ପିପିପି ହାଇସ୍କୁଲ ବରିହାପୁଖାପାଣିର ବାର୍ଷିକ କ୍ରୀଡା
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଲକର ପିପିପି ହାଇସ୍କୁଲ ବରିହାପୁଖାପାଣିର ବାର୍ଷିକ କ୍ରୀଡା ଆଜି ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଗଙ୍ଗାଧର ଭୋଇ କ୍ରୀଡା ପତାକା ଉତ୍ତୋଳନ ପୂର୍ବକ ଏହି କାର୍ଯ୍ୟକ୍ରମର ଶୁଭ ଉଦ୍ଘାଟନ କରିଥିଲେ!-->…
Read More...
Read More...