Browsing Tag

padampur news

ଅଞ୍ଚଳ ମହାବିଦ୍ୟାଳୟରେ ‘ସମ୍ବଲପୁରୀ ଦିନ୍’ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହା ବିଦ୍ୟାଳୟର ନୂତନ ସମ୍ମିଳନୀ କକ୍ଷଠାରେ ଅଗଷ୍ଟ ୧ ତାରିଖ ଦିନ ଅତ୍ୟନ୍ତ ଆନନ୍ଦ ଉଲ୍ଲାସର ସହିତ ‘ସମ୍ବଲପୁରୀ ଦିନ୍’ ପାଳିତ ହୋଇଯାଇଛି । ଏହି ଉତ୍ସବରେ ମହା ବିଦ୍ୟାଳୟର ଅଧ୍ୟକ୍ଷ ଦିଗାମ୍ବର ଚାନ୍ଦ ସଭାପତିତ୍ୱ କରିଥିବା ବେଳେ…
Read More...

ନୃସିଂହନାଥରେ ସମ୍ବଲପୁରୀ ଦିନ୍‌ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ତୀର୍ଥକ୍ଷେତ୍ର ଶ୍ରୀ ଶ୍ରୀ ନୃସିଂହନାଥ କଳା ପରିଷଦ ପକ୍ଷରୁ ଶନିବାର ନୃସିଂହନାଥ ଠାରେ ଉତ୍ସାହର ସହ ସମ୍ବଲପୁରୀ ଦିନ୍‌ ପାଳିତ ହୋଇଯାଇଛି । ଏହି ଅବସରରେ ସମ୍ବଲପୁରୀ ସାହିତ୍ୟର ସ୍ରଷ୍ଟା ଗୁରୁ ସତ୍ୟନାରାୟଣ ବହିଦାର ଓ କବି…
Read More...

ବାଇକ୍ ମୁହାଁମୁହିଁ ଧକ୍କାରେ ଅଧ୍ୟାପକଙ୍କ ମୃତ୍ୟୁ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲରେ ଶୁକ୍ରବାର ମଧ୍ୟାହ୍ନରେ ଘଟିଥିବା ଏକ ଦୁଃଖଦ ସଡ଼କ ଦୁର୍ଘଟଣାରେ ଜଣେ ଅଧ୍ୟାପକଙ୍କ ମୃତ୍ୟୁ ଘଟିଛି । ଏହି ଘଟଣା ପାଇକମାଲ ଅଞ୍ଚଳରେ ଶୋକର ଛାୟା ଖେଳାଇ ଦେଇଛି । ପ୍ରାପ୍ତ ସୂଚନା ଅନୁଯାୟୀ, ପାଇକମାଲ ବିନ୍ଧ୍ୟବାସିନୀ ଉଚ୍ଚ…
Read More...

ନୃସିଂହନାଥରେ ବୃକ୍ଷରୋପଣ କଲେ ପଦ୍ମପୁର ଏଡିଏମ୍‌ ଶ୍ରୀମତୀ ସରୋଜିନୀ ପ୍ରସନ୍ନ କୁଲୁ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ତୀର୍ଥକ୍ଷେତ୍ର ନୃସିଂହନାଥ ପୀଠରେ ବୁଧବାର ୭୭ତମ ବନ ମହୋତ୍ସବ ଅବସରରେ ପଦ୍ମପୁର ଏଡିଏମ୍‌ ସରୋଜିନୀ ପ୍ରସନ୍ନ କୁଲୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବୃକ୍ଷ ଦେବତାଙ୍କୁ ପୂଜା କରି ନଡ଼ିଆ ବାଡେଇ ଗଛ ରୋପଣ କରିଥିଲେ । ନୃସିଂହନାଥ…
Read More...

ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ଲୋକସଭା ସାଂସଦ ପ୍ରଦୀପ ପୁରୋହିତ ସୋମବାର ଲୋକସଭାରେ ନିୟମ ୩୭୭ ଅଧୀନରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉଠାଇ ଓଡ଼ିଶାର ଲବାନ ଆଥବା ଲବାନା ସମୁଦାୟଙ୍କୁ ବଞ୍ଜାରାର ପର୍ଯ୍ୟାୟ ଭାବେ ଅନୁସୂଚିତ ଜନଜାତି (ଏସ୍‌ଟି) ତାଲିକାରେ ସାମିଲ କରିବାକୁ କେନ୍ଦ୍ର…
Read More...

ଅଞ୍ଚଳ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ‘ପ୍ରବେଶ ଉତ୍ସବ’

ପଦ୍ମପୁର, (ନିରୋଜ କୁମାର ପାଣୀ) : ସୋମବାର ଦିନ ସ୍ଥାନୀୟ ଅଞ୍ଚଳ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ନୂତନ ସମ୍ମିଳନୀ କକ୍ଷରେ ଅଧ୍ୟକ୍ଷ ଡ. ଦିଗାମ୍ବର ଚାନ୍ଦଙ୍କ ସଭାପତିତ୍ୱରେ ଯୁକ୍ତ ଦୁଇ ଶ୍ରେଣୀର ନବାଗତ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ ଜଣାଇବା ପାଇଁ ଏକ ପ୍ରବେଶ ଉତ୍ସବ ଆନନ୍ଦ ଉଲ୍ଲାସର ସହ…
Read More...

ରାଜବୋଡ଼ାସମ୍ବରରେ ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି : ୪୬ଟି ଅଭିଯୋଗର ଶୁଣାଣି, ତୁରନ୍ତ ସମାଧାନ ପାଇଁ ନିର୍ଦ୍ଦେଶ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ରାଜବୋଡ଼ାସମ୍ବର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ରବୀନ୍ଦ୍ର ନାଥ ଶତପଥୀଙ୍କ ମିଳିତ ଅଧ୍ୟକ୍ଷତାରେ ଏକ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଜିଲ୍ଲା ପରିଷଦ…
Read More...

ପାଇକମାଲରେ କାର୍ଗିଲ ବିଜୟ ଦିବସ ପାଳିତ : ବୀର ସହିଦଙ୍କୁ ଶ୍ରଦ୍ଧାଞ୍ଜଳି

ପଦ୍ମପୁର, (ନିରୋଜ କୁମାର ପାଣୀ) : କାର୍ଗିଲ ଯୁଦ୍ଧରେ ଦେଶ ପାଇଁ ସର୍ବୋଚ୍ଚ ବଳିଦାନ ଦେଇଥିବା ବୀର ସହିଦମାନଙ୍କ ସ୍ମୃତିରେ ପଦ୍ମପୁର ଉପଖଣ୍ଡ ପାଇକମାଲ ନୃସିଂହନାଥ ଧର୍ମଶାଳା ଠାରେ ‘ଶହୀଦ ମାଧୋ ସିଂ ସୈନିକ ସଂଘ’ ପକ୍ଷରୁ କାର୍ଗିଲ ବିଜୟ ଦିବସ ପାଳନ କରାଯାଇଛି । ୧୯୯୯ ମସିହାର କାର୍ଗିଲ…
Read More...

ବିଧବା ମହିଳାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଧୋକା, ଗର୍ଭବତୀ ହେବା ପରେ ଯୁବକ ଗିରଫ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ଥାନା ଅନ୍ତର୍ଗତ କେଛୋଦାଦର ଗ୍ରାମରେ ଜଣେ ବିଧବା ମହିଳାଙ୍କ ସହ ବିବାହର ପ୍ରତିଶ୍ରୁତି ଦେଇ ପ୍ରେମ ସମ୍ପର୍କ ସ୍ଥାପନ କରିବା ଏବଂ ମହିଳା ଗର୍ଭବତୀ ହେବା ପରେ ଦାୟିତ୍ୱ ନେବାକୁ ଅସ୍ୱୀକାର କରିବା ଅଭିଯୋଗରେ…
Read More...

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ବିଦ୍ୟାଳୟ ସ୍ତରୀୟ ଜ୍ଞାନବିଜ୍ଞାନ ମେଳା ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ବିଦ୍ୟାଳୟ ସ୍ତରୀୟ ଜ୍ଞାନବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମର ପ୍ରାରମ୍ଭରେ ଭଉଣୀମାନଙ୍କ ଦ୍ୱାରା ସ୍ଵାଗତ ସଙ୍ଗୀତ ଗାନ କରାଯାଇଥିଲା । ସଭାରେ ପରିଚାଳନା ସମିତିର ସଭାପତି ପୃଥ୍ବୀରାଜ ସାହୁ,…
Read More...