Browsing Tag

padampur news

ଗାନ୍ଧୀ ଜୟନ୍ତୀରେ ଗନ୍ଧମାର୍ଦ୍ଦନ ସୁରକ୍ଷା ଯୁବ ପରିଷଦ ଆନ୍ଦୋଳନ ପାଇଁ ରୂପରେଖ ପ୍ରସ୍ତୁତି

ଅହିଂସା ମାର୍ଗରେ ପରିଚାଳିତ ଗନ୍ଧମାର୍ଦ୍ଦନ ସୁରକ୍ଷା ଆନ୍ଦୋଳନ ଚିର ସ୍ମରଣୀୟ ପଦ୍ମପୁର, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡ଼ିଶାର ଗନ୍ଧମାର୍ଦ୍ଦନ ପାହାଡ଼ର ପାଦଦେଶରେ ଥିବା ପ୍ରାଚୀନ ପ୍ରସିଦ୍ଧ ତୀର୍ଥକ୍ଷେତ୍ର ଶ୍ରୀ ଶ୍ରୀ ନୃସିଂହନାଥ ମନ୍ଦିର ପରିସରରେ ଥିବା ଗାନ୍ଧୀ ସମାଧି ସ୍ଥଳରେ…
Read More...

ପାଇକମାଲ ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ସରକାରୀ ଉଚ୍ଚ ବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ଜ୍ୟୋତିର୍ମୟୀ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଗାନ୍ଧୀ ଓ ଶାସ୍ତ୍ରୀଜୀଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ…
Read More...

ଲଖମରା କ୍ଲଷ୍ଟରସ୍ତରୀୟ ସୁରଭି ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଲଖମରା ସରକାରୀ ନୋଡାଲ ଜଗନ୍ନାଥ ହାଇସ୍କୁଲ ପରିସରରେ କ୍ଲଷ୍ଟରସ୍ତରୀୟ ସୁରଭି କାର୍ଯ୍ୟକ୍ରମ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଉଦ୍‌ଘାଟନୀ ସଭାରେ ମୁଖ୍ୟ ଅତିଥି ଭାବେମୁଖ୍ୟ ବକ୍ତା ସମ୍ମାନିତ ଅତିଥି…
Read More...

ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ଅଭିଭାବକ ଏବଂ ଶିକ୍ଷକ ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ମହା ବିଦ୍ୟାଳୟ ସମ୍ମିଳନୀ ପ୍ରକୋଷ୍ଠରେ ଦୁଇ ଦିନ ବ୍ୟାପୀ ଅଭିଭାବକ ଓ ଶିକ୍ଷକ ବୈଠକ ଅଧ୍ୟକ୍ଷ ଲଳିତ ମୋହନ ପଣ୍ଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା । ଅଧ୍ୟକ୍ଷ ଲଳିତ ମୋହନ ପଣ୍ଡା ସମସ୍ତ ଅଭିଭାବକଙ୍କୁ ସ୍ଵାଗତ କରି ଛାତ୍ରଛାତ୍ରୀ ମାନଙ୍କୁ…
Read More...

ଆନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ଵଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ମହିଳା ସ୍ନାତକ ମହାବିଦ୍ୟାଳୟ ପରିସର ମଧ୍ୟରେ ମହାବିଦ୍ୟାଳୟର ଅଧ୍ୟକ୍ଷା ଶ୍ରୀମତୀ କଳ୍ପନାରଣୀ ନାଥଙ୍କ ସଭାପତିତ୍ଵରେ 'ଆନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି'ଙ୍କ ଦିବସ ପାଳନ ହୋଇଯାଇଛି । ଏହି ଅବସରରେ ଅଧ୍ୟକ୍ଷା ବରିଷ୍ଠ ନାଗରିକଙ୍କୁ କିପରି…
Read More...

‘ସ୍ଵଚ୍ଛତା ହିଁ ସେବା’ ପଥପ୍ରାନ୍ତ ନାଟକ, ନୃତ୍ୟ, ଗୀତ ମାଧ୍ୟମରେ ଜନ ସଚେତନତା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ସଦରମହକୁମା ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ଵଚ୍ଛତା ପକ୍ଷ ପାଳନ କରାଯାଇଛି । ଭାରତ ସରକାରଙ୍କର ଦ୍ଵାରା ପ୍ରାୟୋଜିତ ସ୍ଵଚ୍ଛତା କାର୍ଯ୍ୟକ୍ରମକୁ ଲୋକାଭିମୁଖୀ କରିବା ପାଇଁ 'ସ୍ଵଚ୍ଛତା ହିଁ ସେବା' ପଥପ୍ରାନ୍ତ ନାଟକ, ନୃତ୍ୟ, ଗୀତ…
Read More...

ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ସ୍ଵତନ୍ତ୍ର ଅଭିଭାବକ ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ମାତା, ପିତା, ଅଭିଭାବକ, ଅଭିଭାବିକା, ଶିକ୍ଷକ, ଶିକ୍ଷୟିତ୍ରୀଙ୍କ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଅନୁଷ୍ଠିତ ସଭାରେ ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନ ଶିକ୍ଷୟିତ୍ରୀ ଗୋପାଳଜୀ ପ୍ରସାଦ…
Read More...

ଚାଷ କାର୍ଯ୍ୟ ପୋଖରୀ ପୁନଃ ଉଦ୍ଧାର କାର୍ଯ୍ୟକ୍ରମ ସରପଞ୍ଚଙ୍କ ଦ୍ଵାରା ଶୁଭାରମ୍ଭ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ମହାଶକ୍ତି ଫାଉଣ୍ଡେସନ୍‌ ଏବଂ ଏଲ୍‌ଟିଆଇ ମାଇଣ୍ଡ ଟ୍ରି ମିଳିତ ଆନୁକୂଲ୍ୟରେ ବରତୁଣ୍ଡା ପଞ୍ଚାୟତର କଲୋନୀ ଗ୍ରାମରେ ଏକ କୃଷି ଉପଯୋଗୀ ପୋଖରୀର ପୁନରୁଦ୍ଧାର କାର୍ଯ୍ୟ ଆରମ୍ଭ କରିବା ପାଇଁ କାର୍ଯ୍ୟରତ ସରପଞ୍ଚ ରିତା ସୁନାଙ୍କ ଦ୍ଵାରା ଶୁଭାରମ୍ଭ…
Read More...

ପାଇକମାଲ ହାଇସ୍କୁଲ ଛାତ୍ରଛାତ୍ରୀଙ୍କ କୃତିତ୍ୱ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ବ୍ୟାଡମିଣ୍ଟନ୍‌, ସୁରଭି ଓ ଖୋଖୋ ପ୍ରତିଯୋଗୀତାରେ କୃତିତ୍ୱ ଅର୍ଜନ କରିଛନ୍ତି । ବ୍ୟାଡମିଣ୍ଟନ୍‌ ୧୭ ବର୍ଷରୁ କମ୍ ବର୍ଗରେ ସୁମିତ କୁମାର ପୁରୋହିତ ଜିଲ୍ଲା ସ୍ତରରେ ବିଜେତା ହୋଇ…
Read More...

ଅକ୍ଟୋବର ୩ ତାରିଖରୁ ଆରମ୍ଭ ହେବ ବନଦୁର୍ଗା ଶାରଦୀୟ ନବରାତ୍ରୀ ଦୁର୍ଗାପୂଜା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବଡ଼ ବନ୍ଦ ସ୍ଥିତ ନବଦୁର୍ଗା ମନ୍ଦିରରେ ଅକ୍ଟୋବର ୩ ତାରିଖରୁ ଆରମ୍ଭ ସାର୍ବଜନୀନ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆରମ୍ଭ ହେବ ବୋଲି ପୂଜା କମିଟି ପକ୍ଷରୁ ସୂଚନା ଦିଆଯାଇଛି । ସୂଚନାର କାର୍ଯ୍ୟସୂଚୀ ନିର୍ଦ୍ଧାରଣ ସ୍ଥିର ଅନୁସାରେ ଆଶ୍ଵିନ…
Read More...