Browsing Tag

padampur news

ବନଦୁର୍ଗା ମନ୍ଦିରରେ ବ୍ରହ୍ମଚାରିଣୀ ଦେବୀଙ୍କ ପୂଜା

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ମାଁ ଦୁର୍ଗାଙ୍କ ନବରାତ୍ରର ଦ୍ୱିତୀୟ ଦିନରେ ପଦ୍ମପୁର ସ୍ଥିତ ଦୁର୍ଗା ମନ୍ଦିର ଠାରେ ମାଁ ବ୍ରହ୍ମଚାରିଣୀ ଦେବୀଙ୍କ ପୂଜା ଅନୁଷ୍ଠିତ ହୋଇଯାଇଛି । କର୍ତ୍ତା ଭାବରେ ଅନିଲ କୁମାର ବେହେରା ଓ ତାଙ୍କ ସହଧର୍ମିଣୀ ସୁଦେଷ୍ଣା ବେହେରା ପଣ୍ଡିତ ରଘୁନାଥ
Read More...

ଆଧାର ସେଣ୍ଟର ଅନିୟମିତତା ହେଉ ଥିବାରୁ ଲୋକେ ଅସନ୍ତୋଷ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସରକାରଙ୍କ ଦ୍ଵାରା ପରିଚାଳିତ ଗୁରୁତ୍ୱପୂର୍ଣ୍ଣ ପ୍ରମାଣପତ୍ର ଆଧାର କାର୍ଡ ବର୍ତ୍ତମାନ ସମୟରେ ସମସ୍ତ କାର୍ଯ୍ୟରେ ବ୍ୟବହାର କରାଯାଉଛି । ଯେଉଁ ମାନଙ୍କର ଆଧାର କାର୍ଡ ନାହିଁ ସେମାନେ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନାରୁ ବଞ୍ଚିତ ହେଉଛନ୍ତି,
Read More...

ପାଇକମାଲରେ ଅଗ୍ରସେନ ଜୟନ୍ତୀ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ସ୍ଥିତ ନୃସିଂହନାଥ ଧର୍ମଶାଳା ଠାରେ ଅଗ୍ରୱାଲ ସମାଜ ତରଫରୁ ଅଗ୍ରସେନ ଜୟନ୍ତୀ ଗୁରୁବାର ପାଳିତ ହୋଇଯାଇଛି । ଏନେଇ ଅନୁଷ୍ଠିତ ସଭାରେ ଅଗ୍ରୱାଲ ସମାଜ ରାଜେଶ ଅଗ୍ରୱାଲ ଅଧ୍ୟକ୍ଷତା କରଥିଲେ । ମୁଖ୍ୟ ଅତିଥିଭାବେ ବଲାଙ୍ଗିରର ବବିତା
Read More...

ବନଦୁର୍ଗା ଶାରଦୀୟ ନବରାତ୍ରୀ ଦୁର୍ଗାପୂଜାର ପୂର୍ଣ୍ଣ କଳସ ଶୋଭାଯାତ୍ରା

ପ୍ରଥମ ଦିନରେ ଶୈଳୀପୂତ୍ରୀ ବେଶରେ ମାଁଙ୍କ ପୂଜାର୍ଚ୍ଚନା ଅନୁଷ୍ଠିତ ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସ୍ଥିତ ବନଦୁର୍ଗା ମନ୍ଦିରରେ ୧୮ ତମ ବର୍ଷ ସାର୍ବଜନୀନ ନବରାତ୍ରୀ ଦୁର୍ଗାପୂଜାର ଆଜି ପୂର୍ଣ୍ଣ କଳସ ଶୋଭା ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଆଜି ଆଶ୍ୱିନ ଶୁକ୍ଲପକ୍ଷ
Read More...

ପାଇକମାଲରେ ନବରାତ୍ର ଦୁର୍ଗାପୂଜା କଳସ ଯାତ୍ରା

ସାମିଲ ହେଲେ ବରଗଡ଼ ସାଂସଦ ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ସକାଳ ୯ଟା ସମୟରେ ପାଇକମାଲ ସାର୍ବଜନୀନ ନବରାତ୍ର ଦୁର୍ଗାପୂଜା ଉପଲେକ୍ଷ କଳସ ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ପ୍ରାୟ ସକାଳ ୯ଟା ସମୟରେ ସହସ୍ରାଧିକ ମହିଳା ଓ ପୁରୁଷ ଦୁର୍ଗା ମାଁଙ୍କ ମନ୍ଦିରରୁ ଏକ ଶୋଭାଯାତ୍ରାରେ
Read More...

ନୃସିଂହନାଥ ହାଇସ୍କୁଲରେ ବନ୍ୟଜନ୍ତୁ ସୁରକ୍ଷା ସପ୍ତାହ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପାଇକମାଲ ବ୍ଲକ ନୃସିଂହନାଥ ହାଇ ସ୍କୁଲରେ ବୁଧବାର ବନ୍ୟଜନ୍ତୁ ସୁରକ୍ଷା ସପ୍ତାହ ପାଳନ ହୋଇଯାଇଛି । ବୁଧବାର ସକାଳ ୮ଟାରେ ହାଇସ୍କୁଲର ସମସ୍ତ ଛାତ୍ରଛାତ୍ରୀ ବନ୍ୟଜନ୍ତୁଙ୍କୁ ସୁରକ୍ଷା ପାଇଁ ବିଭିନ୍ନ ସ୍ଲୋଗାନ ଦେଇ ଜର୍ଜଗଡ଼ ଗ୍ରାମକୁ ଏକ
Read More...

ଗାନ୍ଧୀ ଜୟନ୍ତୀ ଅବସରରେ ସ୍ୱଚ୍ଛ ଭାରତ ମିଶନ ତରଫରୁ ସଫେଇ ଅଭିଯାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପାଇକମାଲ ଠାରେ ଭାରତୀୟ ଜନତା ପାର୍ଟି ସ୍ୱଚ୍ଛ ଭାରତ ମିଶନ ଜିଲ୍ଲା ସଂଯୋଜକ ସରୋଜ କୁମାର ସାମଲଙ୍କ ନେତୃତ୍ୱରେ ଆଜି ପାଇକମାଲ ସହର ବିଭିନ୍ନ ଗଲିକନ୍ଦି ସମେତ ଅବର୍ଜନା ଗଦା ହେଉଥିବାର ସ୍ଥାନ ମାନଙ୍କରେ ସଫେଇ କାମ ତ୍ୱରାନ୍ୱିତ କରାଯାଇଥିଲା । ଏଥିରେ
Read More...

ଗାନ୍ଧୀ ଜୟନ୍ତୀରେ ଗନ୍ଧମାର୍ଦ୍ଦନ ସୁରକ୍ଷା ଯୁବ ପରିଷଦ ଆନ୍ଦୋଳନ ପାଇଁ ରୂପରେଖ ପ୍ରସ୍ତୁତି

ଅହିଂସା ମାର୍ଗରେ ପରିଚାଳିତ ଗନ୍ଧମାର୍ଦ୍ଦନ ସୁରକ୍ଷା ଆନ୍ଦୋଳନ ଚିର ସ୍ମରଣୀୟ ପଦ୍ମପୁର, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡ଼ିଶାର ଗନ୍ଧମାର୍ଦ୍ଦନ ପାହାଡ଼ର ପାଦଦେଶରେ ଥିବା ପ୍ରାଚୀନ ପ୍ରସିଦ୍ଧ ତୀର୍ଥକ୍ଷେତ୍ର ଶ୍ରୀ ଶ୍ରୀ ନୃସିଂହନାଥ ମନ୍ଦିର ପରିସରରେ ଥିବା ଗାନ୍ଧୀ ସମାଧି ସ୍ଥଳରେ
Read More...

ପାଇକମାଲ ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ସରକାରୀ ଉଚ୍ଚ ବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ଜ୍ୟୋତିର୍ମୟୀ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଗାନ୍ଧୀ ଓ ଶାସ୍ତ୍ରୀଜୀଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ
Read More...

ଲଖମରା କ୍ଲଷ୍ଟରସ୍ତରୀୟ ସୁରଭି ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଲଖମରା ସରକାରୀ ନୋଡାଲ ଜଗନ୍ନାଥ ହାଇସ୍କୁଲ ପରିସରରେ କ୍ଲଷ୍ଟରସ୍ତରୀୟ ସୁରଭି କାର୍ଯ୍ୟକ୍ରମ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଉଦ୍‌ଘାଟନୀ ସଭାରେ ମୁଖ୍ୟ ଅତିଥି ଭାବେମୁଖ୍ୟ ବକ୍ତା ସମ୍ମାନିତ ଅତିଥି
Read More...