Browsing Tag

padampur news

ନୃସିଂହନାଥରେ ପହଞ୍ଚିଲେ ତିନି ଠାକୁର : ବାହୁଡା ଯାତ୍ରା ସମ୍ପନ୍ନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ମାଉସୀମା ମନ୍ଦିରରୁ ନୃସିଂହନାଥ ଦୀର୍ଘ ୪ କି.ମି. ରଥରେ ତିନି ଠାକୁରଙ୍କୁ ଅପରାହ୍ନ ୩ଟାରେ ରଥରେ ବସାଇ ଟାଣି ଟାଣି ସନ୍ଧ୍ୟା ସାଢ଼େ ୮ଟାରେ ନୃସିଂହନାଥ ମନ୍ଦିରକୁ ଅଣାଯାଇଛି । ସିଆଳିଲତାରେ ରଥ ବନ୍ଧା ଯାଇ ଗୋଟିଏ ପାର୍ଶ୍ବ…
Read More...

ଭୂତମୁଣ୍ଡା-ଇଚ୍ଛାପୁର ରାସ୍ତା ଅତ୍ୟନ୍ତ ଶୋଚନୀୟ : ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ କାଂସଡା ପଞ୍ଚାୟତ ଭୂତମୁଣ୍ଡା- ଇଚ୍ଛାପୁର (ଢେଙ୍କିମୁଣ୍ଡା) କଚ୍ଚା ରାସ୍ତା ବର୍ଷା ହେତୁ ଅତ୍ୟନ୍ତ ଶୋଚନୀୟ ହୋଇପଡ଼ିଛି । ଏହି ଗାଁ ଭୂତମୁଣ୍ଡା ଠାରୁ ୧ କି.ମି. ଦୂରରେ ଅବସ୍ଥିତ । ଏହି ଗାଁରେ ଅନେକ ବର୍ଷ ହେବ ୬୦ରୁ…
Read More...

ଫାୟାର ଅଫିସ ରାସ୍ତା ଅତ୍ୟନ୍ତ ଶୋଚନୀୟ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଜର୍ଜଗଡ଼ ଗ୍ରାମରେ ବ୍ଲକର ଅଧିକାଂଶ ଅଫିସ ରହିଛି । ଫାୟାର ଅଫିସ ଓ କୃଷି କାର୍ଯ୍ୟାଳୟ ଗୋଟିଏ ସ୍ଥାନରେ ରହିଛି ତଥା ଏହି ଅଂଚଳରେ ଅଧିକାଂଶ ଜର୍ଜଗଡ଼ର ଲୋକେ ବସବାସ କରନ୍ତି । ମୁଖ୍ୟରାସ୍ତାରୁ ଫାୟାର ଅଫିସ…
Read More...

ନୃସିଂହନାଥ ହାଇସ୍କୁଲରେ ଛାତ୍ରଛାତ୍ରୀଙ୍କ ପ୍ରବେଶ ଉତ୍ସବ ସହ ବୃକ୍ଷରୋପଣ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ସ୍ଥିତ ନୃସିଂହନାଥ ଏସ୍‌ଏସ୍‌ଡି ହାଇସ୍କୁଲ ପରିସରରେ ବୁଧବାର ନୂତନ ଛାତ୍ରୀଛାତ୍ରଙ୍କ ପ୍ରବେଶ ଉତ୍ସବ ସହ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଷଷ୍ଠ ଶ୍ରେଣୀର ୮୮ ଜଣ ଛାତ୍ରଛାତ୍ରୀଙ୍କୁ ଫୁଲ ଚନ୍ଦନ ଦେଇ…
Read More...

ଅଞ୍ଚଳ ମହାବିଦ୍ୟାଳୟରେ ନୂତନ ଅଧ୍ୟକ୍ଷଙ୍କୁ ଭବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟର ନୂତନ ସମ୍ମିଳନୀ କକ୍ଷରେ ଯୁକ୍ତ ଦୁଇ ବିଭାଗର ଭାରପ୍ରାପ୍ତ ଅଧିକାରୀ ପ୍ରଫେସର ପ୍ରଭାତ କୁମାର ମହାପାତ୍ରଙ୍କ ସଭାପତିତ୍ୱ ତଥା ମହାବିଦ୍ୟାଳୟ କର୍ମଚାରୀ ସଂଘ ତରଫରୁ ନବନିଯୁକ୍ତ ଅଧ୍ୟକ୍ଷ ଡ. ଦିଗାମ୍ବର ଚାନ୍ଦଙ୍କୁ ଏକ ଭବ୍ୟ…
Read More...

ଅଞ୍ଚଳ ମହାବିଦ୍ୟାଳୟରେ ନୂତନ ଅଧ୍ୟକ୍ଷ ଭାବେ ଡ. ଦିଗାମ୍ବର ଚାନ୍ଦଙ୍କ ଯୋଗଦାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ଏକ ଗୌରବମୟ ପରିବେଶ ମଧ୍ୟରେ ଗତ ସୋମବାର ଦିନ ଡ. ଦିଗାମ୍ବର ଚାନ୍ଦ ମହା ବିଦ୍ୟାଳୟର ନୂତନ ଅଧ୍ୟକ୍ଷ ଭାବରେ ଆନୁଷ୍ଠାନିକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । କୃଷି ଅର୍ଥନୀତି, ସ୍ଥାୟୀ ବିକାଶ ଏବଂ ଜଳବାୟୁ ପରିବର୍ତ୍ତନ…
Read More...

ପାଇକମାଲ ଲାୟନ୍ସ କ୍ଲବ ସଭାପତିଙ୍କ ଜନ୍ମବାର୍ଷିକୀ ପାଳନ ଅବସରରେ ଚାରା ବିତରଣ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ଲାୟନ୍ସ କ୍ଲବର ସଭାପତି ଆନନ୍ଦ ଅଗ୍ରୱାଲଙ୍କ ଜନ୍ମ ବାର୍ଷିକୀ ପାଳନ ଅବସରରେ ଲାୟନ୍ସ କ୍ଲବ ପାଇକମାଲ, ନୃସିଂହନାଥ ତରଫରୁ ଚାରା ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଲାୟନ୍ସ କ୍ଲବ ପାଇକମାଲର ସଭାପତି ଶ୍ରୀ ଅଗ୍ରୱାଲଙ୍କ…
Read More...

ବିନ୍ଧ୍ୟବାସିନୀ ସ୍ନାତକ ମହା ବିଦ୍ୟାଳୟରେ ବନ ମହୋତ୍ସବ କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବିନ୍ଧ୍ୟବାସିନୀ ସ୍ନାତକ ମହା ବିଦ୍ୟାଳୟ ପରିସରରେ ଏନ୍.ଏସ୍. ଏସ୍. ଓ ଯୁବ ରେଡକ୍ରସ୍ ପକ୍ଷରୁ ବନମହୋତ୍ସବ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଅଧ୍ୟକ୍ଷ ଲୋହିତ କୁମାର ବାରିକଙ୍କ ଅଧ୍ୟକ୍ଷତାରେ ପ୍ରଥମେ ଏକ ସଭା ଅନୁଷ୍ଠିତ ହୋଇ…
Read More...

ଡୁମ୍ବେରବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବନ ମହୋତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ମାଣ୍ଡୋସିଲ ପଞ୍ଚାୟତ ଡୁମ୍ବେରବାହାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବନ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ହୃଷିକେଶ ବାଗଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବରେ ପାଇକମାଲ…
Read More...

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ର ଶିଶୁ ବାଟିବା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଶିଶୁ ମାନଙ୍କ ଦ୍ୱାରା ସ୍ୱାଗତ ସଙ୍ଗୀତ ଗାନ କରାଯାଇଥିଲା । ମୁଖ୍ୟ ଅତିଥି ଭାବରେ ସ୍ଥାନୀୟ ଅଞ୍ଚଳ ମହା ବିଦ୍ୟାଳୟର ଅଧ୍ୟାପିକା…
Read More...