Browsing Tag

padampur news

ପାଇକମାଲ ବ୍ଲକସ୍ତରୀୟ ସୁଭଦ୍ରା ଚିତ୍ରକଳା ପ୍ରତିଯୋଗିତା

ପଦ୍ମପୁର, (ନିରୋଜ କୁମାର ପାଣୀ) : ମହିଳା ମାନଙ୍କୁ ସଶକ୍ତି କରଣ ସକାଶେ ଓଡ଼ିଶା ସରକାରଙ୍କ 'ସୁଭଦ୍ରା' ଯୋଜନାକୁ ସଫଳ କରିବା ଉଦ୍ଦେଶ୍ୟରେ ଶିକ୍ଷା ବିଭାଗ ପକ୍ଷରୁ ନବମ ଶ୍ରେଣୀରୁ ଦ୍ଵାଦଶ ଶ୍ରେଣୀ ଛାତ୍ରୀ ମାନଙ୍କ ମଧ୍ୟରେ ବ୍ଲକସ୍ତରୀୟ 'ଚିତ୍ରକଳା ପ୍ରତିଯୋଗିତା' ପାଇକମାଲ ଯମୁନା କନ୍ଧୁଣୀ…
Read More...

ଶାନ୍ତି ନଗରରେ ଅନନ୍ତମୁଖୀ ବ୍ରତ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଶାନ୍ତିନଗର ସ୍ଥିତ ମାଉସୀ ମାଁ ମନ୍ଦିର ଗୃହରେ ଶାନ୍ତି ନଗର ମାଉସି ମାଁ ମାନଙ୍କ ତତ୍ୱାବଧାନରେ ଅନନ୍ତମୁଖୀ ବ୍ରତ ଉତ୍ସବ ମହାଆଡମ୍ବର ସହକାରେ ପାଳନ ହୋଇଯାଇଛି । ପୂଜକ ଅତ୍ରାହି ଭଞ୍ଜନ ପାଣିଗ୍ରାହୀ ସମସ୍ତ ପୂଜାକାର୍ଯ୍ୟ ତୁଲାଇଥିବା ବେଳେ…
Read More...

ସାର୍ବଜନୀନ ଦୁର୍ଗାପୂଜା ନିମନ୍ତେ ସମନ୍ଵୟ ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ରାଜବାଟୀ ପରିସରରେ ମଧ୍ୟରେ ଆୟୋଜନ ହେବାକୁ ଥିବା ସାର୍ବଜନୀନ ଦୁର୍ଗାପୂଜା ୨୦୨୪ ପାଳନ ନିମନ୍ତେ ଏକ ସମନ୍ଵୟ ବୈଠକ ପଦ୍ମପୁର ଅତିରିକ୍ତ ଜିଲ୍ଲାପାଳ କୁନାଳ ମୋତିରାମ ଚଭନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ସଭା ପ୍ରାରମ୍ଭରେ…
Read More...

ଐତିହାସିକ ଅଙ୍ଗ ଆଳତୀର ଶୁଭାରମ୍ଭ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଭାରରତୀୟ ସଂସ୍କୃତି ପରମ୍ପରାରେ କେଉଁ ଅନାଦିକାଳରୁ ପ୍ରକୃତି, ନଦନଦୀ, ବୃକ୍ଷଳତାକୁ ଉପାସନା କରିବାର ଧାରା ରହିଆସିଛି । ଆଜି ବୁଧବାର ଭାଦ୍ରବ ପୂର୍ଣ୍ଣିମା ତିଥି ସନ୍ଧ୍ୟା ୬ ଘଣ୍ଟା ସମୟରେ ପଦ୍ମପୁର ମହୁଲପାଲି ସ୍ଥିତ ଅଙ୍ଗନଦୀ ଘାଟ ଠାରେ ଐତିହାସିକ…
Read More...

ବରତୁଣ୍ଡା ଇନ୍ଦିରା ପ୍ରିୟଦର୍ଶନୀ ହାଇସ୍କୁଲ ଶିକ୍ଷକ ପୂରଣ ଦାବୀରେ ତାଲା ବନ୍ଦ ଆନ୍ଦୋଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକର ବରତୁଣ୍ଡା ଇନ୍ଦିରା ପ୍ରିୟଦର୍ଶନୀ ଉଚ୍ଚ ବିଦ୍ୟାଳୟରେ ଖାଲି ଥିବା ଶିକ୍ଷକ ପଦବୀ ପୂରଣ ଦାବୀରେ ତାଲା ବନ୍ଦ ଆନ୍ଦୋଳନ କରାଯାଇଛି । ସ୍କୁଲ ପରିଚାଳନା କମିଟି, ଅଭିଭାବକ ଓ ଛାତ୍ରଛାତ୍ରୀମାନେ ତାଲା ଦେଇ ତାଲା ବନ୍ଦ…
Read More...

ପାଇକମାଲ ବିନ୍ଧ୍ୟବାସିନୀ ସ୍ନାତକ ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବିନ୍ଧ୍ୟବାସିନୀ ସ୍ନାତକ ମହାବିଦ୍ୟାଳୟରେ ବିଭିନ୍ନ ବିଭାଗରେ ଆଜି ଅଧ୍ୟକ୍ଷ ଲୋହିତ କୁମାର ବାରିକଙ୍କ ଅଧ୍ୟକ୍ଷତାରେ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି । ଅଧ୍ୟକ୍ଷ ଶ୍ରୀ ବାରିକ ବିଭାଗୀୟ ମୁଖ୍ୟ ହିସାବରେ ରାଜନୀତି…
Read More...

ଧନୁର୍ଯ୍ୟ ମହାଲିଙ୍ଗଙ୍କୁ ମିଳୁନି ବାର୍ଦ୍ଧକ୍ୟ ଭତ୍ତା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଳକ ଲଖମରା ପଞ୍ଚାୟତ କୁଧରେନପାଲି ଗ୍ରାମର ୬୭ ବର୍ଷର ବୟସ୍କ ଧନୁର୍ଯ୍ୟ ମହାଲିଙ୍ଗଙ୍କୁ ଏ ପର୍ଯ୍ୟନ୍ତ ବାର୍ଦ୍ଧକ୍ୟ ଭତ୍ତା ମିଳିପାରୁନାହିଁ । ବିଗତ ସରକାର ଦୀର୍ଘ ୨୫ ବର୍ଷ ଶାସନ ଭାରରେ ରହି ମଧ୍ୟ ଓଡ଼ିଶାର ଗରିବ ଶ୍ରେଣୀର…
Read More...

ଶ୍ରୀ ଶ୍ରୀ ନୃସିଂହନାଥ ମନ୍ଦିରରେ ଭାଗବତ ଜନ୍ମୋତ୍ସବ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ଭାଦ୍ରବ ମାସ ଇନ୍ଦୁ ପୂର୍ଣ୍ଣିମା ତଥା ଭାଗବତ ଜନ୍ମ ଦିନ ଅବସରରେ ଶ୍ରୀ ଶ୍ରୀ ନୃସିଂହନାଥ ବ୍ରାହ୍ମଣ ସମାଜ ଏବଂ ମନ୍ଦିର ପୂଜକ ମାନଙ୍କ ମିଳିତ ତତ୍ତ୍ୱାବଧାନରେ ଭାଗବତ ଜନ୍ମୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ପୂଜାର୍ଚ୍ଚନା ପୂର୍ବକ ଅତିବଡ଼ି…
Read More...

ନୃସିଂହନାଥ ପୀଠରେ ଅନନ୍ତ ବ୍ରତ ଓ ଭାଗବତ ଜନ୍ମ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡିଶାର ପ୍ରସିଦ୍ଧ ତୀର୍ଥକ୍ଷେତ୍ର ନୃସିଂହନାଥ ପୀଠରେ ଥିବା ଭାଗବତତତ୍ୱ ଯୋଗାଶ୍ରମର ତତ୍ୱବଧାରକ ଧର୍ମଚାନ୍ଦ ପ୍ରଧାନଙ୍କ ନେତୃତ୍ୱରେ ଅନନ୍ତ ବ୍ରତ ଓ ଭାଗବତ ଜନ୍ମ ଉଦ୍‌ଯାପିତ ହୋଇଯାଇଛି । ପ୍ରଥମେ ଅଖଣ୍ଡ ଦୀପ ପ୍ରଜ୍ୱଳନ ଓ ଭାଗବତ ଜନ୍ମ ଉପଲେକ୍ଷ…
Read More...

ବିନ୍ଧ୍ୟବାସିନୀ ସ୍ନାତକ ମହାବିଦ୍ୟାଳୟରେ ପ୍ରତିଯୋଗିତା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବିନ୍ଧ୍ୟବାସିନୀ ସ୍ନାତକ ମହାବିଦ୍ୟାଳୟରେ ସୁଭଦ୍ରା ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ଅଧ୍ୟାପକ ପ୍ରଭାତ କୁମାର ବିଶ୍ୱାଳଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ଅଧ୍ୟାପକ ପ୍ରଦୀପ କୁମାର ଦେ୍ୱାନଙ୍କ…
Read More...