Browsing Tag

padampur news

ପରଲୋକରେ ଶିକ୍ଷକ ବିଭୁତି ଶତପଥୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ସକାଳେ ପଦ୍ମପୁର ଉପଖଣ୍ଡ ବିରିପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ବିଭୁତି ଶତପଥି ବୁର୍ଲା ହସ୍ପିଟାଲରୁ ଚିକିତ୍ସିତ ହୋଇ ଭୁବନେଶ୍ୱରକୁ ସ୍ଥାନାନ୍ତର ହୋଇଥିଲେ । କିନ୍ତୁ ଯିବା ବାଟରେ ବିଭୁତି ଶତପଥୀ (୫୯)ଙ୍କର ପରଲୋକ ହୋଇଯାଇଛି । ସେ…
Read More...

ଜେନିଥ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀଙ୍କ କ୍ଷେତ୍ର ପରିଭ୍ରମଣ କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁରର ଅଗ୍ରଣୀ ଶିକ୍ଷାନୁଷ୍ଠାନ ‘ଜେନିଥ ଲାୟନ୍ସ ଗୁରୁକୁଳ’ର ଦ୍ଵିତୀୟ ଶ୍ରେଣୀ ଛାତ୍ରଛାତ୍ରୀମାନଙ୍କର ଏକ ଶିକ୍ଷଣୀୟ କ୍ଷେତ୍ର ପରିଭ୍ରମଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଛାତ୍ରଛାତ୍ରୀମାନେ ଅଗ୍ନିଶମ କେନ୍ଦ୍ର, ହସ୍ତତନ୍ତ କାର୍ଯ୍ୟଶାଳା…
Read More...

ପାଇକମାଲ ବ୍ଲକ ଯାଦବ ସମାଜରେ ନୂଆଁଖାଇ ଭେଟ୍‌ଘାଟ୍‌ ପ୍ରସ୍ତୁତ ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଳ ବ୍ଲକ ଶ୍ରୀ ଶ୍ରୀ ନୃସିଂହନାଥ ସମଲେଶ୍ଵରୀ ମନ୍ଦିରରେ ପାଇକମାଲ ବ୍ଲକ ଯାଦବ ସମାଜ ପକ୍ଷରୁ ସମଲେଶ୍ଵରୀ ମନ୍ଦିର ସଭାପତି ମଧୂସୁଦନ ପାଣ୍ଡେଙ୍କ ସଭାପତିତ୍ୱରେ ନୂଆଁଖାଇ ଭେଟ୍‌ଘାଟ୍‌ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।…
Read More...

ବିଜେଡି, ବିଜେପି ମଧ୍ୟରେ ଗଣ୍ତଗୋଳ : ୩ ବିଜେଡି କର୍ମୀଙ୍କୁ କୋର୍ଟ ଚାଲାଣ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ୍ ପରିସରରେ ବିଜେଡି ଓ ବିଜେପି କର୍ମୀ ମାନଙ୍କ ମଧ୍ୟରେ କୌଣସି କାରଣ ବଶତଃ ଶୁକ୍ରବାର ଯୁକ୍ତିତର୍କ ହୋଇ ପାଇକମାଲ ଥାନାରେ ଉଭୟ ପକ୍ଷରୁ ଏତଲା ହୋଇଛି । ପୋଲିସ ବିଜେଡିର ୩ ଜଣଙ୍କୁ ଗିରଫ କରିଥିବା ବେଳେ ବିଜେପିର କାହାରିକୁ…
Read More...

ବିଜେପି ବିଧାୟକ ପ୍ରାର୍ଥୀ ତଥା ଆଦିବାସୀ ନେତା ଗୋବର୍ଦ୍ଧନ ଭୋଇଙ୍କୁ ଆକ୍ରମଣ : ଘଣ୍ଟ ଘଉଡ଼ାଇବାକୁ ବିଜେଡ଼ି ନେତାଙ୍କ…

ପଦ୍ମପୁର, (ନିରୋଜ କୁମାର ପାଣୀ) : ବିଜେପି ପଦ୍ମପୁର ବିଧାନସଭା ବିଧାୟକ ପ୍ରାର୍ଥୀ ତଥା ଆଦିବାସୀ ନେତା ଗୋବର୍ଦ୍ଧନ ଭୋଇଙ୍କ ଉପରେ ବିଜେଡ଼ି କର୍ମୀଙ୍କ ଆକ୍ରମଣ । ପଦ୍ମପୁର ଉପଖଣ୍ଡ ପାଇକମାଳ ବ୍ଲକ କାର୍ଯ୍ୟାଳୟରେ ବିଡ଼ିଓଙ୍କ ସହ ଆଲୋଚନା କରି ଫେରିବା ବେଳେ କାର୍ଯ୍ୟାଳୟ ସମ୍ବୁଖରେ ଆକ୍ରମଣ…
Read More...

ନରସିଂପଡ଼ା ଗଣେଶ ପୂଜା ଉଦ୍‌ଯାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ନରସିଂପଡ଼ାରେ ୭ ଦିନ ଧରି ମହାଆଡମ୍ବରରେ ଚାଲିଥିବା ଗଣେଶ ପୂଜା ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି । ପୂଜା ଆରମ୍ଭରୁ ପଡ଼ାରେ ଗୋଟିଏ ସଭା କରି ପୂଜା କମିଟି ଗଠନ କରାଯାଇଥିଲା, ଏଥିରେ ସଭାପତି ଆଶିଷ ମାହାର, ସଭ୍ୟ ଭାବରେ ଅନିଲ…
Read More...

ପଦ୍ମପୁର ମହାବିଦ୍ୟାଳୟରେ ବିଶ୍ଵ ଭାତୃତ୍ୱ ଦିବସ ଉପରେ ଆଲୋଚନା ଚକ୍ର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟର ସମ୍ମିଳନୀ କକ୍ଷରେ ଅଧ୍ୟକ୍ଷ ଲଳିତ ମୋହନ ପଣ୍ଡାଙ୍କ ସଭାପତିତ୍ୱରେ ବିଶ୍ଵ ଭାତୃତ୍ୱ ଦିବସ ଉପରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଶ୍ରୀ ପଣ୍ଡା ସଭାର ଉଦ୍ଦେଶ୍ୟ ଜ୍ଞାପନ ସହିତ ଅତିଥି ପରିଚୟ…
Read More...

ପାଇକମାଲ ହାଇସ୍କୁଲରେ ହିନ୍ଦୀ ଦିବସ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ସରକାରୀ ଉଚ୍ଚ ବିଦ୍ୟାଳୟରେ ହିନ୍ଦୀ ଦିବସ ପ୍ରଧାନ ଶିକ୍ଷକ ଦ୍ଵାଦଶ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ହିନ୍ଦୀ ଶିକ୍ଷକ ପୂର୍ଣ୍ଣରାମ ସା ଯୋଗଦାନ କରି ଛାତ୍ରଛାତ୍ରୀ…
Read More...

ମୃତକଙ୍କ ପରିବାରକୁ ସରକାରୀ ସହାୟତା ପାଇଁ ଦାବୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଜମରତଲା ହରିଜନ ପଡାର ସ୍ୱର୍ଗତ ଗୁଲଠୁ ମହାନନ୍ଦଙ୍କ ଏକ ମାତ୍ର ପୁତ୍ର କହ୍ନେଇଲାଲ ମହାନନ୍ଦଙ୍କ ମୃତ୍ୟୁ ହୋଇଯାଇଛି । ସେ ଦୀର୍ଘ ଏକବର୍ଷ ଧରୀ କେନସର ରୋଗରେ ବୁର୍ଲା ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ତାଙ୍କୁ ଅନ୍ତିମ ଅବସ୍ଥାରେ…
Read More...

ବିଦ୍ୟୁତ ତାରରେ ବରାହ ମାରିବା ପ୍ରୟାସ ଯୁବକଙ୍କୁ ମହଙ୍ଗା ପଡିଲା

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲା ନୃସିଂହନାଥ ନିକଟରେ ବିଦ୍ୟୁତ ତାରରେ କରେଣ୍ଟ ଲଗାଇ ବରାହ ମାରିବା ପ୍ରୟାସ କରୁଥିବା ଯୁବକମାନଙ୍କୁ ମହଙ୍ଗା ପଡିଛି । ଜଙ୍ଗଲ ବିଭାଗ କର୍ମଚାରୀମାନଙ୍କ ହାତରେ ଧରାପଡି ଅଭିଯୁକ୍ତମାନେ ଜେଲ ଯାଇଥିବା ଜଣାପଡିଛି । ସେମାନେ ହେଲେ ପାଇକମାଲ ଥାନା…
Read More...