Browsing Tag

padampur news

ପଦ୍ମପୁରରେ ପ୍ରାଥମିକ ଶିକ୍ଷକ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରକାରୀ ବାଳିକା ମାଧ୍ୟମିକ ବିଦ୍ୟାଳୟ ପରିସର ମଧ୍ୟରେ ପ୍ରଥମ ପର୍ଯ୍ୟାୟ ତ୍ରିଦିବସୀୟ ଉଚ୍ଚ ପ୍ରାଥମିକ ଶିକ୍ଷକ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ହୋଇଯାଇଛି । ବ୍ଲକ ଶିକ୍ଷା ଅଧିକାରୀ ଲୋକନାଥ ଭୋଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ପାଇକମାଲ…
Read More...

ବରଗଡ଼-ନୂଆପଡ଼ା ରେଳପଥ କାର୍ଯ୍ୟ ତରାନ୍ୱିତ କରିବାକୁ ପୂର୍ବତଟ ରେଳବାଇ ଜିଏମ୍‌ଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼-ନୂଆପଡ଼ା ରେଳ ଲାଇନ୍ କାର୍ଯ୍ୟ ତରାନ୍ୱିତ କରିବା ନେଇ ଆଜି ପୂର୍ବତଟ ରେଳବାଇ ଜେନେରାଲ୍ ମ୍ୟାନେଜର ପରମେଶ୍ୱର ଫୁଙ୍କୱାଲଙ୍କ ସହ ଆଜି ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ସବିଶେଷ ଆଲୋଚନା କରିଛନ୍ତି । ଏହି ଅବସରରେ ଶ୍ରୀ ଫୁଙ୍କୱାଲ୍ କହିଛନ୍ତି ଯେ, ରେଲୱେ…
Read More...

ଶ୍ରୀ ଶ୍ରୀ ନୃସିଂହନାଥ ମନ୍ଦିର ଓ ଗନ୍ଧମାର୍ଦ୍ଦନ ପର୍ବତର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବୀପତ୍ର ପ୍ରଦାନ

ଓଡ଼ିଶାର ବୃହତ୍ ଦ୍ଵିତୀୟ ଚିଡ଼ିଆଖାନା ହେଉ ନୃସିଂହନାଥରେ ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଲୋକସଭା କ୍ଷେତ୍ରର ସାଂସଦ ତଥା ଗନ୍ଧମାର୍ଦ୍ଦନ ଆନ୍ଦୋଳନର ପୁରୋଧା ପ୍ରଦୀପ ପୁରୋହିତଙ୍କ ତତ୍ତ୍ଵାବଧାନରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ, ଉପ-ମୁଖ୍ୟ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ,…
Read More...

ଓଡିଶାର ସ୍ୱାର୍ଥ ସ୍ୱାଭିମାନ ପାଇଁ ପାଇକମାଲରେ ବିଜେଡିର ଜନ ସମ୍ପର୍କ ପଦଯାତ୍ରା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପାଇକମାଲରେ ବିଧାୟିକା ବର୍ଷା ସିଂ ବରିହାଙ୍କର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ବିଜୁ ଜନତା ଦଳର ଏକ ବିରାଟ ଜନସମ୍ପର୍କ ପଦଯାତ୍ରା ବୁଧବାର ଅନୁଷ୍ଠିତ ହୋଇଯାଇଛି । ପାଇକମାଲ ହାଇସ୍କୁଲ ପଡିଆ ଠାରୁ ଆରମ୍ଭ ହୋଇଥିବା ଏହି…
Read More...

ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟ ଅର୍ଥନୀତି ବିଭାଗରେ ସଂପାନ୍ନ କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଅର୍ଥନୀତି ବିଭାଗର ସମ୍ମିଳନୀ ପ୍ରକୋଷ୍ଠରେ ଏକ ସଂପାନ୍ନ ବିଭାଗୀୟ ମୁଖ୍ୟ ପ୍ରାଧ୍ୟାପକ ଡ. ବିରଞ୍ଚି ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା । ସଂପାନ୍ନ ଶୀର୍ଷକ "ଅର୍ଥଶାସ୍ତ୍ରର ମୁଖ୍ୟ ନୀତି" ଉପରେ ପ୍ରଥମ ସେମିଷ୍ଟରର ଛାତ୍ରଛାତ୍ରୀ ମାନେ ତାଙ୍କର…
Read More...

ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଭୁକ୍ତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଡୁମ୍ବେରବାହାଲ ଠାରେ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୪ କାର୍ଯ୍ୟକ୍ରମ ଗତ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଆୟୋଜିତ ହୋଇଥିବା ବିଭିନ୍ନ…
Read More...

ଅଦିନିଆଁ ବର୍ଷା ଯୋଗୁଁ ଧାନ ଫସଲ ନଷ୍ଟ : ଅତିରିକ୍ତ ଜିଲ୍ଲାପାଳଙ୍କ ନିକଟରେ ଦାବୀପତ୍ର ପ୍ରଦାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପାଇକମାଲ ବ୍ଲକ କେର୍ମେଲାବାହାଲ ପଞ୍ଚାୟତ ଅଧିନସ୍ଥ ବିଜାଡ଼ିହ ଗ୍ରାମର କେତେକ ଚାଷୀ ପଦ୍ମପୁର ଅତିରିକ୍ତ ଜିଲ୍ଲାପାଳଙ୍କ ନିକଟରେ ଏକ ଦାବୀପତ୍ର ପ୍ରଦାନ କରିଛନ୍ତି । ସୂଚନା ଅନୁସାରେ ଗତ ୧୯ ଶନିବାର ଦିନ ପବନ ବହିବା ସଙ୍ଗେ ଅଦିନିଆଁ ପ୍ରବଳ…
Read More...

ଶିଶୁ ନାଟ୍ୟ କର୍ମଶାଳା ଉଦ୍‌ଯାପିତ ଓ ଶ୍ରବଣ କୁମାର ପ୍ରଦର୍ଶିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଢୋଲବନ୍ଧ ଗ୍ରାମରେ ସଚେତନ ହେମା ଅନୁଷ୍ଠାନ ତଥା ସଙ୍ଗୀତ ନାଟକ ଏକାଡେମୀ ନୂଆଦିଲ୍ଲୀ ସହଯୋଗରେ ଚାଲିଥିବା ଶିଶୁ ନାଟ୍ୟ କର୍ମଶାଳା ଉଦ୍‌ଯାପିତ ହୋଇ ଯାଇଛି । ଦୀର୍ଘ ୭ ଦିନ ଧରି ଚାଲିଥିବା ଏହି ଶିକ୍ଷଣୀୟ ଶିବିରରେ ଆଖପାଖ ଅଞ୍ଚଳର ୨୫ ଜଣ…
Read More...

ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବ୍ଲକସ୍ତରୀୟ ଆନ୍ତର୍ଜାତୀୟ ବାଳିକା ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବ୍ଲକସ୍ତରୀୟ ଆନ୍ତର୍ଜାତୀୟ ବାଳିକା ଦିବସ ପାଳିତ ହୋଇଯାଇଛି । ରଜ ବୋଡାସମ୍ବର୍ ବ୍ଲକର ଗୋଷ୍ଠୀ ଶିକ୍ଷା ଅଧିକାରୀ ଲୋକନାଥ ଭୋଇ ଏହି ସଭାରେ ସଭାପତିତ୍ୱ କରିଥିବା ବେଳେ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ଶିବ…
Read More...

ଶ୍ରୀ ଶ୍ରୀ ନୃସିଂହନାଥ ବ୍ରାହ୍ମଣ ସମାଜ ପକ୍ଷରୁ ବାର୍ଷିକ ଉତ୍ସବ ଓ ରୌପ୍ୟ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଶ୍ରୀ ଶ୍ରୀ ନୃସିଂହନାଥ ବ୍ରାହ୍ମଣ ସମାଜ ପକ୍ଷରୁ ବାର୍ଷିକ ଉତ୍ସବ (ରୌପ୍ୟ ଜୟନ୍ତୀ) ଏବଂ ଗାୟତ୍ରୀ ଯଜ୍ଞ ପାଳନ ପାଇଁ ଏକ ପ୍ରସ୍ତୁତି ବୈଠକ ନୃସିଂହନାଥ ଠାରେ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ୨୫ ତାରିଖ ଦିନ କଳସ ଯାତ୍ରା ଏବଂ ୨୬ ତାରିଖ ଦିନ ଗାୟତ୍ରୀ…
Read More...