Browsing Tag

padampur news

ପୂର୍ଣ୍ଣାରେ କ୍ଲଷ୍ଟରସ୍ତରୀୟ ବୈଠକ

ପିଲାଙ୍କ ପ୍ରଗତିରେ ମୌଖିକ ଭାଷାର ଭୂମିକା ଗୁରୁତ୍ୱପୂର୍ଣ୍ଣ ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପ ବିଜେପୁର ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅନ୍ତର୍ଗତ ପୂର୍ଣ୍ଣା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଚତୁର୍ଥ ମାସିକ କ୍ଲଷ୍ଟରସ୍ତରୀୟ ବୈଠକ ଶନିବାର ଅନୁଷ୍ଠିତ
Read More...

ଯୁବ ରେଡ୍‌କ୍ରସ୍ ଶାଖାର ପ୍ରବେଶିକା କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ମହିଳା ଡ଼ିଗ୍ରୀ ମହାବିଦ୍ୟାଳୟ ପରିସର ମଧ୍ୟରେ ଅଧ୍ୟକ୍ଷା ଶ୍ରୀମତୀ କଳ୍ପନାରାଣୀ ନାଥଙ୍କ ସଭାପତିତ୍ୱରେ ଯୁବ ରେଡ୍‌କ୍ରସ୍ ଶାଖାର ପ୍ରବେଶିକା କ୍ରା୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ଜିଲ୍ଲା ରେଡ୍‌କ୍ରସ୍ ସଂଯୋଜକ ପରମାନନ୍ଦ ରଥ ମୁଖ୍ୟ
Read More...

ଶିକ୍ଷାରେ କୃତ୍ରିମ ବୁଦ୍ଧିମତା ଏକ ଆହ୍ୱାନ : ପ୍ରଫେସର ଦୟାନନ୍ଦ ସଂସନ୍ୱାଲ୍

ପଦ୍ମପୁର ଅଞ୍ଚଳ ମହା ବିଦ୍ୟାଳୟରେ ଜାତୀୟ ସଂପାନ ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହା ବିଦ୍ୟାଳୟର ସମ୍ମିଳନୀ ପ୍ରକୋଷ୍ଠରେ ଅଧ୍ୟକ୍ଷ ପ୍ରୋ. ଲଳିତ ମୋହନ ପଣ୍ଡାଙ୍କ ସଭାପତିତ୍ୱରେ ଓଡ଼ିଶା ରାଜ୍ୟ ଉଚ୍ଚ ଶିକ୍ଷା ପରିଷଦ ଦ୍ୱାରା ପ୍ରାୟୋଜିତ 'ଶିକ୍ଷାରେ କୃତ୍ରିମ
Read More...

ପଦ୍ମପୁର ଶ୍ରୀ ଶ୍ରୀ ଲକ୍ଷ୍ମୀନାରାୟଣ ମନ୍ଦିରରେ ଭାଗବତ ଜନ୍ମୋତ୍ସୋବ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପବିତ୍ର ଭାଦ୍ରବ ପୂର୍ଣ୍ଣିମା ତିଥିରେ ଓଡ଼ିଆ ମତ ଅନୁଯାଇ ଭାଗବତ ଜନ୍ମ ଉପଲକ୍ଷେ ଭାଗବତ ପଠନ ଏବଂ ପୂଜାର୍ଚ୍ଚନା କରାଯାଇଛି । ସେହି ଉପଲକ୍ଷେ ପଦ୍ମପୁର ସ୍ଥିତ ଶ୍ରୀ ଶ୍ରୀ ଲକ୍ଷ୍ମୀନାରାୟଣ ପ୍ରଭୁଙ୍କର ମନ୍ଦିରରେ ଭାଗବତ ଜନ୍ମ ଉପଲକ୍ଷେ ପ୍ରଭୁଙ୍କର
Read More...

ଅବହେଳିତ ମଲକେନ ଡ୍ୟାମର ଭାଗ୍ୟ ବଦଳିବ କେବେ : ପର୍ଯ୍ୟଟନସ୍ଥଳୀର ମାନ୍ୟତା ପାଇଲା କିନ୍ତୁ ହୋଇପାରିଲା ନାହିଁ…

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ସଦର ମହକୁମା ଠାରୁ ପ୍ରାୟ ୮୦ କି.ମି,ପଦ୍ମପୁର ଉପଖଣ୍ଡ ଠାରୁ ପ୍ରାୟ ୨୦ କି. ମି ଓ ଗାଇସିଲେଟ ବ୍ଲକ ହେଡକ୍ୱାଟର୍ସ ଠାରୁ ମାତ୍ର ୧୫ କି. ମି. ଦୂରରେ କଟାବାହାଲ ଠାରେ ରହିଛି ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ମଲକେନ ଡ୍ୟାମ୍‌ । ଏହି
Read More...

ପରିବେଶ ପ୍ରେମୀଙ୍କୁ ଅବହେଳା : ମିଳିନି ‘ପ୍ରକୃତି ମିତ୍ର’ ଓ ‘ପ୍ରକୃତି ବନ୍ଧୁ’ ପୁରସ୍କାର

ପଦ୍ମପୁର, (ନିରୋଜ କୁମାର ପାଣୀ) : ସାମ୍ପ୍ରତିକ ସ୍ଥିତିରେ ଜଳ ବାୟୁର ଅନିୟମିତତା ଓ ପାଣିପାଗର ଦ୍ରୁତ ପରିବର୍ତ୍ତନ ସମଗ୍ର ଜୀବଜଗତର ସ୍ଥିତି ପାଇଁ ମୁଖ୍ୟ ସମସ୍ୟା ଓ ଚିନ୍ତାର ବିଷୟ । ଜୀବଜଗତ ତିଷ୍ଠି ରହିବା ପାଇଁ ପରିବେଶ ସଂରକ୍ଷଣ ଓ ବୃକ୍ଷରୋପଣ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ।
Read More...

ପାଇକମାଲରେ କୋଶଲ ଅସ୍ମିତା ରଥ

କୋଶଲୀକୁ ମିଳୁ ସାମ୍ବିଧାନିକ ସ୍ୱୀକୃତି ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପାଇକମାଲ ଠାରେ ପହଁଚିଛି କୋଶଲ ଅସ୍ମିତା ରଥ । ପାଇକମାଲ ସହରରେ କୋଶଲ କଳାକାର ସଂଘ ତରଫରୁ ଭବ୍ୟ ସ୍ୱାଗତ କରାଯାଇଥିଲା । ସଂଘର ସଭାପତି ଟାଇଲ ଚନ୍ଦ୍ର ଭୋଇ, ଚାଷୀନେତା ପନ୍ନାଲାଲ ସେଠ, ନୃସିଂନାଥ
Read More...

ପାଇକମାଲ ବ୍ଲକସ୍ତରୀୟ ସୁଭଦ୍ରା ଚିତ୍ରକଳା ପ୍ରତିଯୋଗିତା

ପଦ୍ମପୁର, (ନିରୋଜ କୁମାର ପାଣୀ) : ମହିଳା ମାନଙ୍କୁ ସଶକ୍ତି କରଣ ସକାଶେ ଓଡ଼ିଶା ସରକାରଙ୍କ 'ସୁଭଦ୍ରା' ଯୋଜନାକୁ ସଫଳ କରିବା ଉଦ୍ଦେଶ୍ୟରେ ଶିକ୍ଷା ବିଭାଗ ପକ୍ଷରୁ ନବମ ଶ୍ରେଣୀରୁ ଦ୍ଵାଦଶ ଶ୍ରେଣୀ ଛାତ୍ରୀ ମାନଙ୍କ ମଧ୍ୟରେ ବ୍ଲକସ୍ତରୀୟ 'ଚିତ୍ରକଳା ପ୍ରତିଯୋଗିତା' ପାଇକମାଲ ଯମୁନା କନ୍ଧୁଣୀ
Read More...

ଶାନ୍ତି ନଗରରେ ଅନନ୍ତମୁଖୀ ବ୍ରତ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଶାନ୍ତିନଗର ସ୍ଥିତ ମାଉସୀ ମାଁ ମନ୍ଦିର ଗୃହରେ ଶାନ୍ତି ନଗର ମାଉସି ମାଁ ମାନଙ୍କ ତତ୍ୱାବଧାନରେ ଅନନ୍ତମୁଖୀ ବ୍ରତ ଉତ୍ସବ ମହାଆଡମ୍ବର ସହକାରେ ପାଳନ ହୋଇଯାଇଛି । ପୂଜକ ଅତ୍ରାହି ଭଞ୍ଜନ ପାଣିଗ୍ରାହୀ ସମସ୍ତ ପୂଜାକାର୍ଯ୍ୟ ତୁଲାଇଥିବା ବେଳେ
Read More...

ସାର୍ବଜନୀନ ଦୁର୍ଗାପୂଜା ନିମନ୍ତେ ସମନ୍ଵୟ ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ରାଜବାଟୀ ପରିସରରେ ମଧ୍ୟରେ ଆୟୋଜନ ହେବାକୁ ଥିବା ସାର୍ବଜନୀନ ଦୁର୍ଗାପୂଜା ୨୦୨୪ ପାଳନ ନିମନ୍ତେ ଏକ ସମନ୍ଵୟ ବୈଠକ ପଦ୍ମପୁର ଅତିରିକ୍ତ ଜିଲ୍ଲାପାଳ କୁନାଳ ମୋତିରାମ ଚଭନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ସଭା ପ୍ରାରମ୍ଭରେ
Read More...