ପ୍ରଥମ ସର୍ବ ଭାରତୀୟ ଫୁଟବଲ ଟୁର୍ନାମେଣ୍ଟର ଫାଇନାଲରେ କୁଚିଣ୍ଡା ଚମ୍ପିୟାନ
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଏଥେଲେଟିକ ଏସୋସିଏସନ ତରଫରୁ ଆୟୋଜିତ ପ୍ରଥମ ସର୍ବ ଭାରତୀୟ ଫୁଟବଲ ଟୁର୍ନାମେଣ୍ଟ ଆଜି ସ୍ଥାନୀୟ ରାଜବୋଡାସମ୍ବର ହାଇସ୍କୁଲ ପଡିଆଠାରେ ମହାସମାରୋହରେ ସମାପନ ହୋଇଯାଇଛି । ଆଜି ଫାଇନାଲ ମ୍ୟାଚରେ ଅତିଥି ଭାବରେ ପୂର୍ବତନ ମନ୍ତ୍ରୀ ତଥା ପାଟଣା!-->…
Read More...
Read More...