Browsing Tag

padampur news

ପାଇକମାଲ ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଆଦିତ୍ୟ ଗୋୟଲ ଏବଂ ପଦ୍ମପୁର ଅତିରିକ୍ତ ଜିଲ୍ଲାପାଳ କୃଣାଲ ମୋତିରାମ ଚୌହାନଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଏବଂ ଅତିତିକ୍ତ ଜିଲ୍ଲାପାଳଙ୍କ
Read More...

ଜିଲ୍ଲାସ୍ତରୀୟ ଫୁଟବଲ ପ୍ରତିଯୋଗିତା ୨୦୨୪

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ୍‌ ମିନି ଷ୍ଟାଡିୟମ ଠାରେ ଜିଲ୍ଲାସ୍ତରୀୟ ୧୭ ବର୍ଷରୁ କମ ବାଳକ ଓ ବାଳିକା ଫୁଟବଲ ପ୍ରତିଯୋଗିତା ଉଦ୍‌ଘାଟିତ ହୋଇଯାଇଛି । ଜିଲ୍ଲା ଶିକ୍ଷାବିଭାଗ ତରଫରୁ ଆୟୋଜିତ ଏହି ପ୍ରତିଯୋଗିତାରେ ମୁଖ୍ୟ ଅତିଥି ଭାବରେ
Read More...

ପାଇକମାଲ ହାଇସ୍କୁଲରେ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ସରକାରୀ ଉଚ୍ଚ ବିଦ୍ୟାଳୟ ଅଡିଟୋରିଅମ୍‌ରେ ପାଇକମାଲ ବ୍ଲକର ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ କୁଇଜ୍ ପ୍ରତିଯୋଗିତା ବିଇଓ ଚୁଡ଼ାମଣି ବାରିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟଅତିଥି ଡିଇଓ ରାଧାକାନ୍ତ ଛତ୍ରୀ
Read More...

ଜଗଦଲପୁର ମଣ୍ତଳରେ ସଦସ୍ୟତା ଅଭିଯାନ କର୍ମଶାଳା

ପଦ୍ମପୁର, (ନିରୋଜ କୁମାର ପାଣୀ) : ଭାରତୀୟ ଜନତା ପାର୍ଟି ପଦ୍ମପୁର ନିର୍ବାଚନ ମଣ୍ଡଳୀ ଜଗଦଲପୁର ମଣ୍ତଳ ପକ୍ଷରୁ ନିଲିଜିପତ୍ରା ଛକଠାରେ ମଣ୍ତଳ ସଭାପତି ହରେକୃଷ୍ଣ ପଟେଲ ଅଧ୍ୟକ୍ଷତା ସଦସ୍ୟତା ଅଭିଯାନ କର୍ମଶାଳା ଅନୁଷ୍ଠିତ ହୋଇଥିଲା । ବୈଠକରେ ରାଜ୍ୟ ଆଦିବାସୀ ମୋର୍ଚ୍ଚା ସଂପାଦକ ତଥା
Read More...

ସରସ୍ଵତୀ ଶିଶୁ ମନ୍ଦିରରେ ଜନ୍ମାଷ୍ଟମୀ ଉତ୍ସବ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅନ୍ତର୍ଗତ ସର୍ଗିବାହାଲ ସରସ୍ଵତୀ ଶିଶୁ ମନ୍ଦିରରେ ଜନ୍ମାଷ୍ଟମୀ ଉତ୍ସବ ପାଳିତ ହୋଇଯାଇଛି । ଏହି ଅବସରରେ ଶିଶୁ ବାଟିକା ଓ ଦିବା ପର୍ଯ୍ୟାୟର ଶିଶୁ ଭାଇଭଉଣୀମାନେ ରାଧାକୃଷ୍ଣ ଓ ସୁଦାମା ବେଶରେ ସଜ୍ଜିତ ହୋଇଆସିଥିଲେ । ପ୍ରଥମେ ରାଧାକୃଷ୍ଣଙ୍କୁ
Read More...

ସାର୍ବଜନୀନ ଦୁର୍ଗାପୂଜା ଉପହାର କୁପନ ଓ ସହାୟତା ରାଶି ବହି ଉନ୍ମୋଚିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ରାଜଭାଟୀ ସ୍ଥିତ ଦୁର୍ଗା ମଣ୍ଡପରେ ସାର୍ବଜନୀନ ଦୁର୍ଗାପୂଜା କମିଟୀର ଚଳିତ ବର୍ଷର ଉପହାର କୁପନ ଓ ସହାୟତା ରାଶି ବହି ଶ୍ରୀକୃଷ୍ଣ ଜନ୍ମାଷ୍ଟମୀର ଶୁଭ ମୂହୁର୍ତ୍ତରେ ମାଆ ଦୂର୍ଗାଙ୍କ ପୂଜାର୍ଚ୍ଚନା ଓ ଆଶୀର୍ବାଦ ନେଇ ବହି ଗୁଡିକ ଉନ୍ମୋଚିତ
Read More...

ମାଣ୍ଡୋସିଲ +୨ କଲେଜରେ ନୂତନ ଅଧ୍ୟକ୍ଷଙ୍କ କାର୍ଯ୍ୟଭାର ଗ୍ରହଣ

ପଦ୍ମପୁର, (ନିରୋଜ କୁମାର ପାଣୀ ) : ପଦ୍ମପୁର ଉପଖଣ୍ଡ ପାଇକମାଳ ବ୍ଳକ ମାଣ୍ଡୋସିଲ +୨ କଲେଜରେ ନୂତନ ଅଧ୍ୟକ୍ଷ ଭାବରେ ଅଧ୍ୟାପକ ପରମେଶ୍ୱର ସାହୁ କାର୍ଯ୍ୟଭାର ଗ୍ରହଣ କରିଛନ୍ତି । ଏହି ସମୟରେ ସମସ୍ତ ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ଓ ଛାତ୍ରଛାତ୍ରୀ ଉପସ୍ଥିତ ଥାଇ ଶୁଭେଚ୍ଛା ଜଣାଇଛନ୍ତି ।
Read More...

ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟସ୍ତରୀୟ ବିଜ୍ଞାନମେଳା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇସାରିଛି । ଏହି ଅବସରରେ ଅନୁଷ୍ଠିତ ସଭାରେ ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନ ଶିକ୍ଷକ ଗୋପାଳଜୀ ପ୍ରସାଦ ପାଣିଗ୍ରାହୀ ସଭାପତିତ୍ୱ କରିଥିଲେ ।
Read More...

ଲାୟନ୍ସ କ୍ଲବ ପକ୍ଷରୁ ନୃସିଂହନାଥରେ ପ୍ରତିଷ୍ଠା ଦିବସ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ଲାୟନ୍ସ କ୍ଲବର ପ୍ରତିଷ୍ଠା ଦିବସ ଦାଦିଜୀ ହୋଟେଲ ରେମହା ଆଡମ୍ବରରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସଭାପତି ଗୋବର୍ଦ୍ଧନ ଅଗ୍ରୱାଲ ନେତୃତ୍ଵରେ ସଭା ଆୟୋଜନ ହୋଇଥିଲା । ମୁଖ୍ୟଅତିଥି ଭାବେ ପ୍ରଦୀପ ବଂଶଲ,
Read More...

ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସମଗ୍ର ଶିକ୍ଷା ବରଗଡ଼ ସୌଜନ୍ୟରୁ ଓ ରାଜ ବୋଡ଼ାସମ୍ବର ବ୍ଲକ ଶିକ୍ଷା ଆନୁକୁଲ୍ୟରେ ଛାତ୍ରଛାତ୍ରୀଙ୍କର ବୈଜ୍ଞାନିକ ଓ ଆବିଷ୍କାର ମନୋବୃତ୍ତିକୁ ଉତ୍ସାହିତ କରିବା ପାଇଁ ଉଦ୍ଦିଷ୍ଟ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ସମ୍ପର୍କିତ ବ୍ଲକସ୍ତରୀୟ କୁଇଜ ପ୍ରତିଯୋଗିତା
Read More...