Browsing Tag

padampur news

ପାଇକମାଲ କୃଷି କାର୍ଯ୍ୟାଳୟ ଠାରେ ପିଏମ୍ କିଶାନର ସିଧାପ୍ରସାରଣ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ କୃଷି କାର୍ଯ୍ୟାଳୟ ଠାରେ ପିଏମ୍ କିଶାନ ଉତ୍ସବ ପାଳନ କରାଯାଇଥିଲା । ପ୍ରଧାନମନ୍ତ୍ରୀ‌‌ ନରେନ୍ଦ୍ର ମୋଦୀ ମହାରାଷ୍ଟ୍ରର ଔସିମ ଠାରେ ‌ପିଏମ୍ କିଶାନର ୧୮ତମ କିସ୍ତି ୯ କୋଟି ୪୦ ଲକ୍ଷ ଚାଷୀ ଭାଇମାନଙ୍କୁ ୨୦ ହଜାର କୋଟିରୁ…
Read More...

ଜାତୀୟ ବନ୍ୟପ୍ରାଣୀ ସପ୍ତାହ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ଦୀପ୍ତିପୁର ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ଘେଁସ ବନାଞ୍ଚଳ ଅଫିସ ଆନୁକୁଲ୍ୟରେ ଜାତୀୟ ବନ୍ୟପ୍ରାଣୀ ସପ୍ତାହ ପାଳିତ ହୋଇଯାଇଛି । ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଶାନ୍ତନୁ କୁମାର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବନବିଭାଗ ତରଫରୁ…
Read More...

ବନଦୁର୍ଗା ମନ୍ଦିର ନବରାତ୍ର ଦୂର୍ଗାପୂଜା

ମାଁ ଚନ୍ଦ୍ରଘଣ୍ଟା ବେଶରେ ଭୂଷିତ ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ବନଦୁର୍ଗା ଶାରଦୀୟ ମାଁ ଦୁର୍ଗାଙ୍କ ନବରାତ୍ରର ତୃତୀୟ ଦିନରେ ପଦ୍ମପୁର ସ୍ଥିତ ଦୁର୍ଗା ମନ୍ଦିର ଠାରେ ମାଁ ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଇଛନ୍ତି । ପୂଜା କର୍ତ୍ତା ଭାବରେ ଅନିଲ କୁମାର ବେହେରା ଓ ତାଙ୍କ…
Read More...

ବନଦୁର୍ଗା ମନ୍ଦିରରେ ବ୍ରହ୍ମଚାରିଣୀ ଦେବୀଙ୍କ ପୂଜା

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ମାଁ ଦୁର୍ଗାଙ୍କ ନବରାତ୍ରର ଦ୍ୱିତୀୟ ଦିନରେ ପଦ୍ମପୁର ସ୍ଥିତ ଦୁର୍ଗା ମନ୍ଦିର ଠାରେ ମାଁ ବ୍ରହ୍ମଚାରିଣୀ ଦେବୀଙ୍କ ପୂଜା ଅନୁଷ୍ଠିତ ହୋଇଯାଇଛି । କର୍ତ୍ତା ଭାବରେ ଅନିଲ କୁମାର ବେହେରା ଓ ତାଙ୍କ ସହଧର୍ମିଣୀ ସୁଦେଷ୍ଣା ବେହେରା ପଣ୍ଡିତ ରଘୁନାଥ…
Read More...

ଆଧାର ସେଣ୍ଟର ଅନିୟମିତତା ହେଉ ଥିବାରୁ ଲୋକେ ଅସନ୍ତୋଷ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସରକାରଙ୍କ ଦ୍ଵାରା ପରିଚାଳିତ ଗୁରୁତ୍ୱପୂର୍ଣ୍ଣ ପ୍ରମାଣପତ୍ର ଆଧାର କାର୍ଡ ବର୍ତ୍ତମାନ ସମୟରେ ସମସ୍ତ କାର୍ଯ୍ୟରେ ବ୍ୟବହାର କରାଯାଉଛି । ଯେଉଁ ମାନଙ୍କର ଆଧାର କାର୍ଡ ନାହିଁ ସେମାନେ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନାରୁ ବଞ୍ଚିତ ହେଉଛନ୍ତି,…
Read More...

ପାଇକମାଲରେ ଅଗ୍ରସେନ ଜୟନ୍ତୀ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ସ୍ଥିତ ନୃସିଂହନାଥ ଧର୍ମଶାଳା ଠାରେ ଅଗ୍ରୱାଲ ସମାଜ ତରଫରୁ ଅଗ୍ରସେନ ଜୟନ୍ତୀ ଗୁରୁବାର ପାଳିତ ହୋଇଯାଇଛି । ଏନେଇ ଅନୁଷ୍ଠିତ ସଭାରେ ଅଗ୍ରୱାଲ ସମାଜ ରାଜେଶ ଅଗ୍ରୱାଲ ଅଧ୍ୟକ୍ଷତା କରଥିଲେ । ମୁଖ୍ୟ ଅତିଥିଭାବେ ବଲାଙ୍ଗିରର ବବିତା…
Read More...

ବନଦୁର୍ଗା ଶାରଦୀୟ ନବରାତ୍ରୀ ଦୁର୍ଗାପୂଜାର ପୂର୍ଣ୍ଣ କଳସ ଶୋଭାଯାତ୍ରା

ପ୍ରଥମ ଦିନରେ ଶୈଳୀପୂତ୍ରୀ ବେଶରେ ମାଁଙ୍କ ପୂଜାର୍ଚ୍ଚନା ଅନୁଷ୍ଠିତ ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସ୍ଥିତ ବନଦୁର୍ଗା ମନ୍ଦିରରେ ୧୮ ତମ ବର୍ଷ ସାର୍ବଜନୀନ ନବରାତ୍ରୀ ଦୁର୍ଗାପୂଜାର ଆଜି ପୂର୍ଣ୍ଣ କଳସ ଶୋଭା ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଆଜି ଆଶ୍ୱିନ ଶୁକ୍ଲପକ୍ଷ…
Read More...

ପାଇକମାଲରେ ନବରାତ୍ର ଦୁର୍ଗାପୂଜା କଳସ ଯାତ୍ରା

ସାମିଲ ହେଲେ ବରଗଡ଼ ସାଂସଦ ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ସକାଳ ୯ଟା ସମୟରେ ପାଇକମାଲ ସାର୍ବଜନୀନ ନବରାତ୍ର ଦୁର୍ଗାପୂଜା ଉପଲେକ୍ଷ କଳସ ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ପ୍ରାୟ ସକାଳ ୯ଟା ସମୟରେ ସହସ୍ରାଧିକ ମହିଳା ଓ ପୁରୁଷ ଦୁର୍ଗା ମାଁଙ୍କ ମନ୍ଦିରରୁ ଏକ ଶୋଭାଯାତ୍ରାରେ…
Read More...

ନୃସିଂହନାଥ ହାଇସ୍କୁଲରେ ବନ୍ୟଜନ୍ତୁ ସୁରକ୍ଷା ସପ୍ତାହ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପାଇକମାଲ ବ୍ଲକ ନୃସିଂହନାଥ ହାଇ ସ୍କୁଲରେ ବୁଧବାର ବନ୍ୟଜନ୍ତୁ ସୁରକ୍ଷା ସପ୍ତାହ ପାଳନ ହୋଇଯାଇଛି । ବୁଧବାର ସକାଳ ୮ଟାରେ ହାଇସ୍କୁଲର ସମସ୍ତ ଛାତ୍ରଛାତ୍ରୀ ବନ୍ୟଜନ୍ତୁଙ୍କୁ ସୁରକ୍ଷା ପାଇଁ ବିଭିନ୍ନ ସ୍ଲୋଗାନ ଦେଇ ଜର୍ଜଗଡ଼ ଗ୍ରାମକୁ ଏକ…
Read More...

ଗାନ୍ଧୀ ଜୟନ୍ତୀ ଅବସରରେ ସ୍ୱଚ୍ଛ ଭାରତ ମିଶନ ତରଫରୁ ସଫେଇ ଅଭିଯାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପାଇକମାଲ ଠାରେ ଭାରତୀୟ ଜନତା ପାର୍ଟି ସ୍ୱଚ୍ଛ ଭାରତ ମିଶନ ଜିଲ୍ଲା ସଂଯୋଜକ ସରୋଜ କୁମାର ସାମଲଙ୍କ ନେତୃତ୍ୱରେ ଆଜି ପାଇକମାଲ ସହର ବିଭିନ୍ନ ଗଲିକନ୍ଦି ସମେତ ଅବର୍ଜନା ଗଦା ହେଉଥିବାର ସ୍ଥାନ ମାନଙ୍କରେ ସଫେଇ କାମ ତ୍ୱରାନ୍ୱିତ କରାଯାଇଥିଲା । ଏଥିରେ…
Read More...