Browsing Tag

padampur news

ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ସାମାଜିକ ଆବେଗିକ ଶିକ୍ଷଣ ଓ ବିକଶିତ ଭାରତ @୨୦୪୭ ଉପରେ ଜାତୀୟ ସଂପାନର ଉଦ୍‌ଘାଟନୀ…

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟର ସମ୍ମିଳନୀ ପ୍ରକୋଷ୍ଠରେ ଅଧ୍ୟକ୍ଷ ଲଳିତ ମୋହନ ପଣ୍ଡାଙ୍କ ସଭାପତିତ୍ୱରେ ଆଇସିଏସ୍‌ଏସ୍‌ଆର୍‌, ନୂଆଦିଲ୍ଲୀ ଦ୍ଵାରା ପ୍ରାୟୋଜିତ ଜାତୀୟ ସଂପାନ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମର ପ୍ରାରମ୍ଭରେ ଶ୍ରୀ ପଣ୍ଡା…
Read More...

କୋଶଳି ଭାଷାକୁ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ସାମିଲ ପାଇଁ ଲୋକସଭାରେ ସରକାରଙ୍କ ଦୃଷ୍ଟି ଆକର୍ଷଣ କଲେ ବରଗଡ ସାଂସଦ…

ପଦ୍ମପୁର, (ନିରୋଜ କୁମାର ପାଣୀ) : ଲୋକସଭାରେ ଶୀତକାଳୀନ ଅଧିବେଶନ ଚାଲିଥିବା ବେଳେ ଆଜି ଦ୍ୱିତୀୟ ଦିନରେ କୋଶଳି ଭାଷାକୁ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ସାମିଲ କରିବା ସହ ଓଡିଶା ସରକାରଙ୍କ ସରକାରୀ ଭାଷାର ମାନ୍ୟତା ଦେବାପାଇଁ ଲୋକସଭାରେ ବରଗଡ ସାଂସଦ ପ୍ରଦୀପ ପୁରୋହିତ ପ୍ରସଙ୍ଗ ଉଠାଇ…
Read More...

ମଲଦା କେନ୍ଦ୍ରରେ କୁଲୁତା ସମାଜର ବୈଠକ

ସଭାପତି ଭାବେ ବିନୋଦ ବିଶ୍ୱାଳ ମନୋନୀତ ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଭେଙ୍ଗରାଜପୁର ପଞ୍ଚାୟତର ମଲଦା ସ୍ତରୀୟ ବିଶାଶହେ କୁଲୁତା ସମାଜ ପକ୍ଷରୁ ଏକ ସଭା ମଲଦା ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ କୁଲୁତା ସମାଜର ଏକତାକୁ ନେଇ ପୁଙ୍ଖାନୁପୁଙ୍ଖ…
Read More...

ପାଇକମାଲ ବିନ୍ଧ୍ୟ ବାସିନୀ ସ୍ନାତକ ମହାବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବିନ୍ଧ୍ୟ ବାସିନୀ ସ୍ନାତକ ମହା ବିଦ୍ୟାଳୟରେ ଅଧ୍ୟକ୍ଷ ଲୋହିତ କୁମାର ବାରିକଙ୍କ ଅଧ୍ୟକ୍ଷତାରେ ୭୫ତମ ଜାତୀୟ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି । ୨୬ ନଭେମ୍ବର ୧୯୯୪ ମସିହାରେ ଭାରତରେ ସମ୍ବିଧାନକୁ ଗ୍ରହଣ କଲାପରେ ଏହି ଦିବସକୁ…
Read More...

ପୁରେନାରେ ସମ୍ବିଧାନ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସ୍ଥିତ ପୁରେନା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ପରିସରରେ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି । ପ୍ରଧାନଶିକ୍ଷକ ରେଣୁଧର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ପୂର୍ବତନ ଅବସର ପ୍ରାପ୍ତ ଶିକ୍ଷକ ଟିକେଲାଲ୍ ସାହୁ ମୁଖ୍ୟଅତିଥି ଭାବରେ ଯୋଗଦାନ…
Read More...

ପାଇକମାଲ ବ୍ଲକ କାର୍ଯ୍ୟାଳୟରେ ମିଳିତ ଜନ ଶୁଣାଣି

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପାଇକମାଲ ବ୍ଲକ କାର୍ଯ୍ୟାଳୟରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବରଗଡ଼ ଜିଲ୍ଲାପାଳ ଆଦିତ୍ୟ ଗୋଏଲ, ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନା…
Read More...

ପାଇକମାଲ ହାଇସ୍କୁଲରେ ମାନକ ଲିଖନ ପ୍ରତିଯୋଗିତା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ସରକାରୀ ଉଚ୍ଚ ବିଦ୍ୟାଳୟରେ ଭାରତ ସରକାରଙ୍କ ଖାଦ୍ୟ ଓ ଯୋଗାଣ ବିଭାଗ ତରଫରୁ ମାନକ ଲିଖନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ପାନୀୟ ଜଳ ପ୍ୟାକେଜ୍‌ ବିଷୟରେ ପ୍ରତିଯୋଗିତାରେ ୬୦ ଜଣ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିଲେ ।…
Read More...

ଜିଲ୍ଲାସ୍ତରୀୟ ଜୁନିୟର ରେଡ୍‌କ୍ରସ୍‌ ଶିବିର ଉଦ୍‌ଘାଟିତ

ନିଃସ୍ଵାର୍ଥପର ସେବା ହିଁ ଈଶ୍ଵର ପ୍ରାପ୍ତିର ପ୍ରକୃଷ୍ଟ ମାଧ୍ୟମ ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ବିଜେପୁର ହାଇସ୍କୁଲରେ ଜିଲ୍ଲାସ୍ତରୀୟ ଜୁନିୟର ରେଡ୍‌କ୍ରସ୍‌ ଶିବିର ଉଦ୍‌ଘାଟିତ ହୋଇଯାଇଛି । ଜିଲ୍ଲା ପରିଷଦ ସଭ୍ୟ ସୁଶାନ୍ତ କୁମାର ଗଡତ୍ୟା ମୁଖ୍ୟ…
Read More...

ପ୍ରଧାନ ଶିକ୍ଷକ ଦ୍ଵାଦଶ ପ୍ରଧାନଙ୍କୁ ଡକ୍ଟରେଟ୍ ଉପାଧି

ପଦ୍ମପୁର, (ନିରୋଜ କୁମାର ପାଣୀ) : ରାଜ୍ୟର ସର୍ବଶ୍ରେଷ୍ଠ ଉଚ୍ଚ ବିଦ୍ୟାଳୟ ଭାବେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରାପ୍ତ ପାଇକମାଲ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ତଥା ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରାପ୍ତ ଶ୍ରେଷ୍ଠ ପ୍ରଧାନ ଶିକ୍ଷକ ଦ୍ଵାଦଶ କୁମାର ପଧାନ ଗୋଆରେ ଗତ ୨୩…
Read More...

ବ୍ଲକ ଶିକ୍ଷା କାର୍ଯ୍ୟାଳୟରେ ବରିଷ୍ଠ କିରାଣୀଙ୍କ ଯୋଗଦାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ରାଜବୋଡ଼ାସମ୍ବର ବ୍ଲକ ଶିକ୍ଷା କାର୍ଯ୍ୟାଳୟ ପଦ୍ମପୁରରେ ଦୀପକ ପଣ୍ଡା ଆଜି ଯୋଗଦାନ କରିଛନ୍ତି । ତାଙ୍କୁ ବ୍ଲକ ଶିକ୍ଷା ଅଧିକାରୀ ଲୋକନାଥ ଭୋଇ ଫୁଲ ତୋଡା ଦେଇ ସ୍ୱାଗତ କରିଥିଲେ । ଏହି ସ୍ୱାଗତ ସମାରୋହରେ ଏବିଇଓ ଶିବପ୍ରସାଦ ଯୋଶୀ, ଦିଲ୍ଲୀପ ଭୋଇ,…
Read More...