Browsing Tag

padampur news

ପୁଝାରୀପାଲି ଗ୍ରାମରେ ପୋଲିସର ଜନସମ୍ପର୍କ କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ପୋଲିସ ଉପଖଣ୍ଡର ଜଗଦଲପୁର ଥାନା ଅନ୍ତର୍ଗତ ପୁଝାରୀପାଲି ଗ୍ରାମ ଠାରେ ବରଗଡ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମିନାଙ୍କ ନିର୍ଦ୍ଦେଶ କ୍ରମେ ପୋଲିସର ଏକ ଜନସମ୍ପର୍କ ତଥା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ…
Read More...

ପାଇକମାଲ ହାଇସ୍କୁଲରେ ବିଦେଶୀ ଗବେଷକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ସରକାରୀ ଉଚ୍ଚ ବିଦ୍ୟାଳୟକୁ ଆୟରଲ୍ୟାଣ୍ଡ ସ୍ଥିତ କର୍କାଇ ବିଶ୍ଵ ବିଦ୍ୟାଳୟର ଶିକ୍ଷା ବିଭାଗ ଦକ୍ଷିଣ ଏସିଆ ମୁଖ୍ୟ ଡ. ହବ ଲିଡିଆ ଗୁଜ ଓ ତାଙ୍କ ସହଯୋଗୀ ପରିଦର୍ଶନ କରିବା ପାଇଁ ଆସିଥିଲେ । ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ…
Read More...

ମନଭଙ୍ଗ ଗ୍ରାମରେ ପୋଲିସର ଜନ ସଂପର୍କ ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ନିର୍ଦ୍ଦେଶ କ୍ରମେ ପଦ୍ମପୁର ଉପଖଣ୍ଡ ପାଇକମାଲ ଥାନା ଅନ୍ତର୍ଗତ ମନଭଙ୍ଗ ଡେମ ଠାରେ ପାଇକମାଲ ପୋଲିସ ପକ୍ଷରୁ ଏକ ଜନ ସଂପର୍କ ଶିବିର ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମନଭଙ୍ଗ,…
Read More...

ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଝାରବନ୍ଧ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋୟଲ ଏବଂ…
Read More...

ବିରେନ୍ଦ୍ର କୁମାର ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଲକ ଅନ୍ତର୍ଗତ କଠଉମାଲ ସ୍ଥିତ ବିରେନ୍ଦ୍ର କୁମାର ଡିଗ୍ରୀ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପୂର୍ବତନ ବିଧାୟକ ସ୍ୱର୍ଗତ ବିରେନ୍ଦ୍ର କୁମାର ସାହୁଙ୍କ ୯୧ତମ ଜନ୍ମଜୟନ୍ତୀ ଅବସରରେ…
Read More...

ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ଦୀପ୍ତିପୁର ଠାରେ ଜିଲ୍ଲା ସ୍ତରୀୟ କର୍ମୀ ସମ୍ମିଳନୀ ଓ ମାତୃ ପ୍ରକୋଷ୍ଠ…

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ଦୀପ୍ତିପୁର ଠାରେ ଜିଲ୍ଲା ସ୍ତରୀୟ କର୍ମୀ ସମ୍ମିଳନୀ ଓ ମାତୃ ପ୍ରକୋଷ୍ଠ ଉଦ୍‌ଘାଟିତ ହୋଇଯାଇଛି । ଏହି ଉଦ୍‌ଘାଟନୀ ଉତ୍ସବରେ ବରଗଡ ଜିଲ୍ଲାର ସମସ୍ତ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ…
Read More...

ଚତୁର୍ଥ ପଦ୍ମପୁର ଲୋକ ମହୋତ୍ସବ ସାଂସ୍କୃତିକ ପର୍ବରେ ଜବନିକା

ଶେଷ ରଜନୀରେ ଗର୍ଜିଲା ମଞ୍ଚ ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସ୍ଥାନୀୟ ଅଶୋକ ଖେଳ ପଡିଆ ଠାରେ ଟାଉନ କ୍ଲବ ପଦ୍ମପୁର ତରଫରୁ ଆୟୋଜିତ ଚତୁର୍ଥ ପଦ୍ମପୁର ଲୋକ ମହୋତ୍ସବ ଶେଷ ସନ୍ଧ୍ୟାରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ଓ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ସାଂସଦୀୟ ବ୍ୟାପାର…
Read More...

ପଦ୍ମପୁର ସବଡ଼ିଭିଜନ ସାମ୍ବାଦିକ ସଂଘର ବୈଠକ

ନୃସିଂହନାଥରେ ଶୀଘ୍ର ସାମ୍ବାଦିକ ଭବନ ନିର୍ମାଣ ପାଇଁ ଆଲୋଚନା ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ମନଭଙ୍ଗ ଡ୍ୟାମ ପରିସରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ପଦ୍ମପୁର ସବଡ଼ିଭିଜନ ସାମ୍ବାଦିକ ସଂଘର ଏକ ବୈଠକ ସଭାପତି ବଡ ଶତପଥିଙ୍କ ଅଧ୍ୟକ୍ଷତାରେ ରବିବାର…
Read More...

୨୪ କୁଣ୍ଡୀୟ ଗାୟିତ୍ରୀ ମହାଯଜ୍ଞ ଉପଲକ୍ଷେ ଭୁମିପୂଜନ ଓ ଦେବ ଦମ୍ପତି ସମ୍ମିଳନୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଝାରଵନ୍ଧ ବ୍ଲକ ବିଳାସପୁର ଗ୍ରାମ ପଞ୍ଚାୟତ ଅର୍ନ୍ତଗତ ଇସ୍କିନ୍ଦା ଗ୍ରାମରେ ୨୪ କୁଣ୍ଡିୟ ଗାୟିତ୍ରୀ ମହାଯଜ୍ଞ ନିମନ୍ତେ ଭୂମି ପୂଜନ ଓ ଦେବ ଦମ୍ପତି ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଅଖିଳ ବିଶ୍ଵ ଗାୟତ୍ରୀ ପରିବାର ଝାରବନ୍ଧ ବ୍ଲକ…
Read More...

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ୪୦ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ୪୦ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ସଭାପତି ପୃଥିରାଜ ସାହୁଙ୍କ ସଭାପତିତ୍ଵରେ ଅନୁଷ୍ଠିତ ସଭାକାର୍ଯ୍ୟରେ ୮୦ ଜଣ ଭାଇ ଭଉଣୀମାନଙ୍କ ସ୍ୱାଗତ ସଂଗୀତ ଗାନ କରିଥିଲେ । ବରଗଡ଼ ସାଂସଦ ପ୍ରଦୀପ…
Read More...