ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ଜାତୀୟ କ୍ରୀଡା ଦିବସ ପାଳନ
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟର ସମ୍ମିଳନୀ ପ୍ରକୋଷ୍ଠରେ ଅଧ୍ୟକ୍ଷ ଲଳିତ ମୋହନ ପଣ୍ଡାଙ୍କ ସଭାପତିତ୍ୱରେ ଜାତୀୟ କ୍ରୀଡା ଦିବସ ପାଳନ କରାଯାଇଛି । ଏହି ଅବସରରେ ଶ୍ରୀ ପଣ୍ଡା ପ୍ରଥମେ ସମସ୍ତଙ୍କୁ ସ୍ଵାଗତ ଜଣାଇ ନିଜ ଅଭିଭାଷଣରେ କ୍ରୀଡାର ଉପଯୋଗୀତା ଉପରେ!-->…
Read More...
Read More...