଅଧ୍ୟାପକ ଡ.
Read More...

ଧନୀକ ଶ୍ରେଣୀ ଲୋକଙ୍କର ଖାଉଟି ରାସନ୍ କାର୍ଡ କଟିଯିବ : ମନ୍ତ୍ରୀ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାରେ ଅଧିକାଂଶ ଧନୀକ ଲୋକଙ୍କ ପାଖରେ ଖାଉଟି ରାସନ୍ କାର୍ଡ ରହିଥିବା କୁହାଯାଉଛି । ତାହାକୁ ଖୁବ୍ ଶୀଘ୍ର ସର୍ଭେ ଆରମ୍ଭ କରି ଧନୀକ ଲୋକଙ୍କର ରାସନ୍ କାର୍ଡ ବନ୍ଦ କରାଯିବା ଉଚିତ୍ ବୋଲି ନିର୍ଦ୍ଦେଶ ହୋଇଛି । ଧନୀକ ଶ୍ରେଣୀ ଲୋକଙ୍କର
Read More...

ଚଣ୍ଡୀଭଟାର କଳାଧାନ ଚାଷ ପରିଦର୍ଶନ କଲେ ପଦ୍ମପୁର ଉପଜିଲ୍ଲାପାଳ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଝାରବନ୍ଧ ବ୍ଲକ ଚଣ୍ଡୀଭଟା ଅର୍ଗାନିକ୍‌ ଲାଇଫ୍‌ ଫାଂର୍ମିଙ୍ଗ ପ୍ରଡ୍ୟୁସର କମ୍ପାନୀ ଲିମିଟେଡ୍‌ କଳାଧାନ ଉତ୍ପାଦନ କରି ସାରା ଦେଶ ବିଦେଶରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରି ସମାଜ ପାଇଁ ଏକ ଉଦାହରଣ ସାଜିଛି ଯାହା ଅନ୍ୟମାନଙ୍କ ପାଇଁ
Read More...

ପାଇକମାଲରେ ଅବସର ପ୍ରାପ୍ତ ବିଦ୍ୟୁତ୍‌ କର୍ମଚାରୀ ମାନଙ୍କ ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ଗ୍ରୀଡ୍‌ ସବ୍‌ଷ୍ଟେସନ୍‌ ପରିସରରେ ପେନ୍‌ସନ୍‌ ଭୁକ୍ତ ୱେସ୍କୋ ଅବସର ପ୍ରାପ୍ତ କର୍ମଚାରୀ ମାନଙ୍କ ଏକ ବୈଠକ ଭରତ ଭୋଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅତିଥି ଭାବେ ବଡ ଶତପଥି ଯୋଗଦେଇ ସମସ୍ତ
Read More...

ପଦ୍ମପୁରରେ ବିରାଟ କୃଷକ ଗର୍ଜନ ସମାବେଶ

ପଦ୍ମପୁର, (ନିରୋଜ କୁମାର ପାଣୀ) : ରାଜବୋରାସମ୍ବର କୃଷକ ସଂଗଠନ ପଦ୍ମପୁର ଆହ୍ୱାନ କ୍ରମେ ବରଗଡ ଜିଲ୍ଲା ପଦ୍ମପୁର ଗୋରୁ ବଜାର ପ୍ରାଙ୍ଗଣରେ ଏକ ବିରାଟ କୃଷକ ଗର୍ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି । ଏହି ସମାବେଶରେ ଓଡିଶା ତଥା ରାଜ୍ୟ ବାହାରୁ ଅନେକ କୃଷକ ନେତା ଯୋଗଦାନ କରି ସମାବେଶକୁ ସଫଳ
Read More...

ହନୁମାନପଡାରେ ରାମାୟଣ ନବାହ ପାରାୟଣ ଆରମ୍ଭ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ହନୁମାନପଡା ସ୍ଥିତ ହନୁମାନ ମନ୍ଦିରର କାଳୀ ମଣ୍ଡପରେ ଶ୍ରୀ ରାମାୟଣ ନବାହ ପାରାୟଣ ଆରମ୍ଭ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ୯ ଦିନ ଧରି ଚାଲିବ । ହନୁମାନପଡା ମହିଳା ସମିତି ଦ୍ୱାରା କାର୍ତ୍ତିକ ବ୍ରତ ସହ ଏହି ବର୍ଷ ରାମାୟଣ ନବାହ ଆରମ୍ଭ ହୋଇଯାଇଛି
Read More...

ପାଇକମାଲ ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟରେ ‘ରାଣୀ ଦୁର୍ଗାବତୀ’ଙ୍କ ଜନ୍ମ ଦିନ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ଅଖିଳ ଭାରତୀୟ ବନବାସୀ କଲ୍ୟାଣ ଆଶ୍ରମ ଓଡ଼ିଶା ପ୍ରାନ୍ତ ଆନୁକୁଲ୍ୟରେ ପାଇକମାଲ ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟରେ ରାଣୀ ଦୁର୍ଗାବତୀଙ୍କ ଜନ୍ମ ଦିବସ ପାଳନ ହୋଇଯାଇଛି । ପ୍ରଧାନ ଶିକ୍ଷକ ସୁଶାନ୍ତ କୁମାର ପଣ୍ଡାଙ୍କ ସଭାପତିତ୍ୱରେ ଏକ ସଭାର
Read More...