Browsing Tag

padampur news

ବିଞ୍ଝାଲ ସମାଜ ଯୁବଗୋଷ୍ଠୀ ପକ୍ଷରୁ ବୈଠକ

ମଦ ହିଁ ଯୁବ ଗୋଷ୍ଠୀକୁ ବିପଥଗାମୀ କରୁଛି ।ମଦରୁ ନିବୃତ୍ତ ରହିବାକୁ ଆହ୍ୱାନ । ପଦ୍ମପୁର, (ନିରୋଜ କୁମାର ପାଣୀ) : ସର୍ବ ଭାରତୀୟ ସ୍ୱାଲାଖ ବିନ୍ଧ୍ୟଗିରୀବାସୀ ବିଞ୍ଝାଲ ସମାଜ ଯୁବ ଗୋଷ୍ଠୀ ଦ୍ଵାରା ଆଜି ପାଇକମାଲ ନିକଟସ୍ଥ ନୃସିଂହନାଥ ମନ୍ଦିର ମାଁ ବିନ୍ଧ୍ୟବାସିନୀ ଦେବୀଙ୍କ…
Read More...

ବ୍ଲକସ୍ତରୀୟ ମାଧ୍ୟମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକମାନଙ୍କ ସମ୍ମିଳନୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଡ଼ଙ୍ଗାଘାଟ ଉଚ୍ଚ ବିଦ୍ୟାଳୟ ଠାରେ ବ୍ଲକସ୍ତରୀୟ ପ୍ରଧାନ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ ହେଇଯାଇଛି । ଏଥିରେ ପ୍ରଧାନ ଶିକ୍ଷକ ମନୋଜ କୁମାର ଦାଶ ଅତିଥି ତଥା ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କୁ ସ୍ୱାଗତ କରିଥିଲେ । ସମସ୍ତ ପ୍ରଧାନ…
Read More...

ଗାଁ ଭିତରୁ ୬ ଫୁଟିଆ ଅଜଗର ଉଦ୍ଧାର

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ବନଖଣ୍ଡ ଅଧିନସ୍ଥ ଗାଇସିଲେଟ ବ୍ଲକ କଟାବାହାଲ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ପରମାନନ୍ଦପୁର ଗ୍ରାମର ବାବୁଲାଲ ଭୋଇଙ୍କ ଘର ପଛପଟ ବିଲରେ ଲଙ୍କା ଚାଷ କରିଥିବାରୁ କୁକୁଡ଼ା ପଶି ନପାରିବେ ବୋଲି ଜାଲ ବାଡ ଦେଇଥିଲେ । ପ୍ରତିଦିନ ଭଳି ଆଜି…
Read More...

ପୂର୍ଣ୍ଣାରେ କ୍ଲଷ୍ଟରସ୍ତରୀୟ ବୈଠକ

ପିଲାଙ୍କ ପ୍ରଗତିରେ ମୌଖିକ ଭାଷାର ଭୂମିକା ଗୁରୁତ୍ୱପୂର୍ଣ୍ଣ ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପ ବିଜେପୁର ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅନ୍ତର୍ଗତ ପୂର୍ଣ୍ଣା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଚତୁର୍ଥ ମାସିକ କ୍ଲଷ୍ଟରସ୍ତରୀୟ ବୈଠକ ଶନିବାର ଅନୁଷ୍ଠିତ…
Read More...

ଯୁବ ରେଡ୍‌କ୍ରସ୍ ଶାଖାର ପ୍ରବେଶିକା କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ମହିଳା ଡ଼ିଗ୍ରୀ ମହାବିଦ୍ୟାଳୟ ପରିସର ମଧ୍ୟରେ ଅଧ୍ୟକ୍ଷା ଶ୍ରୀମତୀ କଳ୍ପନାରାଣୀ ନାଥଙ୍କ ସଭାପତିତ୍ୱରେ ଯୁବ ରେଡ୍‌କ୍ରସ୍ ଶାଖାର ପ୍ରବେଶିକା କ୍ରା୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ଜିଲ୍ଲା ରେଡ୍‌କ୍ରସ୍ ସଂଯୋଜକ ପରମାନନ୍ଦ ରଥ ମୁଖ୍ୟ…
Read More...

ଶିକ୍ଷାରେ କୃତ୍ରିମ ବୁଦ୍ଧିମତା ଏକ ଆହ୍ୱାନ : ପ୍ରଫେସର ଦୟାନନ୍ଦ ସଂସନ୍ୱାଲ୍

ପଦ୍ମପୁର ଅଞ୍ଚଳ ମହା ବିଦ୍ୟାଳୟରେ ଜାତୀୟ ସଂପାନ ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହା ବିଦ୍ୟାଳୟର ସମ୍ମିଳନୀ ପ୍ରକୋଷ୍ଠରେ ଅଧ୍ୟକ୍ଷ ପ୍ରୋ. ଲଳିତ ମୋହନ ପଣ୍ଡାଙ୍କ ସଭାପତିତ୍ୱରେ ଓଡ଼ିଶା ରାଜ୍ୟ ଉଚ୍ଚ ଶିକ୍ଷା ପରିଷଦ ଦ୍ୱାରା ପ୍ରାୟୋଜିତ 'ଶିକ୍ଷାରେ କୃତ୍ରିମ…
Read More...

ପଦ୍ମପୁର ଶ୍ରୀ ଶ୍ରୀ ଲକ୍ଷ୍ମୀନାରାୟଣ ମନ୍ଦିରରେ ଭାଗବତ ଜନ୍ମୋତ୍ସୋବ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପବିତ୍ର ଭାଦ୍ରବ ପୂର୍ଣ୍ଣିମା ତିଥିରେ ଓଡ଼ିଆ ମତ ଅନୁଯାଇ ଭାଗବତ ଜନ୍ମ ଉପଲକ୍ଷେ ଭାଗବତ ପଠନ ଏବଂ ପୂଜାର୍ଚ୍ଚନା କରାଯାଇଛି । ସେହି ଉପଲକ୍ଷେ ପଦ୍ମପୁର ସ୍ଥିତ ଶ୍ରୀ ଶ୍ରୀ ଲକ୍ଷ୍ମୀନାରାୟଣ ପ୍ରଭୁଙ୍କର ମନ୍ଦିରରେ ଭାଗବତ ଜନ୍ମ ଉପଲକ୍ଷେ ପ୍ରଭୁଙ୍କର…
Read More...

ଅବହେଳିତ ମଲକେନ ଡ୍ୟାମର ଭାଗ୍ୟ ବଦଳିବ କେବେ : ପର୍ଯ୍ୟଟନସ୍ଥଳୀର ମାନ୍ୟତା ପାଇଲା କିନ୍ତୁ ହୋଇପାରିଲା ନାହିଁ…

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ସଦର ମହକୁମା ଠାରୁ ପ୍ରାୟ ୮୦ କି.ମି,ପଦ୍ମପୁର ଉପଖଣ୍ଡ ଠାରୁ ପ୍ରାୟ ୨୦ କି. ମି ଓ ଗାଇସିଲେଟ ବ୍ଲକ ହେଡକ୍ୱାଟର୍ସ ଠାରୁ ମାତ୍ର ୧୫ କି. ମି. ଦୂରରେ କଟାବାହାଲ ଠାରେ ରହିଛି ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ମଲକେନ ଡ୍ୟାମ୍‌ । ଏହି…
Read More...

ପରିବେଶ ପ୍ରେମୀଙ୍କୁ ଅବହେଳା : ମିଳିନି ‘ପ୍ରକୃତି ମିତ୍ର’ ଓ ‘ପ୍ରକୃତି ବନ୍ଧୁ’ ପୁରସ୍କାର

ପଦ୍ମପୁର, (ନିରୋଜ କୁମାର ପାଣୀ) : ସାମ୍ପ୍ରତିକ ସ୍ଥିତିରେ ଜଳ ବାୟୁର ଅନିୟମିତତା ଓ ପାଣିପାଗର ଦ୍ରୁତ ପରିବର୍ତ୍ତନ ସମଗ୍ର ଜୀବଜଗତର ସ୍ଥିତି ପାଇଁ ମୁଖ୍ୟ ସମସ୍ୟା ଓ ଚିନ୍ତାର ବିଷୟ । ଜୀବଜଗତ ତିଷ୍ଠି ରହିବା ପାଇଁ ପରିବେଶ ସଂରକ୍ଷଣ ଓ ବୃକ୍ଷରୋପଣ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ।…
Read More...

ପାଇକମାଲରେ କୋଶଲ ଅସ୍ମିତା ରଥ

କୋଶଲୀକୁ ମିଳୁ ସାମ୍ବିଧାନିକ ସ୍ୱୀକୃତି ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପାଇକମାଲ ଠାରେ ପହଁଚିଛି କୋଶଲ ଅସ୍ମିତା ରଥ । ପାଇକମାଲ ସହରରେ କୋଶଲ କଳାକାର ସଂଘ ତରଫରୁ ଭବ୍ୟ ସ୍ୱାଗତ କରାଯାଇଥିଲା । ସଂଘର ସଭାପତି ଟାଇଲ ଚନ୍ଦ୍ର ଭୋଇ, ଚାଷୀନେତା ପନ୍ନାଲାଲ ସେଠ, ନୃସିଂନାଥ…
Read More...