Browsing Tag

padampur news

ପାଇକମାଲରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବରଗଡ଼ ଜିଲ୍ଲାପାଳ, ଆରକ୍ଷୀ ଅଧିକ୍ଷକ, ପ୍ରକଳ୍ପ ନିର୍ଦ୍ଦେଶକ, ପଦ୍ମପୁର ଉପଜିଲ୍ଲାପାଳ, ପାଇକମାଲ ବିଡ଼ିଓ, ତହସିଲଦାର୍ ଓ ସମସ୍ତ
Read More...

ନୂତନ ଉପଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ନୂତନ ଉପଜିଲ୍ଲାପାଳ ରୂପେ ଆଲୋକ କୁମାର ପଟେଲ ଆଜି ଯୋଗ ଦେଇଛନ୍ତି । ଶ୍ରୀ ପଟେଲ ଭାରପ୍ରାପ୍ତ ଉପଜିଲ୍ଲାପାଳ ସଦାକର କୁମ୍ଭାରଙ୍କଠାରୁ କାର୍ଯ୍ୟଭାର ଗ୍ରହଣ କରିଛନ୍ତି । ଏହି ଅବସରରେ ପଦ୍ମପୁର ଉପଜିଲ୍ଲାପାଳ କାର୍ଯ୍ୟାଳୟର ସମସ୍ତ
Read More...

ଚଣ୍ଡୀ ମନ୍ଦିରରେ ସ୍ୱର୍ଗତ ମହେନ୍ଦ୍ର ବଢ଼େଇଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଳକ ନୃସିଂହନାଥ ମନ୍ଦିର ନିକଟସ୍ଥ କୁଲିତା ଜାତିର ଇଷ୍ଟଦେବୀ ରଣେଶ୍ୱରୀ ରାମଚଣ୍ଡୀ ମନ୍ଦିର ପରିସରରେ ରବିବାର ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଛି । ସଭାରେ ସ୍ୱର୍ଗତ ମହେନ୍ଦ୍ର ବଢ଼େଇଙ୍କ ଫୋଟୋ ଚିତ୍ରରେ ମନ୍ଦିର ପୂଜକ
Read More...

ଏବିସିଡି ପକ୍ଷରୁ ରଙ୍ଗୋଲି କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଏବିସିଡି ଆୟୋଜିତ ବୋଡାସମ୍ବର ନୂଆଁଖାଇ ଭେଟ୍‌ଘାଟ୍‌ର ୨୫ ବର୍ଷ ପୂର୍ତ୍ତି ରୌପ୍ୟ ଜୟନ୍ତୀ ପାଳନ ଅବସରରେ ଆଜି ରବିବାର ଦିନ ପଦ୍ମପୁର ମାରୱାଡି ଧର୍ମଶାଳାଠାରେ ରଙ୍ଗୋଲି, ଝୋଟି ଓ ସଂଗୀତ ପ୍ରତିଯୋଗିତା ଆୟୋଜନ ହୋଇଥିଲା । ଏଥିରେ ରଙ୍ଗୋଲି ଜୁନିଅର ଓ
Read More...

ଗାଇସିଲେଟ ବ୍ଲକସ୍ତରୀୟ ବିଜ୍ଞାନ ସେମିନାର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଲକସ୍ତରୀୟ ବିଜ୍ଞାନ ସେମିନାର ସରକାରୀ ନୋଡାଲ ହାଇସ୍କୁଲ ଗାଇସିଲେଟଠାରେ ଅନୁଷ୍ଠିତ ହୋଇଯାଇଛି । ଉଦ୍‌ଘାଟନ ସମାରୋହକୁ ଏବିଇଓ ନେହେରୁ ଦାଶ ମୁଖ୍ୟ ଅତିଥି ଓ ସରକାରୀ ନୋଡାଲ ହାଇସ୍କୁଲର ପ୍ରଧାନ ଶିକ୍ଷକ ଅନୀଲ କୁମାର ବେହେରା
Read More...

ପଦ୍ମପୁର ଉପଖଣ୍ଡ ଆରକ୍ଷୀ ଅଧିକ୍ଷକଙ୍କ ସହ ପଶ୍ଚିମ ଓଡ଼ିଶା ଆଦିବାସୀ କଲ୍ୟାଣ ସଂଘ କର୍ମକର୍ତ୍ତାଙ୍କ ଆଲୋଚନା

୧୩ରେ ଘେରିବ ଉପଜିଲ୍ଲାପାଳ କାର୍ଯ୍ୟାଳୟ ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପଦ୍ମପୁର ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ବିଭୁତି ଭୂଷଣ ଭୋଇଙ୍କ ସହ ପଶ୍ଚିମ ଓଡ଼ିଶା ଆଦିବାସୀ କଲ୍ୟାଣ ମହାସଂଘ ବରଗଡ଼ ଜିଲ୍ଲା କମିଟିକୁ ଏକ ବୈଠକ ଡାକିଥିଲେ । ଏହି ବୈଠକରେ ପଦ୍ମପୁର ସବ୍ ଡିଭିଜନର ୯ଟି ଥାନା
Read More...

ସ୍ୱର୍ଗତ ମହେନ୍ଦ୍ର ବଢ଼େଇଙ୍କୁ ବିଜେପି ପକ୍ଷରୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ : ପଦ୍ମପୁର ଅଞ୍ଚଳ ପାଇଁ ଏକ ଅପୁରଣୀୟ କ୍ଷତି

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳର ବିଜୁ ଜନତାଦଳର ବରିଷ୍ଠ ନେତା ତଥା ଓଡିଶା ପଣ୍ୟାଗାର ନିଗମ ଅଧ୍ୟକ୍ଷ ସ୍ବର୍ଗତ ମହେନ୍ଦ୍ର ବଢ଼େଇଙ୍କୁ ଭାରତୀୟ ଜନତା ପାର୍ଟି ପଦ୍ମପୁର ନିର୍ବାଚନ ମଣ୍ଡଳୀ ତରଫରୁ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ଆଜି ପାଇକମାଲ ଭାରତୀୟ ଜନତା
Read More...

ପାଇକମାଲ ସରକାରୀ ଉଚ୍ଚ ବିଦ୍ୟାଳୟରେ ସମ୍ବର୍ଦ୍ଧନା ସଭା

ପଦ୍ମପୁର, (ନିରୋଜ କୁମାର ପାଣୀ) : ଓଡିଶା ସରକାର ଧନ୍ଦାମୂଳକ ଶିକ୍ଷାକୁ ଗୁରୁତ୍ୱ ଦେଇ କିପରି ଅଧିକରୁ ଅଧିକ ଛାତ୍ର ଛାତ୍ରୀ ଧନ୍ଦାମୂଳକ ଶିକ୍ଷା ପ୍ରତି ଆଗ୍ରହ ସୃଷ୍ଟି କରିବେ ସେଥିପାଇଁ ବିଭିନ୍ନ ଯୋଜନା ପ୍ରସ୍ତୁତ କରୁଛନ୍ତି । ପାଇକମାଲ ସରକାରୀ ଉଚ୍ଚ ବିଦ୍ୟାଳୟରେ ଧନ୍ଦା ମୂଳକ ଶିକ୍ଷା
Read More...

ନୃସିଂହନାଥ ମନ୍ଦିରରେ ନୁଆଁଖାଇ ଲଗ୍ନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ତୀର୍ଥକ୍ଷେତ୍ର ଶ୍ରୀ ଶ୍ରୀ ନୃସିଂହନାଥ ମନ୍ଦିରରେ ପ୍ରଭୁ ନୃସିଂହନାଥ ଓ ପାର୍ଶ୍ଵ ଦେବା ଦେବୀଙ୍କଠାରେ ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥି ୨୦/ ୯/ ୨୦୨୩ ରିଖ ବୁଧବାର ଦିନ ୧୧ ଘଣ୍ଟା ୨୧ ମିନିଟ ଗତେ ୧୧ ଘଣ୍ଟା ୩୬ ମିନିଟ
Read More...

ବିଜେପୁର ବ୍ଲକ ଫୁଲେରପାଲିରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଗତ ୬ ଓ ୭ ତାରିଖ ଦୁଇ ଦିନ ଧରି ବିଜେପୁର ବ୍ଲକ ଭଟିଙ୍ଗା ପଞ୍ଚାୟତ ଫୁଲେରପାଲି ଗ୍ରାମରେ ମହାସମାରୋହରେ ଯାଦବ ସମାଜର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଏବଂ ନନ୍ଦ ଉତ୍ସବ ପାଳିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି କେଶବ ଚନ୍ଦ୍ର ଜାଲ ଯାଦବ ସାଂସ୍କୃତିକ
Read More...