Browsing Tag

padampur news

ବର୍ଷିୟାନ ରାଜନେତା, ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ବିୟୋଗରେ ଶୋକ

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ଓଡ଼ିଶାର ବର୍ଷିୟାନ ରାଜନେତା, ପୂର୍ବତନ ମନ୍ତ୍ରୀ ଡ଼ା. ଦାମୋଦର ରାଉତଙ୍କ ବିୟୋଗରେ ନବୀନର ସମ୍ପାଦକ ତଥା ବରିଷ୍ଠ ସାମ୍ବାଦିକ ରବି ରଥ ଗଭୀର ଶୋକ ପ୍ରକାଶ କରିବା ସହ ରାଜ୍ୟ ରାଜନୀତିରେ ଜଣେ ବିଚକ୍ଷଣ ରାଜନେତାଙ୍କୁ ହରାଇଲା ବୋଲି କହିଛନ୍ତି । ତାଙ୍କ ସହ
Read More...

ପାଇକମାଲ ହାଇସ୍କୁଲରେ ବିଶ୍ଵ ବନ ଦିବସ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ସରକାରୀ ଉଚ୍ଚ ବିଦ୍ୟାଳୟରେ ବିଶ୍ଵ ବନ ଦିବସ ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ଜ୍ୟୋତିର୍ମୟୀ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପ୍ରକୃତି ବନ୍ଧୁ ବିଭୂତି ଭୂଷଣ ମୁଣ୍ଡ ଯୋଗଦାନ କରି ବନର
Read More...

ଅଞ୍ଚଳ ମହାବିଦ୍ୟାଳୟରେ ପ୍ରମାଣପତ୍ର ବିତରଣ ଉତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଗୁରୁବାର ଅଞ୍ଚଳ ମହାବିଦ୍ୟାଳୟ ପରିସରରେ କୋଡିଏ ଦିନ ବ୍ୟାପି ଚାଲିଥିବା ଆତ୍ମ ସୁରକ୍ଷା ତାଲିଳିମ କାର୍ଯ୍ୟକ୍ରମର ପ୍ରମାଣପତ୍ର ବିତରଣ ଉତ୍ସବ ପାଳିତ ହୋଇଯାଇଛି । ଅଧ୍ୟକ୍ଷ ଲଳିତ ମୋହନ ପଣ୍ଡା ପୌରୋହିତ୍ୟ କରି ତାଲିମପ୍ରାପ୍ତ ଛାତ୍ରୀମାନଙ୍କୁ ପ୍ରମାଣପତ୍ର
Read More...

ରାଜଧାନୀର କାନ୍ଥଚିତ୍ରରେ ଖଗେଶ୍ୱରଙ୍କ ସାଜ୍ଞାରେ ସଂଶୋଧନ ଦାବି : ମୁଖ୍ୟମନ୍ତ୍ରୀଙ୍କୁ ସ୍ମାରକପତ୍ର ଦେଲା କେଏସ୍‌କେପି

ପଦ୍ମପୁର, (ନିରୋଜ କୁମାର ପାଣୀ) : ରାଜଧାନୀର କାନ୍ଥରେ ଶୋଭା ପାଉଥିବା କବି ଖଗେଶ୍ୱର ଶେଠଙ୍କ ନାମ ସଂଶୋଧନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବରଗଡ ଜିଲ୍ଲା ବିଜେପୁର ଖଗେଶ୍ୱର ସାହିତ୍ୟ କଳା ପରିଷଦ ପକ୍ଷରୁ ବୁଧବାର ସ୍ଥାନୀୟ ତହସିଲଦାରଙ୍କ ଜରିଆରେ ଏକ ସ୍ମାରକପତ୍ର ଦିଆଯାଇଛି ।
Read More...

ଘର ହିଁ ବିଦ୍ୟାଳୟ ପ୍ରକଳ୍ପ ପ୍ରଥମ ପର୍ଯ୍ୟାୟ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଶିଶୁ ବାଟିକା ବିଭାଗର ନୂତନ ଶିକ୍ଷାବର୍ଷ ପାଇଁ ଘର ହିଁ ବିଦ୍ୟାଳୟ ପ୍ରଥମ ପର୍ଯ୍ୟାୟ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବରେ ଶିକ୍ଷା ବିକାଶ ସମିତି ଓଡିଶା ବିଦ୍ୱତ ପରିଷଦ ସଭାପତି ଡ. ବାଞ୍ଛାନିଧି ପଣ୍ଡା
Read More...

ପାଣିଛତ୍ର ଟଙ୍କା ହଡ଼ପ କରି ଅଭିଯୋଗକାରୀଙ୍କୁ ଧମକ ଦେଉଥିବା ଅଭିଯୋଗ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଗ୍ରୀଷ୍ମ ଋତୁରେ ଏପ୍ରିଲ ମାସରୁ ଜୁନ ୧୫ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ପ୍ରତ୍ୟେକ ଗ୍ରାମ ପଞ୍ଚାୟତର ବିଭିନ୍ନ ସ୍ଥାନରେ ଜଳଛତ୍ର ସ୍ଥାପନ କରାଯାଇ ସାଧାରଣ ଲୋକଙ୍କୁ ପାଣି ପିଇବାର ବ୍ୟବସ୍ଥା କରାଯାଇଥାଏ । ଏଥିପାଇଁ ସରକାରଙ୍କ ଠାରୁ ପ୍ରତି ଜଳଛତ୍ର
Read More...

ସରକାରୀ ବାଳିକା ଉଚ୍ଚବିଦ୍ୟାଳୟରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ସମ୍ବର୍ଦ୍ଧନା ସଭା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବ୍ଲକ ଶିକ୍ଷାଧିକାରୀ ଲୋକନାଥ ଭୋଇଙ୍କ ସଭାପତିତ୍ୱରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାରପ୍ରାପ୍ତ ଶିକ୍ଷକ ଓ ଛାତ୍ରମାନଙ୍କୁ ନେଇ ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ଗୋପାଳଜୀ ପ୍ରସାଦ
Read More...

ପଦ୍ମପୁର ଭେଉଁରିଆ ଛକରେ ବିପଦପୂର୍ଣ୍ଣ ଗାତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଭେଉଁରିଆ ଛକ ପୋଲିସ ସହାୟତା କେନ୍ଦ୍ର ନିକଟରେ ମୁଖ୍ୟ ବିପଦପୂର୍ଣ୍ଣ ଗାତ ସୃଷ୍ଟ ହୋଇଥିବା ଦେଖିବାକୁ ମିଳିଛି । ପାଣି ଟାଙ୍କିର ଢାଙ୍କୁଣୀ ଭାଙ୍ଗି ଯାଇଥିବାରୁ ଗାତ ଦେଖାଯାଉଛି । କେତେ ବେଳେ ଯେ କେଉଁ ଘଟଣା ଘଟିବ ତାହା କହି ହେବ ନାହିଁ ବୋଲି
Read More...

ନୂଆ-ଓ କାର୍ଯ୍ୟକ୍ରମ ମାଧ୍ୟମରେ ବିଶ୍ଵ ଓଡିଆ ଭାଷା ସମ୍ମିଳନୀର ଆଲୋଚନାଚକ୍ର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ମହିଳା ସ୍ନାତକ ମହାବିଦ୍ୟାଳୟରେ ବିଶ୍ଵ ଓଡିଆ ଭାଷା ସମ୍ମିଳନୀ ଆନୁକୁଲ୍ୟରେ “ଓଡ଼ିଆ ସାହିତ୍ୟରେ ଜଗନ୍ନାଥ ସଂସ୍କୃତି” ବିଷୟରେ ଏକ ଆଲୋଚନାଚକ୍ର ଅଧ୍ୟକ୍ଷା ଶ୍ରୀମତୀ କଳ୍ପନାରାଣୀ ନାଥଙ୍କ ସଭାପତିତ୍ଵରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଓଡ଼ିଆ
Read More...

ଶାନ୍ତି ମୈତ୍ରୀ ଉଚ୍ଚ ବିଦ୍ୟାପୀଠଠାରେ ମହାଆଡମ୍ବର ସହିତ ଭାଷା, ସାହିତ୍ୟ ଓ ସୃଜନଶୀଳତା ଉତ୍ସବ ସମାରୋହ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଲକର ଶାନ୍ତି ମୈତ୍ରୀ ଉଚ୍ଚ ବିଦ୍ୟାପୀଠ (ଭାଙ୍ଗମୁଣ୍ଡା-ବେହେରାମୁଣ୍ଡା ଛକ) ବିଦ୍ୟାଳୟରେ ଭାଷା, ସାହିତ୍ୟ ସୃଜନଶୀଳତା ଉତ୍ସବ ୨୦୨୪ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରୁକ୍ମଣ ଦିଶ୍ରୀଙ୍କ ସଭାପତିତ୍ୱରେ
Read More...