ପ୍ରଥମ ପଦ୍ମପୁର ପ୍ରିମିୟର ଲିଗ ୨୦୨୪ ଉଦ୍ଘାଟିତ
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସ୍ଥାନୀୟ ରାଜବୋଡାସାମ୍ବର ଉଚ୍ଚ ବିଦ୍ୟାଳୟ ଖେଳ ପଡିଆ ଠାରେ ପ୍ରଥମ ପଦ୍ମପୁର ପ୍ରିମିୟର ଲିଗ ୨୦୨୪ ଉଦ୍ଘାଟିତ ହୋଇଯାଇଛି । ଟାଉନ୍ କ୍ଲବ ପଦ୍ମପୁର ତରଫରୁ ଆୟୋଜିତ ଏହି ଟୁର୍ଣ୍ଣାମେଣ୍ଟରେ ମୋଟ୍ ୮ଟି ଦଳ ଭିତରେ ଖେଳା ହେଉଥିବା ଏହି ପ୍ରିମିୟର!-->…
Read More...
Read More...