Browsing Tag

padampur news

ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବିଶ୍ଵ ଭାତୃତ୍ୱ ଦିବସ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବିଶ୍ଵ ଭାତୃତ୍ୱ ଦିବସ ପାଳନ କରା ଯାଇଥିଲା । ଏହି ଅବସରରେ ଅନୁଷ୍ଠିତ ସଭାରେ ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନ ଶିକ୍ଷୟିତ୍ରୀ ଗୋପାଳଜୀ ପ୍ରସାଦ ପାଣିଗ୍ରାହୀ ସଭାପତିତ୍ୱ କରିଥିଲେ । ସମ୍ବଲପୁର ଜିଲ୍ଲାର…
Read More...

ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟର ବିଦ୍ୟାର୍ଥୀଙ୍କୁ ସଫଳତାର ମନ୍ତ୍ର ଦେଲେ ସାଂସଦ ପ୍ରଦୀପ ପୁରୋହିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟ ଠାରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କୁ ସ୍ୱାଗତ ଓ ସମ୍ବର୍ଦ୍ଧନା କରାଯାଇଥିଲା । ମହାବିଦ୍ୟାଳୟ ଅଧ୍ୟକ୍ଷ ଅଧ୍ୟାପକ ଏବଂ କତୃପକ୍ଷ ସାଂସଦଙ୍କୁ ଉପଢ଼ୌକନ ଦେଇ ସ୍ୱାଗତ ଜଣାଇ ଥିବା ବେଳେ ମହାବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ…
Read More...

ମୁଖ୍ୟମନ୍ତ୍ରୀଙ୍କ ଭିଡିଓ କନଫରେନ୍ସ ଦ୍ଵାରା ସିଏମ କିଷାନ ଯୋଜନାର ଶୁଭାରମ୍ଭ

ପାଇକମାଲରେ ଚାଷୀଙ୍କୁ ସମ୍ମାନିତ ପଦ୍ମପୁର, (ନିରୋଜ କୁମାର ପାଣୀ) : ନୂଆଁଖାଇ ହେଉଛି ପଶ୍ଚିମ ଓଡ଼ିଶାର ଏକ ମହାନ ଗଣପର୍ବ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମ୍ବଲପୁରରେ ମୁଖ୍ୟମନ୍ତ୍ରୀ କିସାନ ଯୋଜନାର ଶୁଭାରମ୍ଭ କରିବା ସହ ପ୍ରାଧାନମନ୍ତ୍ରୀ କିଷାନ ଯୋଜନା ଓ…
Read More...

ପାଇକମାଲ ଧର୍ମଶାଳାରେ ଶ୍ରଦ୍ଧାଞ୍ଜଳି ସଭା

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ସ୍ଥିତ ନୃସିଂହନାଥ ଧାର୍ମଶାଳାରେ ଅଜେି ଏକ ଶ୍ରଦ୍ଧାଞ୍ଜଳି ସଭା ଡାକ୍ତର ଅଜିତ ବାରିକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବହୁତ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇଥିବା ବେଳେ ସୁବୋଧ ପଣ୍ଡା, ତ୍ରିଲୋଚନ…
Read More...

ପାଇକମାଲ ବ୍ଲକ ସ୍ତରୀୟ ସମ୍ପୂର୍ଣ୍ଣତା ଅଭିଯାନ ଶୋଭାଯାତ୍ରା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ସ୍ତରୀୟ ସମ୍ପୂର୍ଣ୍ଣତା ଅଭିଯାନ ଅନ୍ତର୍ଗତ ଜାତୀୟ ସାକ୍ଷରତା ଦିବସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଛାତ୍ରଛାତ୍ରୀ ମାନେ ପ୍ଲାକାର୍ଡ ସହ ସ୍ଲୋଗାନ ଦେଇ ମୁଖ୍ୟ ସହର ପରିକ୍ରମା କରିଥିଲେ । ପାଇକମାଲ ହାଇ ସ୍କୁଲ,…
Read More...

ପାଇକମାଲ ହାଇସ୍କୁଲରେ ଜାତୀୟ ସାକ୍ଷରତା ଦିବସ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରେକ୍ଷ୍ୟାଳୟରେ ଜାତୀୟ ସାକ୍ଷରତା ଦିବସ ପ୍ରଧାନ ଶିକ୍ଷକ ଦ୍ଵାଦଶ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ପାଇକମାଲ ବିଇଓ ଚୁଡ଼ାମଣି ବାରିକ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମରେ…
Read More...

ଫ୍ରେଣ୍ଡସ ବ୍ଲକ ଆନୁକୂଲ୍ୟରେ ନୂଆଁଖାଇ ଭେଟ୍‌ଘାଟ୍‌

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଭୁବନେଶ୍ଵରପୁର ଗ୍ରାମରେ ଫ୍ରେଣ୍ଡସ ବ୍ଲକ ଦ୍ୱାରା ଦୀର୍ଘ ୪ ଦିନ ଧରି ଗଣେଶ ପୂଜା ଓ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମରେ ବହୁ ଧୁମଧାମରେ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ…
Read More...

ପାଇକମାଲରେ ସାର୍ବଜନୀନ ଦୁର୍ଗାପୂଜା ପରିଚାଳନା କମିଟି ଗଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ଠାରେ ଚଳିତ ବର୍ଷ ପାଇଁ ସାର୍ବଜନୀନ ଦୁର୍ଗାପୂଜା କମିଟି ସର୍ବସମ୍ମତି କ୍ରମେ ଗଠିତ ହୋଇଯାଇଛି । ସାର୍ବଜନୀନ ନବରାତ୍ର ଦୁର୍ଗାପୂଜା ଚୟନ କମିଟିରେ ସଭାପତି ଭାବରେ ସୁଶାନ୍ତ ନାଗ, ଉପସଭାପତି ରାଜେଶ ଅଗ୍ରୱାଲ, ସଂପାଦକ ଆଶୁତୋଷ…
Read More...

ପଦ୍ମପୁର ସହରରେ ସୁଭଦ୍ରା ସଚେତନତା ରଥ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବିଜ୍ଞାପିତ ଅଞ୍ଚଳ ପରିଷଦକୁ ରାଜ୍ୟ ସରକାରଙ୍କ ନୂତନ ଯୁଗାନ୍ତକାରୀ ନାରୀ ସଶକ୍ତିର ପ୍ରଶସ୍ତ ଯୋଜନା 'ସୁଭଦ୍ରା'ର ରଥ ପହଞ୍ଚିଥିଲା । ଏହି ରଥକୁ ବିଜ୍ଞାପିତ ଅଞ୍ଚଳ ପରିଷଦ ପଦ୍ମପୁର ତରଫରୁ ଭବ୍ୟ ସ୍ୱାଗତ କରାଯାଇଥିଲା । ଏହି ରଥ ଆଜି ଏବଂ ଆସନ୍ତା…
Read More...

ପଦ୍ମପୁର ଉପଖଣ୍ଡରେ ନୂତନ ଉପଜିଲ୍ଲାପାଳଙ୍କ ଯୋଗଦାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡରେ ନୂତନ ଉପଜିଲ୍ଲାପାଳ ଭାବରେ କୁମାରୀ ଅରୁଗୁଲା ସ୍ନେହା (ଭା.ପ୍ର.ସେ) ଯୋଗଦାନ କରିଛନ୍ତି । ପୂର୍ବ ଉପଜିଲ୍ଲାପାଳ ଆଲୋକ କୁମାର ପଟେଲଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି । ୨୦୨୨ ମସିହାରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗ ଦେଇଥିଲେ…
Read More...