Browsing Tag

padampur news

ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟସ୍ତରୀୟ ବିଜ୍ଞାନମେଳା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇସାରିଛି । ଏହି ଅବସରରେ ଅନୁଷ୍ଠିତ ସଭାରେ ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନ ଶିକ୍ଷକ ଗୋପାଳଜୀ ପ୍ରସାଦ ପାଣିଗ୍ରାହୀ ସଭାପତିତ୍ୱ କରିଥିଲେ ।…
Read More...

ଲାୟନ୍ସ କ୍ଲବ ପକ୍ଷରୁ ନୃସିଂହନାଥରେ ପ୍ରତିଷ୍ଠା ଦିବସ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ଲାୟନ୍ସ କ୍ଲବର ପ୍ରତିଷ୍ଠା ଦିବସ ଦାଦିଜୀ ହୋଟେଲ ରେମହା ଆଡମ୍ବରରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସଭାପତି ଗୋବର୍ଦ୍ଧନ ଅଗ୍ରୱାଲ ନେତୃତ୍ଵରେ ସଭା ଆୟୋଜନ ହୋଇଥିଲା । ମୁଖ୍ୟଅତିଥି ଭାବେ ପ୍ରଦୀପ ବଂଶଲ,…
Read More...

ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସମଗ୍ର ଶିକ୍ଷା ବରଗଡ଼ ସୌଜନ୍ୟରୁ ଓ ରାଜ ବୋଡ଼ାସମ୍ବର ବ୍ଲକ ଶିକ୍ଷା ଆନୁକୁଲ୍ୟରେ ଛାତ୍ରଛାତ୍ରୀଙ୍କର ବୈଜ୍ଞାନିକ ଓ ଆବିଷ୍କାର ମନୋବୃତ୍ତିକୁ ଉତ୍ସାହିତ କରିବା ପାଇଁ ଉଦ୍ଦିଷ୍ଟ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ସମ୍ପର୍କିତ ବ୍ଲକସ୍ତରୀୟ କୁଇଜ ପ୍ରତିଯୋଗିତା…
Read More...

ଧଳା ଜହର ସହ ଦୁଇ ମହିଳା ଓ ଜଣେ ପୁରୁଷ ଗିରଫ

ପଦ୍ମପୁର, (ନିରୋଜ କୁମାର ପାଣୀ) - ପଦ୍ମପୁର ଛତିଶଗଡ ସିମାନ୍ତ ଅଞ୍ଚଳ ସୋହେଲା ଅଞ୍ଚଳରେ ନିଶା କାରବାର ବଢିବାରେ ଲାଗିଛି । ମଦ, ଗଞେଇ, କୋରେକ୍ସ, ନିଶା ଔଷଧ ବିକ୍ରି ହେଉଥିବା ଖବର ସାମନାକୁ ଆସିଥାଏ । ହେଲେ ଏବେ କିଛି ଅସାଧୁ ବ୍ୟକ୍ତି ଏହି ସିମାନ୍ତ ଅଞ୍ଚଳରେ ବ୍ରାଉନ ସୁଗର ବିକ୍ରି କରି…
Read More...

କଟାବାହାଲ ଠାରେ “ମାଁ ପାଇଁ ଗଛଟିଏ” କାର୍ଯ୍ୟକ୍ରମ ଅନୁଷ୍ଠିତ

ପଦ୍ମପୁର, ( ନିରୋଜ କୁମାର ପାଣୀ ) : ଦିନକୁ ଦିନ ପରିବେଶ ବିଗିଡିବାରେ ଲାଗିଛି । କେଉଁଠି ଅତ୍ୟଧିକ ବର୍ଷା ଫଳରେ ଧନ ଜୀବନ ନଷ୍ଟ ହେଉଛି ତ କେଉଁଠି ବର୍ଷା ନେହେବା କାରଣରୁ ବ୍ୟାପକ ଫସଲ ନଷ୍ଟ ହେଉଛି । ଅତ୍ୟଧିକ ତାପମାତ୍ରା ବୃଦ୍ଧି ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି…
Read More...

ଯୁବ ବ୍ୟବସାୟୀ ସୁନିଲ ଅଗ୍ରୱାଲଙ୍କ ହୃଦଘାତରେ ପରଲୋକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ସହରର ବିଶିଷ୍ଟ ବ୍ୟବସାୟୀ ସୁନୀଲ ଅଗ୍ରୱାଲ(୪୩)ଙ୍କ ହୃଦଘାତରେ ପରଲୋକ ହୋଇଯାଇଛି । ଶ୍ରୀ ଅଗ୍ରୱାଲ ପାଇକମାଲ ମୁଖ୍ୟ ଛକ ସାମନାରେ ପାନ ମସଲା ହୋଲସେଲ ଦୋକାନ କରିଥିଲେ । ଗତ ମଙ୍ଗଳବାର ଦିନ ସକାଳୁ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା…
Read More...

ପାଇକମାଲ ହାଇସ୍କୁଲରେ ଯୋଗ – ବେଦାନ୍ତ କର୍ମଶାଳା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ସରକାରୀ ଉଚ୍ଚବିଦ୍ୟାଳୟ ସଭାଗୃହରେ ଯୋଗ-ବେଦାନ୍ତ କର୍ମଶାଳା ପ୍ରଧାନ ଶିକ୍ଷକ ଦ୍ଵାଦଶ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି । ବିବେକାନନ୍ଦ ବିଶ୍ଵ ଚେତନା ଅଭିଯାନର ସମ୍ପାଦକ ଉମେଶ ଚନ୍ଦ୍ର ପଣ୍ଡା…
Read More...

ପଶ୍ଚିମ ଓଡିଶାର ମଦର ଟେରେସା ପାର୍ବତୀ ଗିରିଙ୍କ ୨୯ତମ ଶ୍ରାଦ୍ଧବାର୍ଷିକୀ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ତୀର୍ଥକ୍ଷେତ୍ର ନୃସିଂହନାଥ ଯିବା ରାସ୍ତାରେ କସ୍ତୁରବା ଗାନ୍ଧୀ ମାତୃ ନିକେତନ ଅବସ୍ଥିତ ଏହାର ପ୍ରତିଷ୍ଠାତା ସ୍ୱାଧୀନତା ସଂଗ୍ରାମୀ, ସମାଜ ସେବୀ ତଥା ଲିଟିଲ ମଦର ଟେରେସା ପାର୍ବତୀ ଗିରୀଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକୀ ଶନିବାର…
Read More...

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ ଭେଟିଲେ ୟୁଥ୍ କ୍ଳବ୍ ସଭାପତି ରଞ୍ଜନ ପଣ୍ଡା

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଲକ ସ୍ଥିତ ୟୁଥ୍ କ୍ଳବ୍ ସଭାପତି ରଞ୍ଜନ ପଣ୍ଡା ଗାଇସିଲେଟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ବିଭିନ୍ନ ସମସ୍ୟାକୁ ନେଇ ଭୁବନେଶ୍ୱର ରାଜ୍ୟ ଅତିଥି ଭବନରେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କୁ ଭେଟି ଏକ…
Read More...

ଗାଁକୁ ଯାଇ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ତଦାରଖ କଲେ ବିଡ଼ିଓ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବିଡ଼ିଓ ଲକ୍ଷ୍ମଣ ମାଝୀ ନିଜ ଅଧିକାରୀ ଅଭୟ ପ୍ରଧାନ ଗୋଷ୍ଠୀ ପ୍ରକଳ୍ପ ସଂଯୋଜକ ଗ୍ରାମୀଣ ଗୃହ ବିଭାଗ ଏବଂ ଗ୍ରାମ ରୋଜଗାର ସେବକ ରିନା ପାଣ୍ଡେଙ୍କୁ ନେଇ ଆଜି କଟାବାହାଲ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ କୁଲିଆରି…
Read More...