Browsing Tag

padampur news

ନୃସିଂହନାଥରେ କାର୍ତ୍ତିକ ମେଳା ଉଦ୍‌ଯାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ତୀର୍ଥକ୍ଷେତ୍ର ନୃସିଂହନାଥ ପୀଠରେ ୫ ଦିନ ଧରି ଚାଲିଥିବା ପଞ୍ଚୁକ ବୁଡ ଶେଷ ସହ କାର୍ତ୍ତିକ ମେଳା ଉଦ୍‌ଯାପିତ ହୋଇଯାଇଛି । ପଞ୍ଚୁକ ୫ ଦିନ ଯାକ ଏଠାରେ ମାଁ, ଉଭଣୀ ମାନେ ଶହଶହ ସଂଖ୍ୟାରେ ଏକତ୍ରିତ ହୋଇ ଭୋରରୁ ଝରଣାରେ ଗାଧୋଇ…
Read More...

ରାମାୟଣ ନବାହ ପାରାୟଣ ଉଦ୍‌ଯାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁରର ହନୁମାନପଡା ସ୍ଥିତ ହନୁମାନଙ୍କ ମନ୍ଦିର ପ୍ରାଙ୍ଗଣର କାଳୀମଣ୍ଡପରେ ୯ ଦିନ ଧରି ଚାଲିଥିବା ରାମାୟଣ ନବାହ ପାରାୟଣ ମହାସମାରୋହରେ ଉଦ୍‌ଯାପିତ ହୋଇଯାଇଛି । ବ୍ୟାସକାର ନାରାୟଣ ଓଝା ଓ ତାଙ୍କର ସାଥୀଙ୍କ ଦ୍ଵାରା ଅତି ସୁନ୍ଦର ଉପସ୍ଥାପନା ଏକ…
Read More...

ପାଇକମାଲ କୁବେର ସାଇର ବୋଇତ ବନ୍ଦାଣ ସହ ବାର୍ଷିକ ଉତ୍ସବ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ କୁବେର ସାଇର ବୋଇତ ବନ୍ଦାଣ ସହ ବାର୍ଷିକ ଉତ୍ସବ ସାଲେପାଲି ଡ୍ୟାମ ଶିବ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି । ଆଜି ସକାଳୁ ପାଇକମାଲ କୁବେର ସାଇର ସମସ୍ତ ସଦସ୍ୟ ଓ ସଦସ୍ୟା ମାନେ ପ୍ରଥମେ ସାଲେପାଲି ଖଣ୍ତିଝରଣ ଡ୍ୟାମରେ…
Read More...

ଜେନିଥ୍ ଲାୟନ୍ସ ଗୁରୁକୁଳରେ ଶିଶୁ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସହର ସ୍ଥିତ ଜେନିଥ୍ ଲାୟନ୍ସ ଗୁରୁକୁଳରେ ଶିଶୁଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟର ଅଧ୍ୟକ୍ଷ ଡ. ମନୋଜ କୁମାର ପଣ୍ଡାଙ୍କ ତତ୍ତ୍ଵାବଧାନରେ ଏହି କାର୍ଯ୍ୟକ୍ରମଟି ସୁଚାରୁ ରୂପେ ପରିଚାଳିତ ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ପଦ୍ମପୁର କୋର୍ଟର ଉପ…
Read More...

ଶିଶୁ ଦିବସ ଅବସରରେ ବୈତାଳି ସିଆର୍‌ସିସିଙ୍କ ନିଆରା ପ୍ରୟାସ

ତହଁକ କାର୍ଯ୍ୟକ୍ରମରେ ସମ୍ବର୍ଦ୍ଧିତ ହେଲେ ଶିଶୁ ତଥା ଶିକ୍ଷକ ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ବୈତାଳି କ୍ଲଷ୍ଟରର ସିଆର୍‌ସିସି ଦିବସ କୁମାର ସାହୁ ନିଜ କ୍ଲଷ୍ଟର ସ୍ତରରେ ଛାତ୍ରଛାତ୍ରୀ ତଥା ଶିକ୍ଷାର ସାମଗ୍ରିକ ବିକାଶ ପାଇଁ ଅନେକ ଅଭିନବ…
Read More...

ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ଶିଶୁ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ଶିଶୁ ଦିବସ ପାଳିତ ହୋଇଯାଇଛି । ଭାରତ ବର୍ଷର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହାରଲାଲ ନେହେରୁଙ୍କ ଜନ୍ମ ଦିବସକୁ ସାରା ଦେଶରେ ଶିଶୁ ଦିବସ ରୂପେ ମହାଆଡମ୍ବରରେ ପାଳନ କରାଯାଉଛି । ଏହି କାର୍ଯ୍ୟକ୍ରମରେ ପ୍ରଧାନ…
Read More...

ବିନ୍ଧ୍ୟବାସିନୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉଦ୍‌ଯାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବିନ୍ଧ୍ୟବାସିନୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ କ୍ରୀଡା ବୁଧବାର ଉଦ୍‌ଯାପିତ ହୋଇଯାଇଛି । ମଙ୍ଗଳବାର ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ପାଇକମାଲ ବ୍ଲକ ଏବିଓ ରାଧେଶ୍ୟାମ ମେହେର ଯୋଗଦେଇ ବାର୍ଷିକ କ୍ରୀଡାକୁ ଉଦ୍‌ଘାଟନ କରିଥିଲେ ।…
Read More...

ପଦ୍ମପୁର ପ୍ରିଣ୍ଟ ମିଡିଆ ସଂଘ ଗଠିତ : ସଭାପତି ଭାବରେ କିରଟି ସାହୁ ଓ ସମ୍ପାଦକ ଭାବେ ଡିଲେଶ୍ୱର ବାଗ ଚୟନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସ୍ଥାନୀୟ ଉଦୟନାଥ ଭବନ ଠାରେ ପଦ୍ମପୁର ସାମ୍ବାଦିକ ସଂଘର ଏକ ବୈଠକ ବରିଷ୍ଠ ସାମ୍ବାଦିକ ଲାଲ ବିହାରି ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ସଂଘର କାର୍ଯ୍ୟକାରିଣୀ କମିଟିରେ ସର୍ବ ସମ୍ମତି କ୍ରମେ କିରଟି ସାହୁ ସଭାପତି, ଡିଲେଶ୍ଵର…
Read More...

ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟ ଛାତ୍ରାବାସର ପ୍ରୀମୀୟର ଲିଗ୍ ଉଦ୍‌ଯାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟ ଛାତ୍ରାବାସର ଚାରିଦିନ ଧରି ଚାଲିଥିବା ହଷ୍ଟେଲ ପ୍ରିମୀୟର ଲିଗ୍ ଉଦଯାପିତ ହୋଇ ସାରିଛି । ଉକ୍ତ କାର୍ଯ୍ୟକ୍ରମରେ ମହା ବିଦ୍ୟାଳୟର ଅଧ୍ୟକ୍ଷ ଲଳିତ ମୋହନ ପଣ୍ଡା ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି ରନର୍ ଅଫ ଟିମ୍ ଫୋନେକ୍ସ…
Read More...

ଶ୍ରୀ ଶ୍ରୀ ଶ୍ରୀ ଚିତ୍ରଗୁପ୍ତ ଦେବଙ୍କ ମନ୍ଦିର ଓ କଲ୍ୟାଣ ମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ସମାପନ

ପଦ୍ମପୁର, (ନିରୋଜ କୁମାର ପାଣୀ) : କରଣ ସମାଜର ଇଷ୍ଟ ପୂଜ୍ୟ ଦେବତା ଆର୍ଯ୍ୟ ଦେବ ଶ୍ରୀ ଶ୍ରୀ ଶ୍ରୀ ଚିତ୍ରଗୁପ୍ତ ଦେବଙ୍କର ମନ୍ଦିର ନିର୍ମାଣ ଓ କରଣ ସମାଜର ଏକ କଲ୍ୟାଣ ମଣ୍ଡପ ନିର୍ମାଣ ପାଇଁ ଆଜି ପଦ୍ମପୁର କରଣ ସମାଜ ତରଫରୁ ଭୂମି ପୂଜନ ଶାସ୍ତ୍ରୀୟ ରୀତିନୀତି ଅନୁସାରେ ସମାପନ ହୋଇଯାଇଛି ।…
Read More...