Browsing Tag

padampur news

ମାନବିକତା ଦେଖାଇଲେ ସମାଜସେବୀ ସୁଶାନ୍ତ ପଣ୍ଡା

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଲକରେ ଚାଲିଥାଏ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି । ଜଣେ ବ୍ୟକ୍ତି ଗୁରୁଣ୍ଡି ଗୁରୁଣ୍ଡି ଜିଲ୍ଲାପାଳଙ୍କ ପାଖକୁ ଆସୁଥିଲେ ନିଜର ସମସ୍ୟା ଜଣାଇବା ପାଇଁ । ହଠାତ୍ ତାଙ୍କ ଉପରେ ନଜର ପଡିଲା ସମାଜସେବୀ ସୁଶାନ୍ତ
Read More...

ବିଭିନ୍ନ ସମସ୍ୟାକୁ ନେଇ ଜିଲ୍ଲାପାଳଙ୍କୁ ଅଭିଯୋଗ କଲେ କଟାବାହାଲ ସରପଞ୍ଚ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଲକରେ ଆଜି ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଥିଲା । ଏହି ଅଭିଯୋଗ ଶୁଣାଣିରେ କଟାବାହାଲ ସରପଞ୍ଚ ଅର୍ପିତା ପଣ୍ଡା ମଲକେନ ଡ୍ୟାମର ଉନ୍ନତିକରଣ, କଟାବାହାଲ ଠାରେ ନୂତନ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ଏବଂ
Read More...

ପାଇକମାଲ ହାଇସ୍କୁଲରେ ସିମସିଏ ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରେକ୍ଷ୍ୟାଳୟରେ ଦୁଇଦିନ ସିମସିଏ ଶିବିର ବିଇଓ ଚୁଡ଼ାମଣି ବାରିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଶିବିରରେ ପାଇକମାଲ, ଝାରବନ୍ଧ, ପଦ୍ମପୁର ଓ ଗାଇସିଲେଟ ବ୍ଲକର ୧୯୦ ଜଣ ଶିକ୍ଷକ,
Read More...

ପୂର୍ବତନ ମନ୍ତ୍ରୀ ବିଜୟ ରଞ୍ଜନ ସିଂ ବରିହାଙ୍କ ଗଙ୍ଗା ଶ୍ରାଦ୍ଧବାର୍ଷିକୀରେ ଯୋଗଦାନ କଲେ ସାଂସଦ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ପୂର୍ବତନ ବିଧାୟକ ତଥା ମନ୍ତ୍ରୀ ସ୍ୱର୍ଗତ ବିଜୟ ରଞ୍ଜନ ସିଂ ବରିହାଙ୍କ ଗଙ୍ଗା ଶ୍ରାଦ୍ଧବାର୍ଷିକୀ ଉତ୍ସବରେ ରାଜ୍ୟ ସଭା ସାଂସଦ ନିରଞ୍ଜନ ବିଶି ମୁଖ୍ୟ ଅତିଥି ଭାବେ ଯୋଗଦେଇ ସ୍ୱର୍ଗତ ମନ୍ତ୍ରୀ ବରିହାଙ୍କ ଫୋଟୋ ଚିତ୍ରରେ ପୁଷ୍ପମାଲ୍ୟ ଦେଇ ତାଙ୍କ
Read More...

ବିନ୍ଧ୍ୟବାସିନୀ ସ୍ନାତକ ମହାବିଦ୍ୟାଳୟରେ ସାମୂହିକ ଶପଥ ପାଠୋତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବିନ୍ଧ୍ୟବାସିନୀ ସ୍ନାତକ ମହାବିଦ୍ୟାଳୟରେ ଅଧ୍ୟକ୍ଷ ଲୋହିତ କୁମାର ବାରିକଙ୍କ ତତ୍ତ୍ୱାବଧାନରେ 'ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ୨୦୨୪' ପାଳନ ଅବସରରେ ଏକ ସାମୂହିକ ଶପଥ ପାଠ କରା ଯାଇଥିଲା । ଏହି ପାଠୋତ୍ସବରେ ନିଜେ କେବେ
Read More...

ପଦ୍ମପୁର ଠାରେ ‘ପ୍ରଜ୍ଞା ପ୍ରବାହ’ର ନୂତନ ଶାଖା ଉଦ୍‌ଘାଟିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଶିଶୁ ମନ୍ଦିରଠାରେ ଜୟନାରାୟଣ ତ୍ରିପାଠୀଙ୍କ ସଭାପତିତ୍ୱରେ 'ପ୍ରଜ୍ଞା ପ୍ରବାହ'ର ନୂତନ ଶାଖା ଉଦ୍‌ଘାଟିତ ହୋଇଯାଇଛି । ଅଧ୍ୟାପକ ଦିବ୍ୟକିଶୋର ପଣ୍ଡା 'ପ୍ରଜ୍ଞା ପ୍ରବାହ' ଗଠନର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ । ପରେ ସର୍ବସମ୍ମତି କ୍ରମେ ଅଂଚଳ
Read More...

ଜର୍ଣ୍ଣାଲିଷ୍ଟ ଏସୋସିଏସନ୍‌ ଝାରବନ୍ଧର ନୂଆଁଖାଇ ଭେଟ୍‌ଘାଟ୍‌ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଜର୍ଣ୍ଣାଲିଷ୍ଟ ଏସୋସିଏସନ୍‌ ଝାରବନ୍ଧର ପ୍ରଥମ ବାର୍ଷିକ ଉତ୍ସବ ତଥା ନୂଆଁଖାଇ ଭେଟ୍‌ଘାଟ୍‌ ଝାରବନ୍ଧ ଆର୍‌ଏମ୍‌ସି ବଜାର ପ୍ରାଙ୍ଗଣରେ ଜର୍ଣ୍ଣାଲିଷ୍ଟ ଏସୋସିଏସନ୍‌ ଝାରବନ୍ଧର ସଭାପତି ମୋତିଲାଲ ବାଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ
Read More...

ଶ୍ରୀ ଶ୍ରୀ ନୃସିଂହନାଥ ବ୍ରାହ୍ମଣ ସମାଜର ୨୫ତମ ବାର୍ଷିକ ଉତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପ୍ରସିଦ୍ଧ ଗନ୍ଧମାର୍ଦ୍ଦନ ପର୍ବତର ପାଦଦେଶରେ ଥିବା ଶ୍ରୀ ଶ୍ରୀ ନୃସିଂହନାଥ ମନ୍ଦିର ପରିସରରେ ଥିବା ବ୍ରାହ୍ମଣ ସମାଜର ସଂସ୍କୃତି ମଣ୍ଡପ ଠାରେ ୨୫ତମ ବାର୍ଷିକ ଉତ୍ସବ (ରୌପ୍ୟ ଜୟନ୍ତୀ) ଶନିବାର ଅନୁଷ୍ଠିତ ହୋଇଯାଇଛି । ଶୁକ୍ରବାର ସନ୍ଧ୍ୟାରେ ପାଇକମାଲ ଶିବ
Read More...

ପାଇକମାଲ ହାଇସ୍କୁଲରେ ସାଇନିଂଙ୍ଗ ଷ୍ଟାର୍‌ ସମ୍ୱର୍ଦ୍ଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ସରକାରୀ ଉଚ୍ଚ ବିଦ୍ୟାଳୟରେ ସାଇନିଂଙ୍ଗ ଷ୍ଟାର୍‌ ପ୍ରଧାନ ଶିକ୍ଷକ ଦ୍ଵାଦଶ କୁମାର ପଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହାର ମୁଖ୍ୟ ଅତିଥି ଭାବରେ ରାଧେଶ୍ୟମ ମେହେର ଯୋଗଦାନ କରିଥିଲେ । ଗୋଟିଏ ହାତରେ ପୁସ୍ତକ ଧରି ଅନ୍ୟ ହାତରେ
Read More...

ବ୍ଲକସ୍ତରୀୟ ବିଜ୍ଞାନ ମେଳାର ପ୍ରସ୍ତୁତି ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସ୍ଥାନୀୟ ରାଜବୋଡ଼ାସମ୍ବର୍ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବ୍ଲକସ୍ତରୀୟ ବିଜ୍ଞାନ ମେଳାର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବ୍ଲକ ଶିକ୍ଷା ଅଧିକାରୀ ଲୋକନାଥ ଭୋଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ଏବିଇଓ ଶିବପ୍ରସାଦ ଯୋଶୀ, ରାମସିଂ ଭୋଇ,
Read More...